ଦକ୍ଷତା ବିକାଶ ତାଲିମ ନିମନ୍ତେ ପରାମର୍ଶ ଶିବିର

କେନ୍ଦ୍ରାପଡ଼ା, ୧ା୭ : କେନ୍ଦ୍ରାପଡା ବିଜୁ ଦକ୍ଷତା ବିକାଶ କେନ୍ଦ୍ରରେ ପ୍ରଶିକ୍ଷଣ ନିମନ୍ତେ ଏକ ପରାମର୍ଶ ଶିବିର କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି । ଆସିଷ୍ଠାଣ୍ଟ ଇଲେକ୍ଟ୍ରୀସିଆନ ଟ୍ରେଡ ନିମନ୍ତେ ଦଶମରୁ ଉର୍ଦ୍ଧ୍ୱ ପାସ ପିଲାଙ୍କୁ ଆଡମିଶନ ଏବଂ…

ରସଗୋଲା ଦିବସ ଅବସରରେ ଚିତ୍ରଶିଳ୍ପୀଙ୍କ ନିଆରା ପ୍ରୟାସ

କେନ୍ଦ୍ରାପଡା ୧/୭- ପ୍ରବାଦ ଅଛି ଆଜି ଶ୍ରୀ ଜଗନ୍ନାଥଙ୍କ ନିଳାଦ୍ରି ବିଜେ ବେଳେ ମା ଲକ୍ଷ୍ମୀ ସିଂହ ଦ୍ୱାର ବନ୍ଦ କରିଦିଅନ୍ତି । ପ୍ରଭୂ ଶ୍ରୀ ଜଗନ୍ନାଥ ରସଗୋଲା ଦେଇ ମାଁ ଲକ୍ଷ୍ମୀଙ୍କୁ ମାନ ଭଞ୍ଜନ କରିଥାନ୍ତି । ତେଣୁ ଆଜି…

ତୁଳସୀକ୍ଷେତ୍ରର ବ୍ରହ୍ମ ତାଳଧ୍ୱଜ ରଥରେ ପ୍ରଭୁଙ୍କୁ ଶ୍ରୀ ବଳଦେବ ପାଞ୍ଜି ସମର୍ପିତ

କେନ୍ଦ୍ରାପଡା ୧ /୭-ପୁରାଣ ପ୍ରସିଦ୍ଧ ତୁଳସୀକ୍ଷେତ୍ର କେନ୍ଦ୍ରାପଡାର ଆରାଧ୍ୟ ପ୍ରଭୁ ବଳଦେବଜୀଉଙ୍କ ଅପାର କରୁଣାରୁ ବହୁ ପ୍ରତିକ୍ଷୀତ “ବଳଦେବ ପଞ୍ଜିକା” ପବିତ୍ର ନୀଳାଦ୍ରି ବିଜୟ ଅବସରରେ “ଶ୍ରୀ ବଳଦେବ ପଞ୍ଜିକା” ରଥ ଉପରେ ପ୍ରଭୁଙ୍କୁ ସମର୍ପିତ ହୋଇଥିଲା । ପ୍ରକାଶ ଥାଉକି…

 କେନ୍ଦ୍ରୀୟ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀ ପିଲାଙ୍କ ବିଦ୍ୟାରମ୍ଭ

କେନ୍ଦ୍ରାପଡା ୧/୭- ସ୍ଥାନୀୟ କେନ୍ଦ୍ରୀୟ ବିଦ୍ୟାଳୟରେ ୨୦୨୩-୨୪ ଶିକ୍ଷାବର୍ଷର ପ୍ରଥମ ଶ୍ରେଣୀ ପିଲାମାନଙ୍କର ଆଜି ପାଠପଢା ଆରମ୍ଭ ହୋଇଛି । ସକାଳ ୮ଟାରେ ପିଲାମାନଙ୍କ ସହିତ ସେମାନଙ୍କ ଅଭିଭାବକମାନେ ସ୍କୁଲ ପରିସରରେ ପହଞ୍ôଚଥିଲେ । ପ୍ରଧାନ ଶିକ୍ଷକ ସେକ୍ ଇଦ୍ରିସ ଅଲ୍ଲୀ…

କେନ୍ଦ୍ରାପଡାରେ ମଣିପୁର ସଦଭାବନା ଦିବସ ପାଳିତ,ମଣିପୁରରେ ଶାନ୍ତି ପ୍ରତିଷ୍ଠା ପାଇଁ ରାଷ୍ଟ୍ରପତିଙ୍କ ଉଦେଶ୍ୟରେ ସ୍ମାରକପତ୍ର

କେନ୍ଦ୍ରାପଡ଼ା, ୧ା୭ : ଦେଶର ଉତ୍ତର ପୂର୍ବ ରାଜ୍ୟ ମଣିପୁରରେ ଦୀର୍ଘ ୨ମାସରୁ ଅଧିକ କାଳ ଧରି ଲାଗି ରହିଥିବା ଦଙ୍ଗାରେ ଶତାଧିକ ନିରୀହ ଲୋକ ମୃତ୍ୟୁବରଣ କରିଥିବା ବେଳେ ହଜାର ହଜାର ଘର ପୋଡି ପାଉଁଶ ଗଦାରେ ପରିଣତ ହୋଇଗଲାଣି…

କପାଳେଶ୍ୱର ଗ୍ରାମପଞ୍ଚାୟତ ପକ୍ଷରୁ ନିଶୁଳ୍କ ଖାଦ୍ୟ ବିତରଣ

କେନ୍ଦ୍ରାପଡ଼ା, ୧ା୭ : ତୁଳସୀକ୍ଷେତ୍ରର ଆରାଧ୍ୟ ପ୍ରଭୁ ସିଦ୍ଧ ଶ୍ରୀବଳଦେବଜୀଉଙ୍କ ବାହୁଡା ଯାତ୍ରା ଅବସରରେ ଶ୍ରୀଜୀଉଙ୍କ ଇଛାପୁରସ୍ଥିତ ରଥଦାଣ୍ଡରେ କପାଳେଶ୍ୱର ଗ୍ରାମପଞ୍ଚାୟତର ସରପଞ୍ଚଙ୍କ ପ୍ରତିନିଧି ତଥା ବିଜୁ ଯୁବ ଜନତାଦଳର ସମ୍ପାଦକ ଲୋହିତ କୁମାର ମହାନ୍ତିଙ୍କ ନେତୃତ୍ୱରେ ଏକ ନିଶୁଳ୍କ ଖାଦ୍ୟ…

ଆଉ ପୁଜାପାଠ କରିବାକୁ ମିଳିବେ ନାହିଁ ବ୍ରାହ୍ନଣ, ଜଜମାନୀ ବାହାରିଲେଣି ଚାକିରି କରିବାକୁ

ଭୁବନେଶ୍ବର ୧ା୭- ଆଉ ପୁଜାପାଠ କରିବାକୁ ମିଳିବେ ନାହିଁ ବ୍ରାହ୍ନଣ । ବ୍ରାହ୍ମଣ ପୁଅ ଏବେ ଜଜମାନ କର୍ମ ଛାଡି ବିଦେଶ ଚାକିରି କରିବାକୁ ବାହାରିଲେଣି । କାରଣ ପୁଜା ପାଠ କରୁଥିବା ବ୍ରାହ୍ମଣ ବରକୁ ମିଳୁନି କନିଆ । ବ୍ରାହ୍ମଣ…