ଆସନ୍ତା ୨୫ ତାରିଖରୁ ବ୍ଲକ ସ୍ତରୀୟ ପରାମର୍ଶ ଶିବିର

କେନ୍ଦ୍ରାପଡ଼ା,୧୫ା୭: ଆସନ୍ତା ୨୫ତାରିଖରୁ ଜିଲ୍ଲାର ବିଭିନ୍ନ ବ୍ଲକରେ ବ୍ଲକ ସ୍ତରୀୟ ପରାମର୍ଶ ଶିବିର(ଦକ୍ଷତା ମେଳା) ଅନୁଷ୍ଠିତ ହେବ । ଓଡିଶା ଦକ୍ଷତା ପ୍ରାଧିକରଣ ଓ କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଜିଲ୍ଲାର ସମସ୍ତ ୯ଟି ବ୍ଲକରେ ଚଳିତମାସ ୨୫ତାରିଖରୁ ଅଗଷ୍ଟମାସ…

କଂଗ୍ରେସ ଘେରିଲା କେନ୍ଦ୍ରାପଡା ବ୍ଲକ

କେନ୍ଦ୍ରାପଡା ୧୪/୭- କେନ୍ଦ୍ରାପଡା ବ୍ଲକ ଓ ନଗର କଂଗ୍ରେସ ତରଫରୁ ବ୍ଲକରେ ଆଖିବୁଜା ଦୁର୍ନିତି ଓ ସରକାରୀ ଯୋଜନାରେ ରାଜନୈତିକ ବାଛବିଚାର ପ୍ରତିବାଦରେ ଶୁକ୍ରବାର କେନ୍ଦ୍ରାପଡା ବ୍ଲକ ଘେରାଉ କରାଯାଇଥିଲା । ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରାଙ୍କ ନେତୃତ୍ୱରେ ଗରାପୁର କଂଗ୍ରେସ…

ଜିଲ୍ଲା ଓକିଲ ସଙ୍ଘ ପକ୍ଷରୁ ଲୋକପ୍ରିୟ ବରିଷ୍ଠ ଆଇନଜୀବୀଙ୍କ ତୈଳଚିତ୍ର ଉନ୍ମୋଚିତ

କେନ୍ଦ୍ରାପଡ଼ା, ୧୪ା୭ : କେନ୍ଦ୍ରାପଡା ଜିଲ୍ଲା ଓକିଲ ସଙ୍ଘ ପକ୍ଷରୁ ପାଠାଗାର ପରିସରରେ ଦୁଇ ଲୋକପ୍ରିୟ ବରିଷ୍ଠ ଆଇନଜୀବୀ ସ୍ୱର୍ଗତ ରାଜେନ୍ଦ୍ର ଚନ୍ଦ୍ର ମହାନ୍ତି ଓ ସ୍ୱର୍ଗତ ଭାଗବତ ପ୍ରସାଦ ମହାନ୍ତିଙ୍କ ତୈଳଚିତ୍ର ଉନ୍ମୋଚିତ ହୋଇଯାଇଛି । ଏହି ଉପଲକ୍ଷେ ଜିଲ୍ଲା…

ଅନନ୍ୟା ସ୍ଥିତପ୍ରଜ୍ଞI ସି ସି ଆର ଟି ବୃତ୍ତି ପାଇଁ ଯୋଗ୍ୟବିବେଚିତ

ଓଡିଶାର ସୁନାମଧନ୍ୟ ପଞ୍ଚକଳା ପ୍ରତିଷ୍ଠାନ ଗୋପାଳ ଦାସ ସ୍ମାରକୀ କଳାମନ୍ଦିର(ଗଡ଼ମେକର ),ନସିପୁର (ପଟ୍ଟାମୁଣ୍ଡାଇ )ର ଛାତ୍ରୀ ତଥା ବାଲିପଡ଼ା ଗ୍ରାମର ଶିକ୍ଷକ ଅଶୋକ କୁମାର ସାହୁ ଓ ମନୋରମା ସାହୁଙ୍କ ସୁପୁତ୍ରୀ ଅନନ୍ୟା ସ୍ଥିତିପ୍ରଜ୍ଞI ସାହୁ ସର୍ବଭାରତୀୟ ସି ସି ଆର…