୨୦୨୪ ପୂର୍ବରୁ ମଦ ବିରୋଧୀ ଆନ୍ଦୋଳନ ଚୂଡାନ୍ତ ରୂପ ନେବ , ନିଶା ନିବାରଣ ଅଭିଯାନର ଜିଲ୍ଲା ବୈଠକରେ ନିଷ୍ପତ୍ତି

କେନ୍ଦ୍ରାପଡ଼ା,୧୬ା୭: ରାଜ୍ୟରେ ବିଭିନ୍ନ ପ୍ରକାର ଅପରାଧିକ କାର୍ଯ୍ୟକଳାପ ସାଙ୍ଗକୁ ସଡକ ଦୁର୍ଘଟଣା ଜନିତ ଜୀବନ ହାନୀ ଓ ଅନେକ ସାମାଜିକ ସମସ୍ୟା ବହୁ ପରିମାଣରେ ବଢି ଚାଲିଥିବା ବେଳେ ଏସବୁର ମୂଳ କାରଣ ମଦ ଓ ଅନ୍ୟାନ୍ୟ ନିଶା ଦ୍ରବ୍ୟ କାରବାରକୁ…

ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ତାଲା ପକାଇଲେ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି

ପଟ୍ଟାମୁଣ୍ଡାଇ ୧୫.୭-ପଟ୍ଟାମୁଣ୍ଡାଇ ବ୍ଲକରେ ବିଭିନ୍ନ ବିଦ୍ୟାଳୟରେ ଲାଗିରହିଥିବା ଶିକ୍ଷକ ଅଭାବ ସମସ୍ୟାକୁ ନେଇ ଆଜି ଶିକ୍ଷା ଅଧିକାରୀ କାର୍ଯ୍ୟାଳୟରେ ତାଲା ପକାଇ ଗଣ ଧାରଣାରେ ବସିଲେ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି । ବିଭିନ୍ନ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାରୁ…

ମାନବ ସମ୍ବଳର ବିକାଶ ପାଇଁ ଦକ୍ଷତା ବୃଦ୍ଧି ଅପରିହାର୍ଯ୍ୟ: ଅତିରିକ୍ତ ଜିଲ୍ଲାପାଳ

କେନ୍ଦ୍ରାପଡ଼ା,୧୫ା୭: ଦକ୍ଷତାର ବୃଦ୍ଧି ହେଲେ କେବଳ ମାନବ ସମ୍ବଳର ବିକାଶ ହୁଏନି ବରଂ ପ୍ରଗତିର ନନ୍ଦିଘୋଷ ହୁଏ ଦୃପ୍ତ । ସମାଜରେ ଆସେ ବ୍ୟାପକ ରୂପାନ୍ତର । କେନ୍ଦ୍ରାପଡ଼ା ଜିଲ୍ଲା ନିୟୋଜନ କାର୍ଯ୍ୟାଳୟ ପକ୍ଷରୁ ‘ବିଶ୍ୱ ଯୁବ ଦକ୍ଷତା ଦିବସ’ ପାଳନ…

ବୃଦ୍ଧାଙ୍କୁ ଦୁଷ୍କର୍ମ ଘଟଣା  ; ଅଭିଯୁକ୍ତକୁ ଖୋଜୁଛି ପୋଲିସ

ଜଣେ ୮୦ ବର୍ଷିୟା ବୃଦ୍ଧାଙ୍କୁ ଝିଅ ଘରେ ଛାଡ଼ି ଦେବା ବାହାନା ଦେଖାଇ ବାଇକ୍‌ରେ ନେଇ ବଳାତ୍କାର କରି ଫେରାର ହୋଇଯାଇଥିବା ଘଟଣାକୁ ଏକମାସରୁ ଅଧିକ ହୋଇଥିଲେ ମଧ୍ୟ ପୋଲିସ ଏ ପର୍ଯ୍ୟନ୍ତ ବଳାତ୍କାରୀଙ୍କୁ ଧରିବାରେ ବିଫଳ ହୋଇଛି। ଏହିଘଟଣା ଅତ୍ୟନ୍ତ…