କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର +୩ ପରୀକ୍ଷା ଫଳ ପ୍ରକାଶିତ, ପାସହାର ୯୫.୪୯ପ୍ରତିଶତ

କେନ୍ଦ୍ରାପଡା, ୩୦ା୬: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର +୩ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି । ଏଥିରେ +୩ ବିଜ୍ଞାନ ବିଭାଗ ପ୍ରାଣୀ ବିଜ୍ଞାନ ସମ୍ମାନ ଛାତ୍ରୀ ଆଶା ଭୂୟାଁ କଲେଜ ଟପ୍ପର ହୋଇଥିବା ଜଣାପଡିଛି । ସେହିପରି କଳା…

ରାଜ୍ୟ ସରକାରଙ୍କ ନିରାମୟ ଉପଦେଷ୍ଟା ରଞ୍ଜନ ବିଶ୍ୱାଳଙ୍କ କେନ୍ଦ୍ରାପଡା ଗସ୍ତ

କେନ୍ଦ୍ରାପଡା,୩୦ା୬: ରାଜ୍ୟ ସରକାରଙ୍କ ନିରାମୟ ଉପଦେଷ୍ଟା ରଞ୍ଜନ ବିଶ୍ୱାଳ ଆଜି କେନ୍ଦ୍ରାପଡା ଜିଲ୍ଲା ଗସ୍ତରେ ଆସି କେନ୍ଦ୍ରାପଡାରେ ପହଞ୍ଚିବା ପରେ ପ୍ରଥମେ ଶ୍ୟାମଗୁଡିଆ ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପରିଦର୍ଶନରେ ଯାଇଥିଲେ । ସେଠାରେ ପହଞ୍ଚି ନିରାମୟ କେନ୍ଦ୍ର ପରିଦର୍ଶନ କରିବା…

କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଆଶା ଭୂୟାଁ କଲେଜ ଟପ୍ପର

କେନ୍ଦ୍ରାପଡା, ୩୦ା୬: କେନ୍ଦ୍ରାପଡା ଜିଲ୍ଲାର ଏକମାତ୍ର ସ୍ୱୟଂଶାସିତ ମହାବିଦ୍ୟାଳୟ କେନ୍ଦ୍ରାପଡା ସ୍ୱୟଂ ଶାସତ ମହାବିଦ୍ୟାଳୟର ଯୁକ୍ତ ତିନି ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ଏଥିରେ ମୋଟ ପାସ ହାର ୯୫.୪୯ ପ୍ରତିଶତ ହୋଇଥିବା ବେଳେ ଏହା ଗତବର୍ଷ ତୁଳନାରେ…

ତମାଖୁ ନିୟନ୍ତ୍ରଣ ନିମନ୍ତେ ଜିଲ୍ଲା ସ୍ତରୀୟ ସମନ୍ୱୟ କମିଟି ବୈଠକ

କେନ୍ଦ୍ରାଡା ୩୦.୦୬: ତମାଖୁ ସେବନ ଜନିତ କୁପ୍ରଭାବରୁ ଧନ, ଜୀବନ ଓ ସ୍ୱାସ୍ଥ୍ୟ ଜନିତ କ୍ଷୟକ୍ଷତିରୁ ଜନଜୀବନକୁ ଦୂରେଇ ରଖିବା ଉଦ୍ଦେଶ୍ୟରେ ପ୍ରଣୀତ ଜାତୀୟ ତମାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ସମନ୍ୱୟ କମିଟି ବୈଠକ ଆଜି ମଧ୍ୟାହ୍ନରେ ଜିଲ୍ଲା…

ପତିତପାବନଜୀଉଙ୍କ ସୁନାବଶେ ଦେଖିବାକୁ ଭକ୍ତଙ୍କ ସମାବେଶ

  ପଟ୍ଟାମୁଣ୍ଡାଇ ୨୯.୬-ପଟ୍ଟାମୁଣ୍ଡାଇ ପୋଖରୀଆପଡା ସ୍ଥିତ ପତିତପାବନଜୀଉଙ୍କ ସୁନାବେଶ ଅନୁଷ୍ଠିତ ହୋଇଯାଇଛି । ପ୍ରଭୁ ବଳଭଦ୍ର, ଜଗନ୍ନାଥ, ମା ସୁଭଦ୍ରା ଓ ସୁଦର୍ଶନ ଚତୁର୍ଦ୍ଧା ମୂର୍ତିଙ୍କ ସୁନାବେଶ ଦେଖିବା ପାଇଁ ହଜାର ହଜାର ଭକ୍ତଙ୍କ ସମାବେଶ ହୋଇଥିଲା । ଗତକାଲି ଶ୍ରୀଜୀଉମାନେ…

ପାଣି ଯୋଗୁଁ ଚାଷ କାମରେ ବାଧା ,ବିହନ ବୁଣୀ ବର୍ଷାକୁ ଚାହିଁଛି ଚାଷୀ

ପଟ୍ଟାମୁଣ୍ଡାଇ୨୮.୬-ଚଳିତବର୍ଷ ଅନିୟମିତ ବୃଷ୍ଟିପାତ ଯୋଗୁ ଚାଷୀକୁଳ ହତାଶ ହୋଇପଡିଛନ୍ତି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଜୁନ୍ ଦ୍ୱିତୀୟ ସପ୍ତାହରେ ମୌସୁମୀ ଓଡ଼ିଶାରେ ପହଁଚିବ । ଏହି ଜୁନ ପ୍ରଥମ ସପ୍ତାହରେ ମୌସୁମୀର ଆଗମନ ଜାଣି ଚାଷୀମାନଙ୍କ ମଧ୍ୟରେ ଖୁସିର ଲହରୀ…

ବ୍ରାହ୍ମଣୀ ନଦୀରେ ପୁଣି କୁମ୍ଭୀର ଆତଙ୍କ, ଶୌଚ ବେଳେ ଟାଣି ନେଲା କୁମ୍ଭୀର ,କ୍ଷତ ବିକ୍ଷତ ମୃତଦେହ ଊଦ୍ଧାର

କେନ୍ଦ୍ରାପଡ଼ା ଜିଲ୍ଲା ଇନ୍ଦୁପୁର ଅନ୍ତର୍ଗତ ଘାଘରା ପଂଚାୟତ ଘାଗରାଡିଆ ଗ୍ରାମର ଜଣେ ବ୍ୟକ୍ତିଙ୍କୁ କୁମ୍ଭୀର ଟାଣି ନେଇ ଥିବା ଖବର ମିଳିଛି । ସକାଳୁ ସକାଳୁ ପାଖ ବ୍ରାହ୍ମଣୀ ନଦୀକୁ ଶୌଚ ହେବା ପାଇଁ ଯାଇଥିବା ବେଳେ ଛକି ରହିଥିବା କୁମ୍ଭୀର…