Day: 17 July 2023

ବାଛରା ପଂଚାୟତରେ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକର ବାଛରା ପଂଚାୟତରେ ସୋମବାର ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ , ବାଛରା...

ବୋଲବମ ଭକ୍ତଙ୍କ ମନ୍ଦିରରେ ଜଳାଭିଷେକ

ଶ୍ରାବଣ ମାସରେ ବିଭିନ୍ନ ଶୈବ ପୀଠରେ ଜଳାଭିଷେକ କରିବା ବୋଲବମ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଥାଏ । ସାରା ରାଜ୍ୟର ବିଭିନ୍ନ ଅଂଚଳରେ ସକାଳ ଠାରୁ ରାତ୍ରୀ...

ପଟ୍ଟାମୁଣ୍ଡାଇ ବ୍ଲକର ୧୧୩ ଶିକ୍ଷକଙ୍କ ପଦୋନ୍ନତି ଆଦେଶ ସ୍ଥଗିତ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷାଧିକାରୀ ୧୧୩ ଜଣ ଶିକ୍ଷକଙ୍କୁ ପଦୋନ୍ନତି ଦେଇଛନ୍ତି । ଏଥିରେ ୨ ଜଣ ଶିକ୍ଷକ ଲେବୁଲ-୩କୁ ଉନ୍ନୀତ ହୋଇ ପ୍ରାଥମିକ ବିଦ୍ୟାଳୟ...

ଦିହୁଡିପୁର ସମିତିସଭ୍ୟ ପାଇଁ ବିଜେଡି ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଦାଖଲ

କେନ୍ଦ୍ରାପଡା  ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଦିହୁଡିପୁର ପଂଚାୟତର ସମିତିସଭ୍ୟ ପଦବୀ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏଥି ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସମସ୍ତ...

ପିସିସି ସଭାପତିଙ୍କ କୁଶପୁତ୍ତଳିକା ଦାହ

କେନ୍ଦ୍ରାପଡ଼ା ୧୭/୭ କଂଗ୍ରେସ ଦଳର ପ୍ରଭାବଶାଳୀ ନେତା, ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ବାଳ ଓ କଟକ ବାରବାଟି ବିଧାୟକ ମହମ୍ମଦ ମୋକୀମଙ୍କୁ ଦଳରୁ ନିଲମ୍ବନ କରାଯିବା ପରେ...

ପ୍ରଭାତ ଚନ୍ଦ୍ର ପାଣିଙ୍କ ଦେହାନ୍ତ , ଗଡମେକର ପକ୍ଷରୁ ଶୋକସଭା

ଗୋପାଳଦାସ ସ୍ମାରକୀ କଳାମନ୍ଦିରର ଉପଦେଷ୍ଟା ପ୍ରଭାତ ଚନ୍ଦ୍ର ପାଣି ଙ୍କ ବିୟୋଗରେ (ଗଡମେକର) ପକ୍ଷରୁ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ଗଡମେକର ସାଧାରଣ ସଂପାଦକ ଦୟାନିଧି...

ଆଠ ମାସ ହେଲା ରାଶନ କାର୍ଡଧାରୀଙ୍କୁ ମିଳୁନି ଗହମ , ହତାଶ ହୋଇପଡ଼ିଛନ୍ତି ହିତାଧିକାରୀ

ଦେଶରେ କେହି ଯେପରି ଭେକିଲା ନରହୁନ୍ତି ସେଥିପାଇଁ ଖାଦ୍ୟ ସୁରକ୍ଷା ଯୋଜନା କରି ସମସ୍ତ ଗରିବ ପରିବାରକୁ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ କରିଛନ୍ତି । ସେଥିପାଇଁ...

କେନ୍ଦ୍ରାପଡା ବିଧାନସଭା ନିର୍ବାଚନ ମଣ୍ଡଳୀ ସ୍ତରୀୟ ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ : ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଓ ମହିଳା ଶସକ୍ତିକରଣରେ ନବୀନ ପଟ୍ଟନାୟକ ଶତାଦ୍ଦି ପୁରୁଷ ହୋଇ ରହିବେ

କେନ୍ଦ୍ରାପଡ଼ା,୧୬ା୭: କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ସ୍ତରୀୟ ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ରବିବାର ଇଛାପୁରସ୍ଥିତ ଶ୍ୟାମକାଳୀ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡ଼ା ବିଧାୟକ ଶଶିଭୂଷଣ ବେହେରାଙ୍କ...