କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ବିଶିଷ୍ଟ  ସିପିଆଇ(ଏମ)ନେତା ବାବାଜୀ ପରିଡାଙ୍କର ରବିବାର ଭୋର ୬ ଟାରେ ପରଲୋକ ଘଟିଛି । ସେ ଦିର୍ଘଦିନ ଧରି ଲିଭର ସୋରିଆସିସ୍ ରୋଗରେ ପିଡୀତ ହୋଇ କଟକ ଏସସିବି ବଡ ହସ୍ପିଟାଲରେ ଚିକିତ୍ସାଧିନ ଥିବା ବେଳେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ସେ କେନ୍ଦ୍ରାପଡା ଜିଲ୍ଲା ଓ ପଟ୍ଟାମୁଣ୍ଡାଇ ଅଂଚଳରେ ସିପିଆଇ ଏମ୍ […]