ନିମପୁର ଶାସନ ନୋଡାଲ ଉଚ୍ଚବିଦ୍ୟାଳୟରେ ନୈତିକ ସଚେତନତା ସଭା

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନିମପୁର-ଶାସନ ନୋଡାଲ ଉଚ୍ଚବିଦ୍ୟାଳୟର ୯ମ ଓ ୧୦ମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ନୈତିକ ମୂଲ୍ୟବୋଧ ସୃଷ୍ଟି କରିବା ପାଇଁ ଗୀତା ଆଧାରିତ ନୈତିକ ଶିକ୍ଷା ଓ ସଚେତନତା ପାଇଁ ଏକ ସଭା ଆୟୋଜନ କରାଯାଇଥିଲା ।…

ଯନ୍ତ୍ରୀ-ଠିକାଦାର ମଧୁ ଚନ୍ଦ୍ରିକା ଯୋଗୁଁ ନିମ୍ନମାନର ନିର୍ମାଣ କାର୍ଯ୍ୟ

ଠିକାଦାର ଓ ଯନ୍ତ୍ରୀଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁଁ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ପୂର୍ତ ବିଭାଗ ଦ୍ୱାରା ବିଭିନ୍ନ ରାସ୍ତା, କୋଠାବାଡି, ସ୍କୁଲ କୋଠା ନିର୍ମାଣ କାର୍ଯ୍ୟ ଓ ମରାମତିରେ ବ୍ୟାପକ ଦୁର୍ନୀତି ଓ ଅନିୟମିତତା ଅଭିଯୋଗ ହୋଇଆସୁଛି । ବାରମ୍ବାର ଅଭିଯୋଗ…

ରାଜନଗର-ପଟ୍ଟାମୁଣ୍ଡାଇ ବିଧାନସଭା ଆସନ ଓ ପଟ୍ଟାମୁଣ୍ଡାଇ ସବଡିଭିଜନ ଘୋଷଣା ପାଇଁ ଦାବି

ରାଷ୍ଟ୍ରପତି, କେନ୍ଦ୍ରସଂସଦୀୟ ମନ୍ତ୍ରୀ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କୁ ପଟ୍ଟାମୁଣ୍ଡାଇ-ରାଜନଗର ବିକାଶ ପରିଷଦର ଦାବୀପତ୍ର ପଟ୍ଟାମୁଣ୍ଡାଇ ; ବିଭିନ୍ନ କ୍ଷେତ୍ରରେ ନିଜର ଉତ୍କର୍ଷତା ପ୍ରଦର୍ଶନ କରି ପଟ୍ଟାମୁଣ୍ଡାଇ ଅଂଚଳ ସମଗ୍ର ବିଶ୍ୱରେ ଉପସ୍ଥିତି ଜାହିର କରିବାରେ ସଫଳ ହୋଇଛି । ରାଜ୍ୟ ରାଜନୀତିକୁ ନିୟଂତ୍ରଣ…

୫-ଟି ଅନୁଦାନ ଆତ୍ମସାତ ଯୋଜନା ବିରୁଦ୍ଧରେ ଜିଲ୍ଲାପାଳଙ୍କୁ ଅଭିଯୋଗ

କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବୋଧଗାଁ ଗ୍ରାମର ଅଧିବାସୀମାନେ ଶ୍ରୀ ଶ୍ରୀ ପାଗଳାବାବା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟକୁ ମିଳିଥିବା ୫-ଟି ଅନୁଦାନକୁ ଆତ୍ମସାତ୍ ଉଦ୍ୟମ ବିରୋଧରେ ଜିଲ୍ଲାପାଳଙ୍କୁ ଅଭିଯୋଗ କରିଛନ୍ତି । ପ୍ରକାଶ ଥାଉ କି ଏହି ବିଦ୍ୟାଳୟ…