କେନ୍ଦ୍ରାପଡାରେ ରଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

କେନ୍ଦ୍ରାପଡ଼ା, ୮ା୭ : କେନ୍ଦ୍ରାପଡା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଏ ବର୍ଷର ଦ୍ୱିତୀୟ ଜିଲ୍ଲା ସ୍ତରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଏହି ଲୋକ ଅଦାଲତରେ ତାଲୁକସ୍ତରୀୟ ପଟ୍ଟାମୁଣ୍ଡାଇ, ଆଳୀ ଓ ରାଜନଗର କୋର୍ଟମାନ ମଧ୍ୟ ଅଂଶ…

ଋାଜ୍ୟ ସ୍ତରୀୟ ବାଣୀକଣ୍ଠ ନିମାଇଁ ଚରଣ ହରିଚନ୍ଦନଙ୍କ ଜୟନ୍ତୀ ଆସନ୍ତା ରବିବାର ପାଳିତ ହେବ

ଓଡିଶାର ବରପୁତ୍ର ପ୍ରଖ୍ୟାତ କଣ୍ଠଶିଳ୍ପୀ ବାଣୀକଣ୍ଠ ନିମାଇଁ ଚରଣ ହରିଚନ୍ଦନଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଆସନ୍ତା ୯ ତାରିଖରେ ପାଳିତ ହେବ । ଓଡିଶା ସଂଗୀତ ନାଟକ ଏକାଡେମୀ ଓ ଇନ୍ଦୁପୁର ପାୟଲ ମ୍ୟୁଜିକ ସ୍କୁଲ ମିଳିତ ସହଯୋଗରେ ଆସନ୍ତା ରବିବାର ସନ୍ଧ୍ୟା…

ଗୁଲନଗର ପଞ୍ଚାୟତରେ ଫସଲ ସୁରକ୍ଷା ବୈଠକ

କେନ୍ଦ୍ରାପଡ଼ା ୭ା୭: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପଞ୍ଚାୟତରେ ଫସଲ ସୁରକ୍ଷା ପାଇଁ ମଙ୍ଗଳବାର ଦିନ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଗୁଲନଗର ପାଞ୍ଚାୟତ ଓ ଏହାର ଆଖପାଖ ଅଞ୍ଚଳରେ ଥିବା ସମସ୍ତ ଚାଷ ଜମିରେ…

ଏସ ଏସ ଜି ଋଣ ପ୍ରଦାନ ଓ ପରିଶୋଧ ସଚେତନତା ଓ ନିଯୁକ୍ତିପତ୍ର ବଣ୍ଟନ

ପଟ୍ଟାମୁଣ୍ଡାଇ ତା ୭.୭-ମିଶନଶକ୍ତି ଏକ ଆନ୍ଦୋଳନରେ ପରିଣତ ହୋଇଛି । ମିଶନଶକ୍ତିର ମହିଳାମାନେ ବିକାଶ ପରିଭାଷା ବଦଳାଇ ପ୍ରକୃତ ସାରଥୀ ହୋଇଛନ୍ତି ବୋଲି ଆଜି ପଟ୍ଟାମୁଣ୍ଡାଇ ପୌର ପରିଷଦ ପ୍ରେକ୍ଷାଳୟ ଠାରେ ଆୟୋଜିତ ଏସ ଏସ ଜି ଋଣ ପ୍ରଦାନ ଓ…

ଯଶସ୍ୱୀ ଜନନେତା ଭାଗବତବାବୁଙ୍କ ଜୟନ୍ତୀ ଓ ପ୍ରତିମୃତ୍ତି ଉନ୍ନୋଚନ ଉତ୍ସବ

କେନ୍ଦ୍ରାପଡ଼ା, ୭ା୭ : ବିଶିଷ୍ଟ ଜନନାୟକ, ସର୍ବଜନପ୍ରିୟ ପ୍ରାକ୍ତନ ମନ୍ତ୍ରୀ ତଥା ଯଶସ୍ୱୀ ରାଜନେତା ଭାଗବତ ପ୍ରସାଦ ମହାନ୍ତିଙ୍କର ୯୫ତମ ଜୟନ୍ତୀ ଓ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଉତ୍ସବରେ ଓଡିଶା ନ୍ୟାୟାଳୟର ପ୍ରାକ୍ତନ ନ୍ୟାୟାଧିଶ…

 ‘ସମାନ ନାଗରିକ ସଂହିତା ନୂଆ ଭାରତର ଆବଶ୍ୟକତା’

କେନ୍ଦ୍ରାପଡ଼ା ୭ା୭: ସାମାଜିକ ଅନୁଷ୍ଠାନ ଜୟ ରାଷ୍ଟ୍ର ପକ୍ଷରୁ “ସମାନ ନାଗରିକ ସଂହିତା: ଆଧୁନିକ ଭାରତର ଆବଶ୍ୟକତା” ଶୀର୍ଷକ ଏକ ଆଲୋଚନା ଚକ୍ର ସ୍ଥାନୀୟ ବଳଦେବଜୀଉ ଯାତ୍ରୀ ନିବାସ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଯୋଗଦେଇ ବିଶିଷ୍ଟ ଶିକ୍ଷାବିତ୍…

 ନାବାଳିକାକୁ ଅସଦାଚରଣ ଅଭିଯୋଗରେ ଅଭିଯୁକ୍ତକୁ ୨ବର୍ଷ ଜେଲଦଣ୍ଡ

କେନ୍ଦ୍ରାପଡ଼ା, ୭ା୭: ଜନୈକ ୧୫ବର୍ଷୀୟ ନାବାଳିକାକୁ ଭଲପାଇବାର ଅଭିନୟ କରି ଜୋରଜବରଦସ୍ତ ଅସଦାଚରଣ କରିବା ଅଭିଯୋଗରେ ଅଭିଯୁକ୍ତ ପଟ୍ଟାମୁଣ୍ଡାଇ ଥାନା ଅଧିନ ଏକ ଗ୍ରାମର ବୁଲୁ ମଳିକକୁ କେନ୍ଦ୍ରାପଡା ଆଡହକ ଫାଷ୍ଟଟ୍ରାକ ସ୍ୱତନ୍ତ୍ର ଅଦାଲତର ଜଜ ତ୍ରିବିକ୍ରମ କେଶରୀ ଚିନ୍ନାରା ୨ବର୍ଷ…