ଆକାଶ ଛୁଆଁ ଦରବୃଦ୍ଧି ନେଇ ସିପିଆଇ ପକ୍ଷରୁ ଦାବିପତ୍ର ପ୍ରଦାନ

4 July 2023 kanika odisha 0

କେନ୍ଦ୍ରାପଡ଼ା, ୩ା୭ : ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସି.ପି.ଆଇ.)କେନ୍ଦ୍ରାପଡା ଜିଲ୍ଲା କମିଟି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆକାଶ ଛୁଆଁ ଦରବୃଦ୍ଧିର ପ୍ରତିବାଦ କରାଯାଇଥିଲା । ବର୍ତ୍ତମାନ ଯେଭଳି ଭାବେ ଅଦା କିଲୋ ୩ଶହ ଟଙ୍କା, […]

ଦିବ୍ୟାଙ୍ଗ ଟପ୍ପର ଛାତ୍ରଙ୍କୁ ସମ୍ବର୍ଦ୍ଧନା

4 July 2023 kanika odisha 0

କେନ୍ଦ୍ରାପଡ଼ା, ୩ା୭: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ପଦାର୍ଥ ବିଜ୍ଞାନରେ ୯୧.୮୫ ପ୍ରତିଶତ ନମ୍ବର ରଖି ବରଜ କୁମାର ଦାସ ଟପ୍ପର ହୋଇଛନ୍ତି । ସେ ଜଣେ ଦିବ୍ୟାଙ୍ଗ ହୋଇମଧ୍ୟ କଲେଜ ଟପ୍ପର ହୋଇଥିବାରୁ ବିଭିନ୍ନ […]

କଳାକାରମାନଙ୍କ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବିପତ୍ର

4 July 2023 kanika odisha 0

କେନ୍ଦ୍ରାପଡା ୩/୭- ଜିଲ୍ଲାର କଳାକାରମାନେ ଆଜି ସହକାରୀ ଜିଲ୍ଲାପାଳଙ୍କୁ ଭେଟି ଜିଲ୍ଲା ସଂସ୍କୃତି ଅଧିକାରିଣୀଙ୍କ ବିରୋଧରେ ବିଭିନ୍ନ ଅଭିଯୋଗ କରିଥିଲେ । ସେମାନଙ୍କ ଅଭିଯୋଗ ଥିଲା କଳାକାରମାନଙ୍କ ଭତ୍ତା ସେମାନଙ୍କୁ ନିୟମିତ ଦିଆନଯାଇ ସାତଆଠ […]

ଜିଲ୍ଲାର ୨ଟି କେନ୍ଦ୍ରରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆଜିଠୁ ଆରମ୍ଭ

3 July 2023 kanika odisha 0

କେନ୍ଦ୍ରାପଡ଼ା, ୩ା୭ : କେନ୍ଦ୍ରାପଡା ଜିଲ୍ଲାର ୨ଟି ପରୀକ୍ଷା କେନ୍ଦ୍ରରେ ଆଜିଠୁ ମାଟ୍ରିକ ପରୀକ୍ଷା ଓ ଷ୍ଟେଟ ଓପନ ସ୍କୁଲ ସାର୍ଟିଫିକେଟ ଏକଜାମିନେସନ ଆରମ୍ଭ ହୋଇଛି । କେନ୍ଦ୍ରାପଡା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ […]

ପ୍ରୋତ୍ସାହନ ଅଭାବରୁ ହେଇପାରୁନି ଅଦା ଚାଷ

3 July 2023 kanika odisha 0

  ଆପଣ ତରକାରୀରେ ଅଧିକ ମସଲା ପକାଉଛନ୍ତି କି । ତେବେ ହୋଇ ଯାଆନ୍ତୁ ସତର୍କ ନହେଲେ ମାସିକ ବଜେଟ ଉପରେ ପଡିପାରେ ପ୍ରଭାବ । ମସଲାପାଇଁ ଆବଶ୍ୟକ ହେଉଥିବା ଅଦାର ଦର ବଜାରରେ […]

ପଟ୍ଟାମୁଣ୍ଡାଇ ବ୍ଲକରେ ମୋ ଘର ସଚେତନତା ଓ କାର୍ଯାଦେଶ ବଣ୍ଟନ ,ପ୍ରତ୍ୟେକ ଯୋଗ୍ୟଲୋକଙ୍କୁ ଛାତ ଘର ଯୋଗାଇ ଦିଆଯିବ :ବିଧାୟକ

3 July 2023 kanika odisha 0

ପଟ୍ଟାମୁଣ୍ଡାଇ ୩.୭-ପ୍ରତ୍ୟେକ ଯୋଗ୍ୟ ଲୋକଙ୍କୁ ଛାତ ଘର ଯୋଗାଇ ଦିଆଯିବ ବୋଲି  ରାଜନଗର ବିଧାୟକ ଧ୍ରୁବ ସାହୁ ଆଜି ପଟ୍ଟାମୁଣ୍ଡାଇ ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସଯୋଜନା କାର୍ଯ୍ୟାଦେଶ ବଣ୍ଟନ ଓ ମୋ ଘର ଯୋଜନା ସଚେତନତା […]

ବନମହୋତ୍ସବ ଅବସରରେ ଶ୍ରେଷ୍ଠ ଚିତ୍ରକର ପ୍ରତିଯୋଗିତା

3 July 2023 kanika odisha 0

ପଟ୍ଟାମୁଣ୍ଡାଇ ୩.୭-ବନ ମହୋତ୍ସବ ଅବସରରେ ପରିବେଶ ସୁରକ୍ଷା ବାର୍ତା ଦେବା ପାଇଁ ଅଭିପସା ପକ୍ଷରୁ ପରିବେଶ ସମ୍ପର୍କିତ ଶ୍ରେଷ୍ଠ ଚିତ୍ରକର ପ୍ରତିଯୋଗିତା ଆୟୋଜନ କରାଯାଇଥିଲା । ବାଦାମବାଡ଼ି ପ୍ରଶାନ୍ତି ଶିକ୍ଷାଶ୍ରମ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ […]

ବେଆଇନ ପାର୍କିଂ କରୁଥିଲେ ସାବଧାନ, ହେବ କଡା କାର୍ଯ୍ୟାନୁଷ୍ଠାନ

3 July 2023 kanika odisha 0

ପଟ୍ଟାମୁଣ୍ଡାଇ ୩ା୭-ପଟ୍ଟାମୁଣ୍ଡାଇ ସହରରେ ଗାଡି ବେଆଇନ ପାକିଂ କରୁଛନ୍ତି କି ହୋଇଯାଆନ୍ତୁ ସାବଧାନ ! ଯଦି ଆପଣ ମାନେ ରାସ୍ତା ଉପରେ ଗାଡି ପାର୍କ କରୁଛନ୍ତି ତେବେ ସୁଧୁରି ଯାଆନ୍ତୁ ନଚେତ ଏହାପାଇ ଗଣିବାକୁ […]

ଘର ଉପରକୁ ମାଡିଗଲା ମାଲବାହି ହାଇଓ୍ଵା : ଦୁଇ ଗୁରୁତର

3 July 2023 kanika odisha 0

କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ବାଘୁଆ ଗାଁର ଏକ ଘର ଉପରକୁ ମାଡିଗଲା ମାଲବାହି ହାଇଓ୍ଵା । ଫଳରେ ଘରେ ଶୋଇଥିବା ଶାଶୁ ଓ ବୋହୁ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଚିକିତ୍ସା ପାଇଁ […]

ଅଦା ଦର ହୁ ହୁ ହୋଇ ବଢିଚାଲିଛି : କିଲୋ ପିଛା ୩ ଶହରୁ ୩୨୦ ଟଙ୍କାରେ ବିକ୍ରି କରୁଛନ୍ତି ବେପାରୀ

2 July 2023 kanika odisha 0

ଖାଦ୍ୟ ପ୍ରସ୍ତୁତିରେ ପ୍ରମୁଖ ମସଲା ଭାବେ ବ୍ୟବହାର କରାଯାଉଥିବା ଅଦାର ବଜାର ଦର ହୁ ହୁ ହୋଇ ବଢିଚାଲିଛି । ବଜାରରେ ଅଦା ଦର ପଚାରିଲେ ଡ଼ର ଲାଗୁଛି । ବେପାରି କହୁଛନ୍ତି, କିଲୋ […]

ଦକ୍ଷତା ବିକାଶ ତାଲିମ ନିମନ୍ତେ ପରାମର୍ଶ ଶିବିର

1 July 2023 kanika odisha 0

କେନ୍ଦ୍ରାପଡ଼ା, ୧ା୭ : କେନ୍ଦ୍ରାପଡା ବିଜୁ ଦକ୍ଷତା ବିକାଶ କେନ୍ଦ୍ରରେ ପ୍ରଶିକ୍ଷଣ ନିମନ୍ତେ ଏକ ପରାମର୍ଶ ଶିବିର କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି । ଆସିଷ୍ଠାଣ୍ଟ ଇଲେକ୍ଟ୍ରୀସିଆନ ଟ୍ରେଡ ନିମନ୍ତେ ଦଶମରୁ […]

ରସଗୋଲା ଦିବସ ଅବସରରେ ଚିତ୍ରଶିଳ୍ପୀଙ୍କ ନିଆରା ପ୍ରୟାସ

1 July 2023 kanika odisha 0

କେନ୍ଦ୍ରାପଡା ୧/୭- ପ୍ରବାଦ ଅଛି ଆଜି ଶ୍ରୀ ଜଗନ୍ନାଥଙ୍କ ନିଳାଦ୍ରି ବିଜେ ବେଳେ ମା ଲକ୍ଷ୍ମୀ ସିଂହ ଦ୍ୱାର ବନ୍ଦ କରିଦିଅନ୍ତି । ପ୍ରଭୂ ଶ୍ରୀ ଜଗନ୍ନାଥ ରସଗୋଲା ଦେଇ ମାଁ ଲକ୍ଷ୍ମୀଙ୍କୁ ମାନ […]

ତୁଳସୀକ୍ଷେତ୍ରର ବ୍ରହ୍ମ ତାଳଧ୍ୱଜ ରଥରେ ପ୍ରଭୁଙ୍କୁ ଶ୍ରୀ ବଳଦେବ ପାଞ୍ଜି ସମର୍ପିତ

1 July 2023 kanika odisha 0

କେନ୍ଦ୍ରାପଡା ୧ /୭-ପୁରାଣ ପ୍ରସିଦ୍ଧ ତୁଳସୀକ୍ଷେତ୍ର କେନ୍ଦ୍ରାପଡାର ଆରାଧ୍ୟ ପ୍ରଭୁ ବଳଦେବଜୀଉଙ୍କ ଅପାର କରୁଣାରୁ ବହୁ ପ୍ରତିକ୍ଷୀତ “ବଳଦେବ ପଞ୍ଜିକା” ପବିତ୍ର ନୀଳାଦ୍ରି ବିଜୟ ଅବସରରେ “ଶ୍ରୀ ବଳଦେବ ପଞ୍ଜିକା” ରଥ ଉପରେ ପ୍ରଭୁଙ୍କୁ […]

 କେନ୍ଦ୍ରୀୟ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀ ପିଲାଙ୍କ ବିଦ୍ୟାରମ୍ଭ

1 July 2023 kanika odisha 0

କେନ୍ଦ୍ରାପଡା ୧/୭- ସ୍ଥାନୀୟ କେନ୍ଦ୍ରୀୟ ବିଦ୍ୟାଳୟରେ ୨୦୨୩-୨୪ ଶିକ୍ଷାବର୍ଷର ପ୍ରଥମ ଶ୍ରେଣୀ ପିଲାମାନଙ୍କର ଆଜି ପାଠପଢା ଆରମ୍ଭ ହୋଇଛି । ସକାଳ ୮ଟାରେ ପିଲାମାନଙ୍କ ସହିତ ସେମାନଙ୍କ ଅଭିଭାବକମାନେ ସ୍କୁଲ ପରିସରରେ ପହଞ୍ôଚଥିଲେ । […]

କେନ୍ଦ୍ରାପଡାରେ ମଣିପୁର ସଦଭାବନା ଦିବସ ପାଳିତ,ମଣିପୁରରେ ଶାନ୍ତି ପ୍ରତିଷ୍ଠା ପାଇଁ ରାଷ୍ଟ୍ରପତିଙ୍କ ଉଦେଶ୍ୟରେ ସ୍ମାରକପତ୍ର

1 July 2023 kanika odisha 0

କେନ୍ଦ୍ରାପଡ଼ା, ୧ା୭ : ଦେଶର ଉତ୍ତର ପୂର୍ବ ରାଜ୍ୟ ମଣିପୁରରେ ଦୀର୍ଘ ୨ମାସରୁ ଅଧିକ କାଳ ଧରି ଲାଗି ରହିଥିବା ଦଙ୍ଗାରେ ଶତାଧିକ ନିରୀହ ଲୋକ ମୃତ୍ୟୁବରଣ କରିଥିବା ବେଳେ ହଜାର ହଜାର ଘର […]

କପାଳେଶ୍ୱର ଗ୍ରାମପଞ୍ଚାୟତ ପକ୍ଷରୁ ନିଶୁଳ୍କ ଖାଦ୍ୟ ବିତରଣ

1 July 2023 kanika odisha 0

କେନ୍ଦ୍ରାପଡ଼ା, ୧ା୭ : ତୁଳସୀକ୍ଷେତ୍ରର ଆରାଧ୍ୟ ପ୍ରଭୁ ସିଦ୍ଧ ଶ୍ରୀବଳଦେବଜୀଉଙ୍କ ବାହୁଡା ଯାତ୍ରା ଅବସରରେ ଶ୍ରୀଜୀଉଙ୍କ ଇଛାପୁରସ୍ଥିତ ରଥଦାଣ୍ଡରେ କପାଳେଶ୍ୱର ଗ୍ରାମପଞ୍ଚାୟତର ସରପଞ୍ଚଙ୍କ ପ୍ରତିନିଧି ତଥା ବିଜୁ ଯୁବ ଜନତାଦଳର ସମ୍ପାଦକ ଲୋହିତ କୁମାର […]

ଆଉ ପୁଜାପାଠ କରିବାକୁ ମିଳିବେ ନାହିଁ ବ୍ରାହ୍ନଣ, ଜଜମାନୀ ବାହାରିଲେଣି ଚାକିରି କରିବାକୁ

1 July 2023 kanika odisha 0

ଭୁବନେଶ୍ବର ୧ା୭- ଆଉ ପୁଜାପାଠ କରିବାକୁ ମିଳିବେ ନାହିଁ ବ୍ରାହ୍ନଣ । ବ୍ରାହ୍ମଣ ପୁଅ ଏବେ ଜଜମାନ କର୍ମ ଛାଡି ବିଦେଶ ଚାକିରି କରିବାକୁ ବାହାରିଲେଣି । କାରଣ ପୁଜା ପାଠ କରୁଥିବା ବ୍ରାହ୍ମଣ […]