କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇର ବିଭିନ୍ନ ଅଂଚଳରେ ପବିତ୍ର ବାହୁଡାଯାତ୍ରା ବିପୁଳ ଆନନ୍ଦ ଉଲ୍ଲାସ ମଧ୍ୟରେ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି । ବକ୍ତାରପୁର ମାଉସୀମା ମନ୍ଦିରରେ ପ୍ରଭୁ ଶ୍ରୀ ଜଗନ୍ନାଥ, ବଳଭଦ୍ର, ମା ସୁଭଦ୍ରାଙ୍କୁ ପାରମ୍ପାରିକ ରୀତିରେ ଯଥାବିଧି ପୂଜାର୍ଚ୍ଚନା କରାଯାଇ ରଥାଋୁଢ କରାଯାଇଥିଲା । ହରପାର୍ବତୀ ମନ୍ଦିରରୁ ଆଜ୍ଞାମାଳ ପହଁଚିବା ପରେ ବିଧିବଦ୍ଧ ଭାବେ ରଥଟଣା ଆରମ୍ଭ ହୋଇଥିଲା । ବକ୍ତାରପୁର ମାଉସୀମା ମନ୍ଦିରରୁ ରଥାଋୁଢ ହୋଇଥିବା ପ୍ରଭୁ […]

କେନ୍ଦ୍ରାପଡା-୨୮/୦୬: ତୁଳସୀ କ୍ଷେତ୍ର କେନ୍ଦ୍ରାପଡାର ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ବାହୁଡା ଯାତ୍ରା ଅବସରରେ ବୁଧବାର ରଥ ମୁଖ ପରିବର୍ତନ ସହ ଶ୍ରୀଜୀଉ ମାନଙ୍କ ରଥ ଉପରକୁ ପହଣ୍ଡି ବିଜେ ଅନୁଷ୍ଠିତ ହୋଇଯାଇଛି । ବୁଧବାର ବାହୁଡା ଯାତ୍ରା ପାଇଁ ଶ୍ରୀଜୀଉ ମାନଙ୍କ ଦୈନିକ ନୀତିକାନ୍ତି ଅନୁଷ୍ଠିତ ହେବା ପରେ ମଧ୍ୟାହ୍ନ ୧୨ଟା ସମୟରେ ଖେଚୁଡୀ ଧୂପ ଅନୁଷ୍ଠିତ ହୋଇଥିଲା । ଏହା ସହ ୨ଟା ସମୟରେ ରଥ ମୁଖ ପରିବର୍ତନ […]

କେନ୍ଦ୍ରାପଡ଼ା,୨୮ା୬: କେନ୍ଦ୍ରାପଡା ଜିଲ୍ଲା ଶ୍ରମ ବିଭାଗରେ ପୁଣି ଆଉ ଏକ ମୃତ ହିତାଧିକାରୀଙ୍କ ନାମରେ ଠକେଇ ଅଭିଯୋଗ ହୋଇଥିବା ବିଭିନ୍ନ ଶ୍ରମିକ ସଂଗଠନ ମାନଙ୍କ ପକ୍ଷରୁ ଜିଲ୍ଲାପାଳଙ୍କ ନିକଟରେ ବୁଧବାର ଦିନ ଅଭିଯୋଗ ହୋଇଥିବା ଜଣାପଡିଛି । ୨୦୨୨ ମସିହା ଅକ୍ଟୋବର ମାସରୁ କେନ୍ଦ୍ରାପଡା ଜିଲ୍ଲା ଶ୍ରମ଼ ଅଫିସରେ ଚାଲିଥିବା ଦୁର୍ନୀତି ଓ ବେଆଇନ କାର୍ଯ୍ୟକୁ ବିରୋଧ କରି ଜିଲ୍ଲାପାଳଙ୍କ ସମେତ ଶ୍ରମ ଆୟୁକ୍ତ ଓ ପ୍ରିନ୍ସପାଲ ସଚିବ, ଶ୍ରମ […]

କେନ୍ଦ୍ରାପଡ଼ା ୨୮ା୬ : କେନ୍ଦ୍ରାପଡା ଜିଲ୍ଲା ଭାଜପା କାର୍ଯ୍ୟାଳୟଠାରେ ଆଳି ନିର୍ବାଚନ ମଣ୍ଡଳୀରେ “ଘର ଘର ଜନସମ୍ପର୍କ” କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ପରେ ପରେ ଚରପଡା ପଞ୍ଚାୟତର ଅନେକ ବିଜେଡି ଓ କଂଗ୍ରେସର କର୍ମୀମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସେବା ଓ ସୁଶାସନ ଏବଂ ଜନ କଲ୍ୟାଣ ଯୋଜନାରେ ପ୍ରଭାବିତ ହୋଇ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି । ଭାଜପା ଜିଲ୍ଲା ଉପସଭାପତି କୃଷ୍ଣ ଚନ୍ଦ୍ର ପଣ୍ଡାଙ୍କ ନେତୃତ୍ୱରେ ଜିଲ୍ଲା ସଭାପତି କିଶୋର କୁମାର […]

କେନ୍ଦ୍ରାପଡା-୨୮ା୬- ଭାରତ ସରକାରଙ୍କ ଜାତୀୟ ଶିକ୍ଷାନୀତି ୨୦୨୦ ଆଧାରରେ କେନ୍ଦ୍ର ଶିକ୍ଷା ମନ୍ତ୍ରାଣାଳୟ ପକ୍ଷରୁ ୬ ଦିନ ଧରି ପୁଣେ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ଶିକ୍ଷା ସମାରୋହ ଜି-୨୦ରେ ଓଡିଶା ସରକାରଙ୍କ ଶିକ୍ଷା ବିଭାଗ ପକ୍ଷରୁ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷ ଡ. ପୂର୍ଣ୍ଣଚନ୍ଦ୍ର ବ୍ରହ୍ମ ଯୋଗ ଦେଇଥିଲେ । କେନ୍ଦ୍ରାପଡା ଜିଲ୍ଲା ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ଅଦ୍ଭୁତ ପୂର୍ବ ସଫଳତା ସମ୍ପର୍କରେ ଡଃ ବ୍ରହ୍ମା ସନ୍ଦର୍ଭ […]

3RD PARTY AGENTS USED BY BANKS TO RECOVER LOANS TURN HEADACHES FOR MANY Kendrapara : Employment generation program for youths through establishment of Micro, Small and Medium Enterprises (MSME) have run in rough weather in Kendrapara district. This is because in most cases banks are not ready to sanction the […]

ନୂଆଦିଲ୍ଲୀ . ଭାରତରେ ହେବାକୁ ଥିବା ଆଇସିସି ଦିନିକିଆ ବିଶ୍ୱକପ-୨୦୨୩ର କାର୍ଯ୍ୟସୂଚୀ ୧୦୦ ଦିନ ପୂର୍ବରୁ ପ୍ରକାଶ ପାଇଛି । ଚଳିତ ବର୍ଷ ଅକ୍ଟୋବର ୫ ତାରିଖରେ ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଉଦଘାଟନୀ ମ୍ୟାଚ ଖେଳାଯିବ । ଗତ ବିଶ୍ୱକପରେ ଫାଇନାଲ ମ୍ୟାଚ ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଉଦଘାଟନୀ ମ୍ୟାଚ ଖେଳାଯିବ । ଅକ୍ଟୋବର ୧୫ ତାରିଖରେ ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ବହୁ ପ୍ରତିକ୍ଷୀତ ଭାରତ-ପାକିସ୍ତାନ […]