କେନ୍ଦ୍ରାପଡା ୬/୮- କେନ୍ଦ୍ରାପଡା ରାଜନୀତିର ପିତାମହ ଭୀଷ୍ମ ସ୍ୱର୍ଗତ ବେଦପ୍ରକାଶ ଅଗ୍ରୱାଲା ତାଙ୍କର ଆଦର୍ଶରେ ଏବଂ ତାଙ୍କର ସ୍ମୃତିକୁ ମନେପକାଇବା ପାଇଁ ଗଠିତ ହୋଇଥିବା ବେଦପ୍ରକାଶ ଅଗ୍ରୱାଲା ଷ୍ଟାଚ୍ୟୁ କମିଟିର ତୃତୀୟ ବୈଠକ ଗରାପୁର ଡାକବଙ୍ଗଳାଠାରେ ଅନୁଷ୍ଠାନର ସଭାପତି ପ୍ରଦୀପ୍ତ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଅଛି । ଅଗାମୀ ଦିନରେ ବେଦୁ ଭାଇଙ୍କର ଏକ ପ୍ରତିମୂର୍ତ୍ତି କେନ୍ଦ୍ରାପଡା ସହରଠାରେ ପ୍ରତିଷ୍ଠା କରିବା ନିମନ୍ତେ ଏହି ସଭାରେ ଆଲୋଚନା କରାଯାଇଥିଲା । […]
Day: 6 August 2023
କେନ୍ଦ୍ରାପଡ଼ା ୬ା୮: କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବ-୨୦୨୩ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ବାଲିଯାତ୍ରା କମିଟିର ସଭାପତି ଆଇନଜୀବୀ ପ୍ରଦୀପ କୁମାର ଦାସଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ୨୦୨୨ ମସିହା ବାଲିଯାତ୍ରା ସଫଳ ହୋଇଥିବା ସମସ୍ତ ସଭ୍ୟ/ସଭ୍ୟାମାନଙ୍କୁ ଏହି ବୈଠକରେ ଧନ୍ୟବାଦ ଜ୍ଞାପନ କରାଯାଇଥିଲା । ଏଥିରେ ୨୦୨୨ ମସିହା ବାଲିଯାତ୍ରା ମହୋତ୍ସବର ଆଂଶିକ ଆୟ ବ୍ୟୟ କୋଷାଧ୍ୟକ୍ଷ ମନୋରଞ୍ଜନ ତ୍ରିପାଠୀ ଉପସ୍ଥାପନ କରିଥିଲେ । ଆଗାମୀ ୨୦୨୩ ବାଲିଯାତ୍ରାକୁ […]
କେନ୍ଦ୍ରାପଡା ୬/୮- ଓଡିଶା ରାଜଭବନ ପରିସରରେ ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଙ୍କ କରକମଳରେ ରାଜଶ୍ରୀ କଳା ଓ ସାହିତ୍ୟ ସଂସଦର କାର୍ଯ୍ୟକାରୀ ସଭାପତି କବି ମଞ୍ଜୁଳ ମଞ୍ଜୁଶ୍ରୀ ବରାଳଙ୍କ ଦ୍ୱିତୀୟ କବିତା ସଂକଳନ “କବିତା କଲ୍ଲୋଳ” ଏବଂ କାର୍ଯ୍ୟକାରୀ ସଦସ୍ୟ ନାଟ୍ୟକାର ଡ. ରମାକାନ୍ତ ନାୟକଙ୍କ ଏକାଙ୍କୀ ସଙ୍କଳନ “ଏବେବି ଧରମା ବଞ୍ଚିଛି” ଉନ୍ମୋଚିତ ହୋଇଥିଲା । ଇତ୍ୟବସରରେ ରାଜଭବନ ଲୋକ ସମ୍ପର୍କ ଅଧିକାରୀ କବି ରକ୍ଷକ […]
କେନ୍ଦ୍ରାପଡ଼ା,୬ା୮ : କେନ୍ଦ୍ରାପଡା ଜିଲ୍ଲା ଚିତ୍ରଶିଳ୍ପୀ ସଙ୍ଘ ଆନୁକୂଲ୍ୟରେ ଜିଲ୍ଲା ସଂସ୍କୃତି ଭବନ ପରିସରରେ ଚିତ୍ରଶିଳ୍ପୀ ଗୈାରବ ସମ୍ମାନ- ୨୦୨୩ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ସଙ୍ଘର ସଭାପତି ନଙ୍ଗୁଳି ଚରଣ ବେହେରାଙ୍କ ପୈାରହିତ୍ୟରେ ଓ ବରିଷ୍ଠ ଚିତ୍ରଶିଳ୍ପୀ ଅଜୟ କୁମାର ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ ପ୍ରଥମ ଅଧିବେଶନରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ସଭାପତି ଗିତାଞ୍ଜଳୀ ସେଠୀ, ସମ୍ମାନୀତ ଅତିଥି ଭାବେ ଅଧ୍ୟାପକ ଅଜୟ କୁମାର […]
କେନ୍ଦ୍ରାପଡା ଜିଲ୍ଲା ୪୮୮ ବର୍ଗ ଅନୁଦାନ ପ୍ରାପ୍ତ ଅଧ୍ୟାପକ କର୍ମଚାରୀଙ୍କର ଏକ ଜରୁରୀ ପ୍ରସ୍ତୁତି ବୈଠକ ସଂଘର ସଭାପତି ରବି ଦାସଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ଅଗଷ୍ଟ ୯ କ୍ରାନ୍ତି ଦିବସରେ ଏକ ମହାସମାବେଶ ଭୁବନେଶ୍ୱରଠାରେ ଅନୁଷ୍ଠିତ ହେବାକୁ ଯାଉଛି । ସମାବେଶରେ ୫ ଦଫା ଦାବୀ ଯଥା ଚାକିରୀ ସର୍ତ୍ତାବଳୀ, ପେନସନ୍ ପଦୋନ୍ନତି, ୨୦୧୮ରୁ ପିଛିଲା ଭାଗରେ ସପ୍ତମ ବେତନ ଅବସର ବୟସ ୬୦ ରୁ ୬୨ […]
केंन्द्रापड़ा, 05/08: नवयुग इन्फोटेक के खिलाफ धोखाधड़ी की शिकायत मिली है। शिकायत मिलने के बाद केंन्द्रापड़ा के जिलाधिकारी अमृत रृतुराज ने इसके काम को धोखाधड़ी करार दिया और आम लोगों से धोखाधड़ी का शिकार न होने की अपील की । ओडिशा डिजिटल हाउस नंबर में नवयुग इन्फोटेक के कर्मचारी लोगों […]










