ନାବାଳିକା ଦୁଷ୍କର୍ମ ଅଭିଯୁକ୍ତକୁ ୨୦ବର୍ଷ କାରାଦଣ୍ଡାଦେଶ

  କେନ୍ଦ୍ରାପଡ଼ା,୧୮ା୭: ଜନୈକ ନାବାଳିକାକୁ ବାରମ୍ବାର ଦୁଷ୍କର୍ମ କରି ଗର୍ଭବତୀ କରାଇବା ଅପରାଧରେ ଅଭିଯୁକ୍ତ କେନ୍ଦ୍ରାପଡା ଜିଲ୍ଲାର ଆଳି ଥାନା ଅଂଚଳର ରାଜୀବ ମଲିକକୁ କେନ୍ଦ୍ରାପଡା ଅତିରିକ୍ତ ଜିଲ୍ଲା ଦୈାରାଜଜ୍ ତଥା ସ୍ୱତନ୍ତ୍ର ପୋକ୍ସୋ କୋର୍ଟର ଜଜ୍ ପ୍ରଣତୀ ପଟ୍ଟନାୟକ ୨୦ବର୍ଷ…

କେନ୍ଦ୍ରାପଡା ଜିଲ୍ଲା “ଭୂମି ସମ୍ମାନ”ରେ ପୁରସ୍କୃତ

କେନ୍ଦ୍ରାପଡ଼ା,୧୮ା୭: ଲ୍ୟାଣ୍ଡ ରେକର୍ଡସର ସମ୍ପୂର୍ଣ୍ଣ ଡିଜିଟାଲାଇଜେସନରେ ଉଲ୍ଲେଖନୀୟ ସଫଳତା ହାସଲ କରି କେନ୍ଦ୍ରାପଡା ଜିଲ୍ଲା କେନ୍ଦ୍ର ସରକାରଙ୍କ ଗ୍ରାମୀଣ ବିକାଶ ବିଭାଗ(ଲ୍ୟାଣ୍ଡ ରିସୋର୍ସେସ) ଦ୍ୱାରା “ଭୂମି ସମ୍ମାନ-୨୦୨୩” ଭାବରେ ପୁରସ୍କୃତ ହୋଇଛି । ନୂଆ ଦିଲ୍ଲୀ ବିଜ୍ଞାନ ଭବନ ଠାରେ ଭାରତର…

ଦିହୁଡିପୁର ସମିତିସଭ୍ୟ ଉପନିର୍ବାଚନ ପାଇଁ ୩ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର କାୟମ

ପଟ୍ଟାମୁଣ୍ଡାଇ ୧୮ା୭-ପଟ୍ଟାମୁଣ୍ଡାଇ ବ୍ଲକ ଦିହୁଡିପୁର ପଂଚାୟତର ସମିତିସଭ୍ୟ ପଦବୀ ପାଇଁ ଆସନ୍ତା ୯ ତାରିଖରେ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏଥି ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ କରାଯାଇଛି । ଏହି ପଂଚାୟତର କଂଗ୍ରେସ ସମର୍ôଥତ…

ପଟ୍ଟାମୁଣ୍ଡାଇ ବିଜେଡି ସଂଗଠନ ମଜଭୁତ କରିବା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ

ପଟ୍ଟାମୁଣ୍ଡାଇ ୧୮.୭- ତୃଣମୂଳ ସ୍ତରରେ ବିଜେଡି ସଂଗଠନକୁ ମଜଭୁତ କରିବା ସହିତ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ଓ ବିକାଶର ବାର୍ତା ଜନସାଧାରଣଙ୍କ ନିକଟରେ ପହଁଚାଇବା ପାଇଁ ରାଜ୍ୟ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ମନ୍ତ୍ରୀ, ସାଂସଦ…

ସମସ୍ତଙ୍କ ମଙ୍ଗଳ କାମନା କଲେ ଆପଣା ଛାଏଁ ନିଜର ମଙ୍ଗଳ ହୋଇଥାଏ- ଶ୍ରୀମା, ଦିଲ୍ଲୀରେ ବିଶ୍ୱଶାନ୍ତି ପ୍ରାର୍ଥନା ଦିବସର ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୧୮ା୭: ମଣିଷ ନିଜ ପାଇଁ ଅନେକ କିଛି କାମ କରେ । ନିଜ ମଙ୍ଗଳ ପାଇଁ ଈଶ୍ୱରଙ୍କୁ ପ୍ରାର୍ଥନା କରେ । ଅନ୍ୟ ପାଇଁ କାମ କରୁଥିବା, ଅନ୍ୟର ମଙ୍ଗଳ ପାଇଁ ଈଶ୍ୱରଙ୍କୁ ପ୍ରାର୍ଥନା କରୁଥିବା ଲୋକଙ୍କ ସଂଖ୍ୟା ଆଜିର ଦୁନିଆରେ…

ଅଳିଆ ଆବର୍ଜ୍ଜନା ଓ ପଚା ପାଣି ଯୋଗୁଁ ମଶା ବଂଶ ବୃଦ୍ଧି, ରୋଗ ବ୍ୟାପିବା ଆଶଙ୍କା

କେନ୍ଦ୍ରାପଡ଼ା,୧୭ା୭: କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ୨୧ନମ୍ବର ୱାର୍ଡ ସଂଲଗ୍ନ କଟକ-ଚାନ୍ଦବାଲି ରାଜ୍ୟ ରାଜପଥର ଶୁକଦେବ ଏନକ୍ଲାଭ ପାଶ୍ୱର୍ ତଥା କେନ୍ଦ୍ରାପଡା ସାନ୍ଧ୍ୟ ମହାବିଦ୍ୟାଳୟ ସମ୍ମୁଖ ରାସ୍ତାର ଅପରପାଶ୍ୱର୍ରେ ଅଳିଆ ଆବର୍ଜ୍ଜନା ଭର୍ତ୍ତି ହୋଇ ରହିବା ଏବଂ ପଚା ପାଣି ନିଷ୍କାସନ ହୋଇନପାରି…

କେନ୍ଦ୍ରାପଡା ଜିଲ୍ଲା ମିଳିତ ଟ୍ରେଡ୍ ୟୁନିୟନ ସମନ୍ୱୟ ସମିତିର ବୈଠକ

କେନ୍ଦ୍ରାପଡ଼ା, ୧୭ା୭: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଭାଗବତ ପ୍ରସାଦ ମହାନ୍ତିଙ୍କ କେନ୍ଦ୍ରାପଡାସ୍ଥିତ ବାସଭବନରେ ମିଳିତ ଟ୍ରେଡ ୟୁନିୟନ ପକ୍ଷରୁ ସାଧାରଣ ସମ୍ପାଦକ ସୌମ୍ୟରଞ୍ଜନ ଧଳଙ୍କ ତତ୍ତ୍ୱାବଧାନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଶ୍ରମିକମାନଙ୍କର ବିଭିନ୍ନ ସମସ୍ୟା…

ସଂଗ୍ରାମୀ ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ପ୍ରତିମୂର୍ତି ଉନ୍ମୋଚନ

କେନ୍ଦ୍ରାପଡ଼ା, ସହରର ସୈାନ୍ଧର୍ଯ୍ୟକରଣ ଅବସରରେ ପ୍ରଭାବିତ ହୋଇଥିବା ସ୍ୱାଧୀନତା ସଂଗ୍ରାମୀ ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ପ୍ରତିମୂର୍ତ୍ତିକୁ ଜିଲ୍ଲାର ପ୍ରମୁଖ ବିଶିଷ୍ଟ ଲୋକମାନଙ୍କ ଗହଣରେ ଆଡମ୍ବର ସହକାରେ ପ୍ରଶାସନର ପ୍ରତ୍ୟକ୍ଷ ତତ୍ୱାବଧାନରେ ଗୋପସ୍ଥିତ ତୁଳସୀ ପାର୍କ ନିକଟରେ ଉନ୍ମୋଚିତ କରାଯାଇଛି ।…

ବହୁ ଚର୍ଚ୍ଚିତ ମାର୍ଶାଘାଇ ବିଭୁ ସାହୁ ହତ୍ୟା ଘଟଣାରେ ମୁଖ୍ୟ ଆସାମୀ ସମେତ ୬ ଗିରଫ, ବ୍ୟବହୃତ କାର ଓ ବାଇକ ଜବତ

କେନ୍ଦ୍ରାପଡା ଜିଲ୍ଲାର ବହୁ ଚର୍ଚ୍ଚିତ ମାର୍ଶାଘାଇ ବିଭୁ ସାହୁ ହତ୍ୟା ମାମଲାର ମୁଖ୍ୟ ଆସାମୀ ସମେତ ୬ ଜଣଙ୍କୁ ପୋଲିସ ଗିରଫ କରିବା ସହିତ ବ୍ୟବହୃତ ୨ଟି କାର, ୩ଟି ବାଇକ, ୫ଟି ମୋବାଇଲ ଫୋନ ଓ ଦୁଇଟି କୋଦାଳ ବେଣ୍ଟ…