କେନ୍ଦ୍ରାପଡା ଜିଲ୍ଲା ରାଜନଗର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ବ୍ଲକ ୧୭ନଂ ଜୋନ କଂଟାବଣ ଠାରେ ସ୍ୱାଧୀନତାର ଅମୃତ ମହୋତ୍ସବ ଓ ୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନକ୍ରମେ ତ୍ରିରଙ୍ଗା ପଦଯାତ୍ରା ପଟ୍ଟାମୁଣ୍ଡାଇ ଭାଜପା ପକ୍ଷରୁ ଆୟୋଜିତ ହୋଇଯାଇଛି । ପୂର୍ବତନ ବିଧାୟକ ଡ଼ ଅଲେଖ କୁମାର ଜେନାଙ୍କ ନେତୃତ୍ୱରେ ଆୟୋଜିତ ଯାତ୍ରାରେ ଭାଜପା ମଣ୍ଡଳ ସଭାପତି ବନମାଳି ମହାପାତ୍ର, ଜ୍ୟୋତିପ୍ରକାଶ ପ୍ରଧାନ, ଶଙ୍କର ମହାନ୍ତି, ନିରଞ୍ଜନ […]
Day: 14 August 2023
କେନ୍ଦ୍ରାପଡା ୧୩/୮- ଆଜି କେନ୍ଦ୍ରାପଡା ସହରସ୍ଥ ପୌରପାଳିକା ଟାଉନ୍ହଲ୍ଠାରେ ଓଡିଶା ସଂସ୍କୃତି କଳା ଏକାଡେମୀ(ଓକା) ଓ ସଙ୍ଗୀତ ମୂର୍ଚ୍ଛନା ଅନୁଷ୍ଠାନ ତରଫରୁ ରାଜ୍ୟସ୍ତରୀୟ ସମ୍ବର୍ଦ୍ଧନା ମହୋତ୍ସବ ପାଳନ କରାଯାଇଛି । ସକାଳ ୮ଟାରୁ ଓକା ଆଇଡଲ୍ ପକ୍ଷରୁ ଏକ ସାଂସ୍କୃତିକ ପ୍ରତିଯୋଗୀତା କରାଯାଇ କୃତୀତ୍ୱ ଅର୍ଜନ କରିଥିବା ପ୍ରତିଭାଙ୍କୁ ଟପ୍ ଟେନ୍ ଓକା ଆଇଡଲ୍ ସମ୍ମାନ ପ୍ରଦାନ କରାଯିବା ସହ ଓଡିଶାରେ ସୁନାମ ଅର୍ଜନ କରିଥିବା କେନ୍ଦ୍ରାପଡା ତୁଳସୀ କ୍ଷେତ୍ରର […]
କେନ୍ଦ୍ରାପଡା ୧୩/୮- ଆଜି କେନ୍ଦ୍ରାପଡା ନଗର କଂଗ୍ରେସ କମିଟିର ଏକ ବୈଠକ ନଗର ସଭାପତି ରାଜେଶ ମହାନ୍ତିଙ୍କ ସଭାତିତ୍ୱରେ ଗରାପୁର କଂଗ୍ରେସ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠରେ ଆଗାମୀ ବିଧାନସଭା ନିର୍ବାଚନ-୨୦୨୪ ପାଇଁ ରଣନୀତି ସମ୍ପର୍କରେ ଆଲୋଚନା କରାଯାଇଥିଲା । ବୁଥ ସ୍ତରରୁ ସଙ୍ଗଠନକୁ କ୍ରିୟାଶୀଳ କରିବାକୁ ନିଷ୍ପତ୍ତି ନିଆଯାଇଥିଲା । ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା ଉପସ୍ଥିତ କର୍ମୀମାନଙ୍କୁ ଉଦ୍ବୋଧନ ଦେଇ କହିଥିଲେ ଯେ ଆମମାନଙ୍କର […]










