କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକର ବାଛରା ପଂଚାୟତରେ ସୋମବାର ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ , ବାଛରା ସରପଂଚ ରଂଜିତା ସାହୁ (ରାଉତ ), ସମିତିସଭ୍ୟା ସୁମିତ୍ରା ସାହୁ ଯୋଗ ଦେଇ ପଲ୍ଲୀ ପ୍ରଶାସନର ଲକ୍ଷ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ । ଏହି ନିଆରା ସରକାରୀ କାର୍ଯ୍ୟକ୍ରମ ପ୍ରତି ଲୋକମାନଙ୍କ ସମର୍ଥନ ଥିବା ଦେଖିବାକୁ ମିଳିଥିଲା । […]
Day: 17 July 2023
ଶ୍ରାବଣ ମାସରେ ବିଭିନ୍ନ ଶୈବ ପୀଠରେ ଜଳାଭିଷେକ କରିବା ବୋଲବମ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଥାଏ । ସାରା ରାଜ୍ୟର ବିଭିନ୍ନ ଅଂଚଳରେ ସକାଳ ଠାରୁ ରାତ୍ରୀ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବୋଲବମ ଭକ୍ତଙ୍କ ଶୋଭାଯାତ୍ରା ଚାଲିଥାଏ । ବୋଲବମ ଭକ୍ତ ଶୁଦ୍ଧ ପୁତ ଭାବେ ନୂତନ ଗେରୁଆ ବସ୍ତ୍ର ପରିଧାନ କରିବା ସହିତ କାନ୍ଧରେ ପାଣି ଭରା କଳସୀ ଧରି ଶୋଭାଯାତ୍ରାରେ ବିଭିନ୍ନ ଶୈବ ପୀଠକୁ ଯାତ୍ରା କରିଥାନ୍ତି […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷାଧିକାରୀ ୧୧୩ ଜଣ ଶିକ୍ଷକଙ୍କୁ ପଦୋନ୍ନତି ଦେଇଛନ୍ତି । ଏଥିରେ ୨ ଜଣ ଶିକ୍ଷକ ଲେବୁଲ-୩କୁ ଉନ୍ନୀତ ହୋଇ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଭାବେ ପଦୋନ୍ନତି ପାଇଥିବାବେଳେ ୪୨ଜଣ ଶିକ୍ଷକ ଲେବେଲ-୩କୁ ଉନ୍ନୀତ ହୋଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଭାବେ ପଦୋନ୍ନତି ପାଇଛନ୍ତି । ସେହିପରି ୨୪ଜଣ ଶିକ୍ଷକ ଲେବଲ ୪କୁ ପଦୋନ୍ନତି ପାଇଥିବାବେଳେ ୪୫ଜଣ କଳା ଓ ବିଜ୍ଞାନର ଗ୍ରାଜୁଏଟ ଶିକ୍ଷକ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଦିହୁଡିପୁର ପଂଚାୟତର ସମିତିସଭ୍ୟ ପଦବୀ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏଥି ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ କରାଯାଇଛି । ଏହି ପଂଚାୟତର କଂଗ୍ରେସ ସମର୍ôଥତ ସମିତି ସଭ୍ୟା ପୁଷ୍ପଲତା ସ୍ୱାଇଁଙ୍କ ଅକାଳ ବିୟୋଗ ଯୋଗୁଁ ଉପନିର୍ବାଚନ ଅନୁଷ୍ଠିତ ହେଉଛି । ଦିହୁଡିପୁର ସମିତିସଭ୍ୟ ପଦବୀ ହାସଲ ପାଇଁ ଶାସକ ବିଜେଡି, ବିରୋଧୀ କଂଗ୍ରେସ ଓ ବିଜେପି […]
କେନ୍ଦ୍ରାପଡ଼ା ୧୭/୭ କଂଗ୍ରେସ ଦଳର ପ୍ରଭାବଶାଳୀ ନେତା, ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ବାଳ ଓ କଟକ ବାରବାଟି ବିଧାୟକ ମହମ୍ମଦ ମୋକୀମଙ୍କୁ ଦଳରୁ ନିଲମ୍ବନ କରାଯିବା ପରେ କେନ୍ଦ୍ରାପଡା କଂଗ୍ରେସରେ ଏକ ପ୍ରକାର କମ୍ପନ ସୃଷ୍ଟି ହୋଇଛି। ଏହି ଘଟଣାକୁ ବିରୋଧ କରି କେନ୍ଦ୍ରାପଡ଼ା ଜିଲ୍ଲା ଯୁବ କଂଗ୍ରେସ ସଭାପତି ସତ୍ୟପ୍ରିୟ ସାମଲଙ୍କ ନେତୃତ୍ୱରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଅଫିସ ସମ୍ମୁଖରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ କୁଶପୁତ୍ତଳିକା ଦାହ କରାଯାଇଛି […]
ଗୋପାଳଦାସ ସ୍ମାରକୀ କଳାମନ୍ଦିରର ଉପଦେଷ୍ଟା ପ୍ରଭାତ ଚନ୍ଦ୍ର ପାଣି ଙ୍କ ବିୟୋଗରେ (ଗଡମେକର) ପକ୍ଷରୁ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ଗଡମେକର ସାଧାରଣ ସଂପାଦକ ଦୟାନିଧି ବଳଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଶୋକସଭାରେ ଗଡମେକର ପ୍ରତିଷ୍ଠାତା ଗୀତିକବି ସୁଶାନ୍ତ ପାଣି , ଗୁରୁ ସମୀର ରଞ୍ଜନ ଦାସ , ରମେଶ କୁମାର ଦେ, ରବିନ୍ଦ୍ର ମଲ୍ଲିକ, ଇନ୍ଦୁମତୀ ପରିଡା, ସ୍ମୃତିପ୍ରୀୟା ପ୍ରଧାନ, ଇପସାରାଣୀ ବେହେରା, ଧ୍ରୁବ ଚରନ ସାହୁଙ୍କ ସମେତ […]
ଦେଶରେ କେହି ଯେପରି ଭେକିଲା ନରହୁନ୍ତି ସେଥିପାଇଁ ଖାଦ୍ୟ ସୁରକ୍ଷା ଯୋଜନା କରି ସମସ୍ତ ଗରିବ ପରିବାରକୁ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ କରିଛନ୍ତି । ସେଥିପାଇଁ ପ୍ରତି ରାଶନ କାର୍ଡଧାରୀଙ୍କୁ ସରକାର ମାସିକିଆ ଚାଉଳ ସହ ଗହମ ପ୍ରଦାନ କରୁଥିଲେ । ହେଲେ ୮ ମାସ ହେଲା ଗହମ ଯୋଗାଣକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । କାର୍ଡଧାରୀଙ୍କୁ କେବଳ ଚାଉଳ ଧରାଇ ଦିଆଯାଉଥିବାରୁ ଏ ନେଇ ସେମାନଙ୍କ ମଧ୍ୟରେ […]
କେନ୍ଦ୍ରାପଡ଼ା,୧୬ା୭: କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ସ୍ତରୀୟ ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ରବିବାର ଇଛାପୁରସ୍ଥିତ ଶ୍ୟାମକାଳୀ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡ଼ା ବିଧାୟକ ଶଶିଭୂଷଣ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଜେଡି ଦଳୀୟ ପର୍ଯ୍ୟବେକ୍ଷକ ତଥା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଯୋଗଦେଇଥିଲେ । ବିଧାୟକ ଶ୍ରୀ ବେହେରା ରାଜ୍ୟର ବିକାଶ ସହିତ କେନ୍ଦ୍ରାପଡାର ବିକାଶ ପାଇଁ ସମସ୍ତେ ଶପଥ ନେବାକୁ ଆହ୍ୱାନ […]










