ଆକାଶ ଛୁଆଁ ଦରବୃଦ୍ଧି ନେଇ ସିପିଆଇ ପକ୍ଷରୁ ଦାବିପତ୍ର ପ୍ରଦାନ

କେନ୍ଦ୍ରାପଡ଼ା, ୩ା୭ : ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସି.ପି.ଆଇ.)କେନ୍ଦ୍ରାପଡା ଜିଲ୍ଲା କମିଟି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆକାଶ ଛୁଆଁ ଦରବୃଦ୍ଧିର ପ୍ରତିବାଦ କରାଯାଇଥିଲା । ବର୍ତ୍ତମାନ ଯେଭଳି ଭାବେ ଅଦା କିଲୋ ୩ଶହ ଟଙ୍କା, ବିଲାତି କିଲୋ ୧୨୦ଟଙ୍କା, ରସୁଣ କିଲୋ…

ଦିବ୍ୟାଙ୍ଗ ଟପ୍ପର ଛାତ୍ରଙ୍କୁ ସମ୍ବର୍ଦ୍ଧନା

କେନ୍ଦ୍ରାପଡ଼ା, ୩ା୭: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ପଦାର୍ଥ ବିଜ୍ଞାନରେ ୯୧.୮୫ ପ୍ରତିଶତ ନମ୍ବର ରଖି ବରଜ କୁମାର ଦାସ ଟପ୍ପର ହୋଇଛନ୍ତି । ସେ ଜଣେ ଦିବ୍ୟାଙ୍ଗ ହୋଇମଧ୍ୟ କଲେଜ ଟପ୍ପର ହୋଇଥିବାରୁ ବିଭିନ୍ନ ମହଲରେ ତାଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି ।…

କଳାକାରମାନଙ୍କ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡା ୩/୭- ଜିଲ୍ଲାର କଳାକାରମାନେ ଆଜି ସହକାରୀ ଜିଲ୍ଲାପାଳଙ୍କୁ ଭେଟି ଜିଲ୍ଲା ସଂସ୍କୃତି ଅଧିକାରିଣୀଙ୍କ ବିରୋଧରେ ବିଭିନ୍ନ ଅଭିଯୋଗ କରିଥିଲେ । ସେମାନଙ୍କ ଅଭିଯୋଗ ଥିଲା କଳାକାରମାନଙ୍କ ଭତ୍ତା ସେମାନଙ୍କୁ ନିୟମିତ ଦିଆନଯାଇ ସାତଆଠ ମାସ କାଳ ତାଙ୍କ କାର୍ଯ୍ୟାଳୟରେ ପକାଇ…

ଜିଲ୍ଲାର ୨ଟି କେନ୍ଦ୍ରରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆଜିଠୁ ଆରମ୍ଭ

କେନ୍ଦ୍ରାପଡ଼ା, ୩ା୭ : କେନ୍ଦ୍ରାପଡା ଜିଲ୍ଲାର ୨ଟି ପରୀକ୍ଷା କେନ୍ଦ୍ରରେ ଆଜିଠୁ ମାଟ୍ରିକ ପରୀକ୍ଷା ଓ ଷ୍ଟେଟ ଓପନ ସ୍କୁଲ ସାର୍ଟିଫିକେଟ ଏକଜାମିନେସନ ଆରମ୍ଭ ହୋଇଛି । କେନ୍ଦ୍ରାପଡା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଏବଂ ପଟ୍ଟାମୁଣ୍ଡାଇ ସରକାରୀ ବାଳିକା ଉଚ୍ଚ…

ପ୍ରୋତ୍ସାହନ ଅଭାବରୁ ହେଇପାରୁନି ଅଦା ଚାଷ

  ଆପଣ ତରକାରୀରେ ଅଧିକ ମସଲା ପକାଉଛନ୍ତି କି । ତେବେ ହୋଇ ଯାଆନ୍ତୁ ସତର୍କ ନହେଲେ ମାସିକ ବଜେଟ ଉପରେ ପଡିପାରେ ପ୍ରଭାବ । ମସଲାପାଇଁ ଆବଶ୍ୟକ ହେଉଥିବା ଅଦାର ଦର ବଜାରରେ ବଢିବଢି ଚାଲିଛି । ଏହି କ୍ରମରେ…

ପଟ୍ଟାମୁଣ୍ଡାଇ ବ୍ଲକରେ ମୋ ଘର ସଚେତନତା ଓ କାର୍ଯାଦେଶ ବଣ୍ଟନ ,ପ୍ରତ୍ୟେକ ଯୋଗ୍ୟଲୋକଙ୍କୁ ଛାତ ଘର ଯୋଗାଇ ଦିଆଯିବ :ବିଧାୟକ

ପଟ୍ଟାମୁଣ୍ଡାଇ ୩.୭-ପ୍ରତ୍ୟେକ ଯୋଗ୍ୟ ଲୋକଙ୍କୁ ଛାତ ଘର ଯୋଗାଇ ଦିଆଯିବ ବୋଲି  ରାଜନଗର ବିଧାୟକ ଧ୍ରୁବ ସାହୁ ଆଜି ପଟ୍ଟାମୁଣ୍ଡାଇ ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସଯୋଜନା କାର୍ଯ୍ୟାଦେଶ ବଣ୍ଟନ ଓ ମୋ ଘର ଯୋଜନା ସଚେତନତା କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ…

ବନମହୋତ୍ସବ ଅବସରରେ ଶ୍ରେଷ୍ଠ ଚିତ୍ରକର ପ୍ରତିଯୋଗିତା

ପଟ୍ଟାମୁଣ୍ଡାଇ ୩.୭-ବନ ମହୋତ୍ସବ ଅବସରରେ ପରିବେଶ ସୁରକ୍ଷା ବାର୍ତା ଦେବା ପାଇଁ ଅଭିପସା ପକ୍ଷରୁ ପରିବେଶ ସମ୍ପର୍କିତ ଶ୍ରେଷ୍ଠ ଚିତ୍ରକର ପ୍ରତିଯୋଗିତା ଆୟୋଜନ କରାଯାଇଥିଲା । ବାଦାମବାଡ଼ି ପ୍ରଶାନ୍ତି ଶିକ୍ଷାଶ୍ରମ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ କଟକ ସହର ସମେତ କେନ୍ଦ୍ରାପଡ଼ା, ଯାଜପୁର…

ବେଆଇନ ପାର୍କିଂ କରୁଥିଲେ ସାବଧାନ, ହେବ କଡା କାର୍ଯ୍ୟାନୁଷ୍ଠାନ

ପଟ୍ଟାମୁଣ୍ଡାଇ ୩ା୭-ପଟ୍ଟାମୁଣ୍ଡାଇ ସହରରେ ଗାଡି ବେଆଇନ ପାକିଂ କରୁଛନ୍ତି କି ହୋଇଯାଆନ୍ତୁ ସାବଧାନ ! ଯଦି ଆପଣ ମାନେ ରାସ୍ତା ଉପରେ ଗାଡି ପାର୍କ କରୁଛନ୍ତି ତେବେ ସୁଧୁରି ଯାଆନ୍ତୁ ନଚେତ ଏହାପାଇ ଗଣିବାକୁ ପଡିବ ତଣ୍ଡ । ବେଆଇନ ପାର୍କିଂକୁ…

Land sharks push Gobari to extinction

Kendrapara, July 3: The Gobari river flowing by Pattamundai area in Kendrapara district for a 20-km stretch is getting buried fast and its existence has been threatened, a report said…

ଘର ଉପରକୁ ମାଡିଗଲା ମାଲବାହି ହାଇଓ୍ଵା : ଦୁଇ ଗୁରୁତର

କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ବାଘୁଆ ଗାଁର ଏକ ଘର ଉପରକୁ ମାଡିଗଲା ମାଲବାହି ହାଇଓ୍ଵା । ଫଳରେ ଘରେ ଶୋଇଥିବା ଶାଶୁ ଓ ବୋହୁ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ରାଜନଗର…

ଅଦା ଦର ହୁ ହୁ ହୋଇ ବଢିଚାଲିଛି : କିଲୋ ପିଛା ୩ ଶହରୁ ୩୨୦ ଟଙ୍କାରେ ବିକ୍ରି କରୁଛନ୍ତି ବେପାରୀ

ଖାଦ୍ୟ ପ୍ରସ୍ତୁତିରେ ପ୍ରମୁଖ ମସଲା ଭାବେ ବ୍ୟବହାର କରାଯାଉଥିବା ଅଦାର ବଜାର ଦର ହୁ ହୁ ହୋଇ ବଢିଚାଲିଛି । ବଜାରରେ ଅଦା ଦର ପଚାରିଲେ ଡ଼ର ଲାଗୁଛି । ବେପାରି କହୁଛନ୍ତି, କିଲୋ ପିଛା ଅଦା ଦର ୩ଶହରୁ ୩୨୦…

ଦକ୍ଷତା ବିକାଶ ତାଲିମ ନିମନ୍ତେ ପରାମର୍ଶ ଶିବିର

କେନ୍ଦ୍ରାପଡ଼ା, ୧ା୭ : କେନ୍ଦ୍ରାପଡା ବିଜୁ ଦକ୍ଷତା ବିକାଶ କେନ୍ଦ୍ରରେ ପ୍ରଶିକ୍ଷଣ ନିମନ୍ତେ ଏକ ପରାମର୍ଶ ଶିବିର କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି । ଆସିଷ୍ଠାଣ୍ଟ ଇଲେକ୍ଟ୍ରୀସିଆନ ଟ୍ରେଡ ନିମନ୍ତେ ଦଶମରୁ ଉର୍ଦ୍ଧ୍ୱ ପାସ ପିଲାଙ୍କୁ ଆଡମିଶନ ଏବଂ…

ରସଗୋଲା ଦିବସ ଅବସରରେ ଚିତ୍ରଶିଳ୍ପୀଙ୍କ ନିଆରା ପ୍ରୟାସ

କେନ୍ଦ୍ରାପଡା ୧/୭- ପ୍ରବାଦ ଅଛି ଆଜି ଶ୍ରୀ ଜଗନ୍ନାଥଙ୍କ ନିଳାଦ୍ରି ବିଜେ ବେଳେ ମା ଲକ୍ଷ୍ମୀ ସିଂହ ଦ୍ୱାର ବନ୍ଦ କରିଦିଅନ୍ତି । ପ୍ରଭୂ ଶ୍ରୀ ଜଗନ୍ନାଥ ରସଗୋଲା ଦେଇ ମାଁ ଲକ୍ଷ୍ମୀଙ୍କୁ ମାନ ଭଞ୍ଜନ କରିଥାନ୍ତି । ତେଣୁ ଆଜି…

ତୁଳସୀକ୍ଷେତ୍ରର ବ୍ରହ୍ମ ତାଳଧ୍ୱଜ ରଥରେ ପ୍ରଭୁଙ୍କୁ ଶ୍ରୀ ବଳଦେବ ପାଞ୍ଜି ସମର୍ପିତ

କେନ୍ଦ୍ରାପଡା ୧ /୭-ପୁରାଣ ପ୍ରସିଦ୍ଧ ତୁଳସୀକ୍ଷେତ୍ର କେନ୍ଦ୍ରାପଡାର ଆରାଧ୍ୟ ପ୍ରଭୁ ବଳଦେବଜୀଉଙ୍କ ଅପାର କରୁଣାରୁ ବହୁ ପ୍ରତିକ୍ଷୀତ “ବଳଦେବ ପଞ୍ଜିକା” ପବିତ୍ର ନୀଳାଦ୍ରି ବିଜୟ ଅବସରରେ “ଶ୍ରୀ ବଳଦେବ ପଞ୍ଜିକା” ରଥ ଉପରେ ପ୍ରଭୁଙ୍କୁ ସମର୍ପିତ ହୋଇଥିଲା । ପ୍ରକାଶ ଥାଉକି…

 କେନ୍ଦ୍ରୀୟ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀ ପିଲାଙ୍କ ବିଦ୍ୟାରମ୍ଭ

କେନ୍ଦ୍ରାପଡା ୧/୭- ସ୍ଥାନୀୟ କେନ୍ଦ୍ରୀୟ ବିଦ୍ୟାଳୟରେ ୨୦୨୩-୨୪ ଶିକ୍ଷାବର୍ଷର ପ୍ରଥମ ଶ୍ରେଣୀ ପିଲାମାନଙ୍କର ଆଜି ପାଠପଢା ଆରମ୍ଭ ହୋଇଛି । ସକାଳ ୮ଟାରେ ପିଲାମାନଙ୍କ ସହିତ ସେମାନଙ୍କ ଅଭିଭାବକମାନେ ସ୍କୁଲ ପରିସରରେ ପହଞ୍ôଚଥିଲେ । ପ୍ରଧାନ ଶିକ୍ଷକ ସେକ୍ ଇଦ୍ରିସ ଅଲ୍ଲୀ…

କେନ୍ଦ୍ରାପଡାରେ ମଣିପୁର ସଦଭାବନା ଦିବସ ପାଳିତ,ମଣିପୁରରେ ଶାନ୍ତି ପ୍ରତିଷ୍ଠା ପାଇଁ ରାଷ୍ଟ୍ରପତିଙ୍କ ଉଦେଶ୍ୟରେ ସ୍ମାରକପତ୍ର

କେନ୍ଦ୍ରାପଡ଼ା, ୧ା୭ : ଦେଶର ଉତ୍ତର ପୂର୍ବ ରାଜ୍ୟ ମଣିପୁରରେ ଦୀର୍ଘ ୨ମାସରୁ ଅଧିକ କାଳ ଧରି ଲାଗି ରହିଥିବା ଦଙ୍ଗାରେ ଶତାଧିକ ନିରୀହ ଲୋକ ମୃତ୍ୟୁବରଣ କରିଥିବା ବେଳେ ହଜାର ହଜାର ଘର ପୋଡି ପାଉଁଶ ଗଦାରେ ପରିଣତ ହୋଇଗଲାଣି…

କପାଳେଶ୍ୱର ଗ୍ରାମପଞ୍ଚାୟତ ପକ୍ଷରୁ ନିଶୁଳ୍କ ଖାଦ୍ୟ ବିତରଣ

କେନ୍ଦ୍ରାପଡ଼ା, ୧ା୭ : ତୁଳସୀକ୍ଷେତ୍ରର ଆରାଧ୍ୟ ପ୍ରଭୁ ସିଦ୍ଧ ଶ୍ରୀବଳଦେବଜୀଉଙ୍କ ବାହୁଡା ଯାତ୍ରା ଅବସରରେ ଶ୍ରୀଜୀଉଙ୍କ ଇଛାପୁରସ୍ଥିତ ରଥଦାଣ୍ଡରେ କପାଳେଶ୍ୱର ଗ୍ରାମପଞ୍ଚାୟତର ସରପଞ୍ଚଙ୍କ ପ୍ରତିନିଧି ତଥା ବିଜୁ ଯୁବ ଜନତାଦଳର ସମ୍ପାଦକ ଲୋହିତ କୁମାର ମହାନ୍ତିଙ୍କ ନେତୃତ୍ୱରେ ଏକ ନିଶୁଳ୍କ ଖାଦ୍ୟ…

ଆଉ ପୁଜାପାଠ କରିବାକୁ ମିଳିବେ ନାହିଁ ବ୍ରାହ୍ନଣ, ଜଜମାନୀ ବାହାରିଲେଣି ଚାକିରି କରିବାକୁ

ଭୁବନେଶ୍ବର ୧ା୭- ଆଉ ପୁଜାପାଠ କରିବାକୁ ମିଳିବେ ନାହିଁ ବ୍ରାହ୍ନଣ । ବ୍ରାହ୍ମଣ ପୁଅ ଏବେ ଜଜମାନ କର୍ମ ଛାଡି ବିଦେଶ ଚାକିରି କରିବାକୁ ବାହାରିଲେଣି । କାରଣ ପୁଜା ପାଠ କରୁଥିବା ବ୍ରାହ୍ମଣ ବରକୁ ମିଳୁନି କନିଆ । ବ୍ରାହ୍ମଣ…