ସରକାରୀ କର୍ମଚାରୀଙ୍କ ପାଇଁ ଡ୍ରେସ କୋର୍ଡ ଲାଗୁ ହେଉ :ଜନଶକ୍ତି ପାର୍ଟି

ପଟ୍ଟାମୁଣ୍ଡାଇ ୨୫ା୭-ରାଜ୍ୟ ସରକାର ସ୍କୁଲ କଲେଜ ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ, ପୋଲିସ ଦମକଳ ଆଦି ବିଭିନ୍ନବର୍ଗର କର୍ମଚାରୀଙ୍କ ପାଇଁ ୟୁନିଫର୍ମ ପ୍ରଚଳନ କରିଥିବାବେଳେ ବହୁ ଗୁରୁତ୍ୱପୂର୍ଣ୍ଣ ବିଭାଗ ଦାୟିତ୍ୱରେ ଥିବା ସରକାରୀ କର୍ମଚାରୀଙ୍କ ପାଇଁ ଡ୍ରେସ କୋର୍ଡ ନଥିବାରୁ ବହୁ ସମୟରେ…

କଳା ବ୍ୟାଜ ପିନ୍ଧି ଆନ୍ଦୋଳନରେ ଆର୍‌ବି ଏସ୍‌କେ ଆୟୁଷ ଡାକ୍ତର

କେନ୍ଦ୍ରାପଡ଼ା ୨୫/୭: ରଷ୍ଟ୍ରୀୟ ବାଲ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ (ଆର୍‌ବି ଏସ୍‌କେ)ର ଆୟୁସ ଡାକ୍ତର ମାନେ ନିଜର ନାର୍ଯ୍ୟ ଦାବି ପାଇଁ ଆନ୍ଦୋଳନରେ ସାମିଲ ହୋଇଛନ୍ତି । ରାଜ୍ୟ ସଂଘର ନିର୍ଦ୍ଦେଶ କ୍ରମେ କେନ୍ଦ୍ରାପଡାରେ ନିୟୋଜିତ ଆୟୁସ ଡାକ୍ତର ମାନେ କଳା ବ୍ୟାଜ…

ମୌଳିକ ସମସ୍ୟା ସମାଧାନ ଦାବୀ ନେଇ ରାସ୍ତାରୋକ

ପଟ୍ଟାମୁଣ୍ଡାଇ ୨୫ା୭-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଶାସନ ପଂଚାୟତର ୧୫ନମ୍ବର ୱାର୍ଡର ବାସିନ୍ଦାମାନେ ବିଭିନ୍ନ ମୌଳିକ ସମସ୍ୟା ସମାଧାନ ଦାବୀରେ ଆଜି ପଟ୍ଟାମୁଣ୍ଡାଇ ରାଜନଗର ନଦୀବନ୍ଧ ରାସ୍ତାର ନିମପୂର୍‌-ପୋଖରୀସାହି ନିକଟରେ ରାସ୍ତାରୋକ କରିଥିଲେ । ୧୫ ନମ୍ବର ୱାର୍ଡ ଦୀର୍ଘଦିନ ହେଲା ସମ୍ପୂର୍ଣ୍ଣ…

ପଟ୍ଟାମୁଣ୍ଡାଇ ବ୍ଲକରେ ନିଯୁକ୍ତି ପରାମର୍ଶ ମେଳା – ୨୦୨୩

ପଟ୍ଟାମୁଣ୍ଡାଇ ୨୫ା୭-ରାଜ୍ୟ ସରକାର ଶିକ୍ଷିତ ବେକାର ଯୁବକ ଯୁବତୀମାନଙ୍କୁ ଉପଯୁକ୍ତ ତାଲିମ ପ୍ରଦାନ କରି ନିଯୁକ୍ତି ଓ ଆତ୍ମନିଯୁକ୍ତି ଉପଯୋଗୀ କରିବା ପାଇଁ ପ୍ରତି ବ୍ଲକରେ ନିଯୁକ୍ତି ପରାମର୍ଶ ମେଳା ଆୟୋଜନ କରୁଛନ୍ତି । ଏହି କ୍ରମରେ ପଟ୍ଟାମୁଣ୍ଡାଇ ବ୍ଲକରେ ନିଯୁକ୍ତି…

ମଣିପୁର ଠାରେ ମହିଳାଙ୍କ ପ୍ରତି ଅତ୍ୟାଚାର ବିରୋଧରେ ପ୍ରତିବାଦ

କେନ୍ଦ୍ରାପଡ଼ା ୨୫/୭: କେନ୍ଦ୍ରାପଡାର ଆମ୍ବେଦକର ଲୋହିଆ ବିଚାରମଞ୍ଚ ମହିଳା ଶାଖା ତରଫରୁ ମଣିପୁର ରାଜ୍ୟରେ ଯେପରି ୨ଜଣ ମହିଳାଙ୍କୁ ଦୁଷ୍କର୍ମ କରି ରାଜରାସ୍ତାରେ ଶୋଭାଯାତ୍ରାରେ ଚଲାଇବା ଭଳି ଲଜ୍ୟାଜନକ ଘଟଣା ବିରୋଧରେ ଏକ ପ୍ରତିବାଦ କରି କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ଜରିଆରେ ପ୍ରଧାନମନ୍ତ୍ରୀଙ୍କୁ…

ପୂର୍ବ ଶତ୍ରୁତା ଓ ଗୁଣି ଗାରେଡି ସନ୍ଦେହରେ ପିଟିପିଟି ହତ୍ୟା

କେନ୍ଦ୍ରପଡା ୨୫ା୭ ପୂର୍ବ ଶତ୍ରୁତା ଓ ଗୁଣି ଗାରେଡି ସନ୍ଦେହରେ ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଂଚଳରେ ଜନୈକ ବ୍ୟକ୍ତିଙ୍କୁ ପିଟି ପିଟି ହତ୍ୟା କରାଯାଇଥିବାର ଖବର ମିଳିଛି । ସ୍ଥାନୀୟ ପୋଲିସ ଏ ସମ୍ପର୍କରେ ଏକ ମୋକଦମା ରୁଜୁ କରି ଘଟଣାର…

କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ବାଣିଜ୍ୟ ବିଭାଗରେ ଆୟକର ଦିବସ

କେନ୍ଦ୍ରାପଡ଼ା,୨୫ା୭: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ବାଣିଜ୍ୟ ବିଭାଗ ପକ୍ଷରୁ ଆୟକର ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଗୋପାଳ ଚନ୍ଦ୍ର ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ଚାଟାର୍ଡ ଆକାଉଁଟାଣ୍ଟ ମନୋଜିତ ଦାସ ମୁଖ୍ୟ ଅତିଥି…

ଅଳଭା-ଗଣ୍ଡାକିଆ ପୂର୍ତ ବିଭାଗ ରାସ୍ତା ଉଭୟପାଶ୍ୱର୍ରେ କୃତ୍ରିମ ଜଙ୍ଗଲ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ପୁର୍ତ ବିଭାଗ ଅଧିନରେ ଥିବା ଅଳଭା-ଗଣ୍ଡାକିଆ ଦୀର୍ଘ ୯ କି.ମି ରାସ୍ତାର ଉଭୟପାଶ୍ୱର୍ରେ ସୃଷ୍ଟି ହୋଇଛି କୃତ୍ର୍ରିମ ଜଙ୍ଗଲ । ଅନାବନା ଗଛଲତାରେ ରାସ୍ତାର ଉଭୟପାଶ୍ୱର୍ ପରିପୂର୍ଣ୍ଣ ହୋଇରହିଛି । ଅନାବନା ଗଛ ଜଙ୍ଗଲରେ ରାସ୍ତାର ଉଭୟପାଶ୍ୱର୍…

ଗୁଣି ଗାରେଡି ସନ୍ଦେହରେ ହତ୍ୟା ଅଭିଯୋଗ

କେନ୍ଦ୍ରପଡା ୨୫ା୭ ଇଟଂରନେଟ ଯୁଗରେ ବିଜ୍ଞାନର ପ୍ରଗତି ସ୍ୱତେ ଏବେ ବି କିଛି ଲୋକ କୁସଂସ୍କାର ଅନ୍ଧବିଶ୍ୱାସକୁ ଜାବୁଡିଧରିଛନ୍ତି । ସେମାନେ ଅନ୍ଧବିଶ୍ୱାସର କବଳରେ ପଡି ନରହତ୍ୟାପରି ବିଭିତ୍ସକାଣ୍ଡ ଘଟାଇବାକୁ ଟିକିଏ ବି ପଛାଉନାହାଁନ୍ତି । ରବିବାର ରାତିରେ ଗୁଣିଗାରେଡି ସଂନ୍ଦେହରେ…

ଜଳସେଚନ ଜମି ଜବରଦଖଲ , କେନାଲ ଜଳ ପ୍ରବେଶ କରୁନି କ୍ଷେତକୁ , ଚିନ୍ତାରେ ଚାଷୀକୂଳ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇରେ ଜବରଦଖଲ ସମସ୍ୟା ବଢି ବଢି ଚାଲିଛି । ପ୍ରଶାସନର ଉଦାସୀନତା ଯୋଗୁଁ ସାଧାରଣ ଚାଷୀ ହୀନସ୍ତା ଭୋଗୁଥିବା ବେଳେ ଚାଷକ୍ଷେତକୁ କେନାଲ ପାଣି ମାଡୁନାହିଁ । ଗ୍ରାମାଂଚଳରେ ଜମି ଜବରଦଖଲ ଦୂରର କଥା ଖୋଦ ପଟ୍ଟାମୁଣ୍ଡାଇ ସହର…

ପଟ୍ଟାମୁଣ୍ଡାଇ ସହରରେ ଟ୍ରାଫିକ ସମସ୍ୟାରେ ସୁଧାର ଆସୁନି, ଟ୍ରାଫିକ ନିୟନ୍ତ୍ରଣ ଦାୟିତ୍ୱରେ ବୁଲା ଗାଈଗୋରୁ, ଷଣ୍ଢ !

ଉଠାଦୋକାନୀଙ୍କ ଉଛେଦ, ନୂତନ ମୋଟର ଆଇନ ପ୍ରୟୋଗ କାମରେ ଆସୁନି   ସଡକ ଦୂର୍ଘଟଣାରେ ବହୁମୂଲ୍ୟ ଜୀବନହାନୀ ଘଟୁଥିବାରୁ ଦୂର୍ଘଟଣାକୁ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେବା ଆରମ୍ଭ କରିଛନ୍ତି । ଏଥି ପାଇଁ ନୂତନ…