କେନ୍ଦ୍ରାପଡା ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟଳୟ ସମ୍ମୁଖରେ କେନ୍ଦ୍ରାପଡା ଜିଲ୍ଲା ଓଷ୍ଟାର ଧାରଣା

କେନ୍ଦ୍ରାପଡ଼ା ୯/୮- ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା) କେନ୍ଦ୍ରାପଡ଼ା ଜିଲ୍ଲା ସମ୍ପାଦକ ନିର୍ମଳ କୁମାର ନାୟକଙ୍କ ନେତୃତ୍ୱରେ ହଜାର ହଜାର ଶିକ୍ଷକ, ଶିକ୍ଷିକା ଓ କର୍ମଚାରୀମାନେ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଧାରଣାରେ ବସିଥିଲେ । ଶିକ୍ଷକ…

दिहुडीपुर समितसभ्या उपचुनाव में 60 फीसदी मतदान

केंन्द्रापड़ा जिले पट्टामुंन्डाइ ब्लॉक के दिहुडीपुर पंचायत में कांग्रेस समर्थित समितसभ्या मृत्यु के बाद पंचायत समितिसभ्या पद के लिए बुधवार को उप चुनाव हुआ. इस सीट पर कब्ज़ा करने के…

ପଟ୍ଟାମୁଣ୍ଡାଇ ଦିହୁଡିପୁର ସମିତିସଭ୍ୟା ଉପନିର୍ବାଚନ ୬୦% ମତଦାନ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦିହୁଡିପୁର ପଂଚାୟତର କଂଗ୍ରେସ ସମର୍ôଥତ ସମିତି ସଭ୍ୟା ପୁଷ୍ପଲତା ସ୍ୱାଇଁଙ୍କ ଅକାଳ ବିୟୋଗ ପରେ ଏହି ପଂଚାୟତର ସମିତିସଭ୍ୟା ପଦବୀ ପାଇଁ ବୁଧବାର ଉପନିର୍ବାଚନ ଅନୁଷ୍ଠିତ ହୋଇଥିଲା । ଏହି ଆସନକୁ ହାତେଇବା ପାଇଁ…

ମଦନପୁର କଟ୍ ରାସ୍ତାରେ ବୃକ୍ଷରୋପଣ

କେନ୍ଦ୍ରାପଡା ଜିଲ୍ଲା ରାଜନଗର ବନ୍ୟପ୍ରାଣୀ ବନଖଣ୍ଡ ଡିଭିଜନ ପକ୍ଷରୁ ବୁଧବାର ପଟ୍ଟାମୁଣ୍ଡାଇ ମଦନପୁର ବନ୍ୟା ଘେରିବନ୍ଧ ରାସ୍ତା ମଦନପୁର କଟ୍ ରେ ବୃକ୍ଷରୋପଣ କରାଯାଇଛି । ରାଜନଗର ବନ୍ୟପ୍ରାଣୀ ବନଖଣ୍ଡ ଡିଭିଜନର ମୁଖ୍ୟ ସୁଦର୍ଶନ ଗୋପିନାଥ ଯାଦବ କାର୍ଯ୍ୟକ୍ରମକୁ ଶୁଭ ଉଦଘାଟନ…