ନୂଆ ବସଷ୍ଟାଣ୍ଡରେ ଜବରଦଖଲ ଉଛେଦ କଲା ପୈାରପାଳିକା ଦୀର୍ଘ ୨୫ବର୍ଷରୁ ଉର୍ଦ୍ଧ୍ୱ ଜବରଦଖଲ କରିଥିଲେ

କେନ୍ଦ୍ରାପଡ଼ା, ୧୩ା୭ : ତିନିମୁହାଣି- ଅଙ୍ଗୁଳେଇ ରାସ୍ତାର ନୁଆ ବସଷ୍ଟାଣ୍ଡ ନିକଟସ୍ଥ ମୁଖ୍ୟ ରାସ୍ତା କଡରେ ଥିବା ଶ୍ରୀଗୋବିନ୍ଦଜୀଉଙ୍କ ଜମିକୁ ଦୀର୍ଘ ୨୫ବର୍ଷ ଧରି ଜବରଦଖଲରେ ଦୋକାନ ଘର କରି ବ୍ୟବସାୟ କରୁଥିବା ବେଳେ ଶ୍ରୀଜୀଉ ବୋର୍ଡଙ୍କୁ  କୈାଣସି ଭଡା ପଇଠ…

କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ବନ ମହୋତ୍ସବ ସପ୍ତାହ ପାଳିତ

କେନ୍ଦ୍ରାପଡ଼ା, ୧୩ା୭ : କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ବନ ମହୋତ୍ସବ ସପ୍ତାହ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର ଜ୍ଞାନେନ୍ଦ୍ର ଦାସ ଉଦଘାଟନ କରିଥିଲେ…

ବିଳମ୍ବିତ ବର୍ଷା ସାଂଗକୁ କେନାଲ ଶୁଖିଲା , ପଛେଇଛି ଚାଷ କାର୍ଯ୍ୟ, ଚିନ୍ତାରେ ଚାଷୀ

କେନ୍ଦ୍ରାପଡା ୧୩ା୭- ଚଳିତ ବର୍ଷ ବିଳମ୍ବିତ ବର୍ଷା ଯୋଗୁଁ ପଟ୍ଟାମୁଣ୍ଡାଇ ଅଂଚଳରେ ଚାଷ କାର୍ଯ୍ୟ ପଛେଇ ଯାଇଛି । ବର୍ତମାନ ଯେଉଁଠି ରୁଆ ବିହୁଡା ହେବା କଥା ଏବେ ସେଇଠି ଧାନ ବୁଣାବୁଣି ଓ ତଳିପକା କାର୍ଯ୍ୟ ଚାଲିଛି । ଏପରିକି…

କୃଷି ଉତ୍ପାଦ ପାଇଁ ଜଳ ପରିଚାଳନା ବଡ଼ ସମସ୍ୟା,ସ୍ଥାଣୁ ପଲିଟିଛି ଦୁଇ ବିଭାଗ

କୃଷି ଆମର ଅର୍ଥନୀତିର ମୂଖ୍ୟ ଆଧାର । ଆମ ରାଜ୍ୟ ଏକ କୃଷି ଭିତିକ ରାଜ୍ୟ ହୋଇଥିବା ବେଳେ ବହୁଲୋକ କୃଷି ଉପରେ ନିର୍ଭରଶୀଳ । ରାଜ୍ୟର ବିକାଶ କ୍ଷେତ୍ରରେ କୃଷିର ଅଭିବୃଦ୍ଧି ମୂଖ୍ୟ କ୍ଷେତ୍ର ଭାବେ ଚିହ୍ନଟ କରାଯାଇଛି ।…

ସଂଜୀବନୀ ବିଦ୍ୟା ମନ୍ଦିରରେ ବନ ମହୋତ୍ସବ

କେନ୍ଦ୍ରାପଡା ୧୨/୭- କେନ୍ଦ୍ରାପଡା ସହର ଉପଖଣ୍ଡ ଗୁଲନଗରସ୍ଥିତ ସଂଜୀବନୀ ବିଦ୍ୟାମନ୍ଦିର ପରିସରରେ ବନ ମହୋତ୍ସବ ପାଳନ ଅବସରରେ ବିଦ୍ୟାଳୟର ପ୍ରତିଷ୍ଠାତା ଅଧ୍ୟକ୍ଷ ଚିତ୍ତରଞ୍ଜନ ଆଚାର୍ଯ୍ୟଙ୍କ ନେତୃତ୍ୱରେ ବିଦ୍ୟାଳୟ ପରିସରରେ ଆଜି ଚାରାରୋପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଉପସଭାପତି କୂଳମଣି…

ଡେଙ୍ଗୁ ଓ ମାଲେରିଆ ରୋଗମୁକ୍ତ କେନ୍ଦ୍ରାପଡ଼ା ଆମର ଲକ୍ଷ୍ୟ: ସିଡିଏମ୍‌ଓ

କେନ୍ଦ୍ରାପଡ଼ା,୧୨୭ -ମୌସୁମୀ ବର୍ଷା କେବଳ ଚାଷ ପାଇଁ ଅନୁକୂଳ ସୁଯୋଗ ସୃଷ୍ଟି କରିନଥାଏ ବରଂ ମଶାର ବଂଶ ବୃଦ୍ଧି ପାଇଁ ସହାୟକ ହୋଇଥାଏ । ତେଣୁ ମଶାର ବଂଶ ବୃଦ୍ଧିକୁ ରୋକି କେନ୍ଦ୍ରାପଡ଼ାକୁ ସମ୍ପୂର୍ଣ୍ଣ ଡେଙ୍ଗୁ ଓ ମାଲେରିଆ ରୋଗରୁ ମୁକ୍ତ…

ଦୁଇଟି ସନ୍ତାନ ଆଇନ ଲାଗୁ କରିବା ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡା ୧୨/୭(ପିଏନଏସ)- ଜନସଂଖ୍ୟା ସମାଧାନ ଫାଉଣ୍ଡେସନ ଓଡିଶା କେନ୍ଦ୍ରାପଡା ଜିଲ୍ଲା ଶାଖା ତରଫରୁ ଫାଉଣ୍ଡେସନର ଜିଲ୍ଲା ସଭାପତି ପବିତ୍ର ପରିଡା, ଜିଲ୍ଲା କାର୍ଯ୍ୟକାରିଣୀ ସଭ୍ୟ ମନିନ୍ଦ୍ର ରାଉତ, ମହିଳା ସଭାନେତ୍ରୀ ରୋଜାଲିନ ମହାନ୍ତି, ଉପସଭାପତି ସୁଧୀର ପରିଡା ପ୍ରମୁଖ ଆଜି ଜିଲ୍ଲାପାଳଙ୍କ…

ଜିଲ୍ଲାର ୬୬୨ ବର୍ଗ ଅଧ୍ୟାପକ ଓ କର୍ମଚାରୀ ସଂଘର ଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡା ଜିଲ୍ଲା ୬୬୨ ବର୍ଗ (ଯୁକ୍ତଦୁଇ ଓ ଯୁକ୍ତତିନି) ମହାବିଦ୍ୟାଳୟ ସଂଘ ତରଫରୁ ଅଧ୍ୟାପକମାନେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଧାରଣା ଦେବା ସହିତ ସେମାନଙ୍କ ପ୍ରତି ହୋଇଥିବା ପାତରଅନ୍ତର ନୀତି ବିରୋଧରେ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ପ୍ରଦାନ…

କେନ୍ଦ୍ରାପଡା ଜିଲ୍ଲାକୁ ସହରାଞ୍ଚଳ ପରିବହନ ମାନ୍ୟତା ଦାବି

କେନ୍ଦ୍ରାପଡା ଜିଲ୍ଲାକୁ ସହରାଞ୍ଚଳ ପରିବହନ(ଅର୍ବାନ ଟ୍ରାନ୍ସପୋର୍ଟ) ମାନ୍ୟତା ଦିଆଯିବାକୁ ପରିବହନ ମନ୍ତ୍ରୀଙ୍କ ନିକଟରେ ଦାବି କରାଯାଇଛି । ଏହା ଦ୍ୱାରା କେନ୍ଦ୍ରାପଡା ଜିଲ୍ଲା ମୋବସ୍‌ର ସୁବିଧା ସୁଯୋଗ ପାଇପାରିବ । କେନ୍ଦ୍ରାପଡା ରାଜ୍ୟ ସଦର ମହକୁମା ଭୂବନେଶ୍ୱର ମଧ୍ୟରେ ୭୦କିଲୋମିଟର ଦୂରରେ…

ଏମ ଏନ ହାଇସ୍କୁଲରେ ଶିକ୍ଷକ ନିଯୁକ୍ତି ଦାବୀରେ ଗଣଧାରଣା,୩ଶିକ୍ଷକ ନିଯୁକ୍ତି ସହ ଅନ୍ୟାନ୍ୟ ଶିକ୍ଷକ ନିଯୁକ୍ତି ପ୍ରତିଶୃତି ପରେ ପ୍ରତ୍ୟାହୃତ

କେନ୍ଦ୍ରାପଡ଼ା ଜିଲ୍ଲାର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ଗୌରବମୟ ଶିକ୍ଷାନୁଷ୍ଠାନ ତଥା ପଟ୍ଟାମୁଣ୍ଡାଇ ଅଂଚଳର ସର୍ବପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ଏମଏନ ହାଇସ୍କୁଲରେ ପ୍ରଧାନଶିକ୍ଷକ ସମେତ ବହୁ ଶିକ୍ଷକ ପଦବୀ ଖାଲି ପଡିଥିବାରୁ ଶିକ୍ଷାଦାନ ଗୁରୁତର ଭାବେ ପ୍ରଭାବିତ ହୋଇଛି । ରାଜ୍ୟ ସରକାର ଏହି…