ଜାଲିଆତି ଓ ଠକେଇ ଶେଷରେ ମହଙ୍ଗା ପଡ଼ିଲା ନବଯୁଗ ଇନଫୋଟେକ୍ ର ଜିଲ୍ଲା ମୁଖ୍ୟ ଓ ସହଯୋଗୀ ଗଲେ ଜେଲ୍‌

କେନ୍ଦ୍ରାପଡା, ୨୬ା୮ – କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନକୁ ମିଥ୍ୟା ତଥ୍ୟ ଓ ଜାଲି କାଗଜପତ୍ର ଦେଖାଇ ଚଂଚକତା ଉପାୟରେ ଅନୁମତି ନେବା ସହିତ ଡିଜିଟାଲ ଡୋର ନମ୍ବର କରିବା ଆଳରେ ଲୋକଙ୍କୁ ଠକେଇ କରିବା ଶେଷରେ ନବଯୁଗ ଇନଫୋଟେକ ପ୍ରାଇଭେଟ ଲିମିଟେଡ…

ବଡ଼ଭାଇ ମାଡ଼ଖାଉଥିବା ଦେଖି ବିରୋଧ କରିବା କାଳ ହେଲା,ସାନଭାଇକୁ ଲୁହାରଡ୍‌ରେ ପିଟି ମାରିଦେଲେ ଦୁର୍ବୁତ୍ତ

କେନ୍ଦ୍ରାପଡ଼ା,୨୬ା୮: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଂସାର ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।  ବଡ଼ଭାଇକୁ କେତେଜଣ ଦୁର୍ବୁତ୍ତ ମାରୁଥିବା ଦେଖି ସାନଭାଇ ପ୍ରତିରୋଧକରିଥିଲେ । ଯାହାର ପରିଣାମସ୍ୱରୂପ ଦୁର୍ବୁତ୍ତମାନେ ତାଙ୍କୁ ଲୁହାରଡ୍‌ରେ ପିଟିପିଟି ମାରିଦେଇଛନ୍ତି । ଅଭିଯୋଗ…

ବିଜେପିର ସମ୍ବିଧାନ ବିରୋଧି କୃଷକ, ଶ୍ରମିକ ହତ୍ୟାକାରୀ ନୀତି ପାଇଁ ସି.ପି.ଆଇ.ର ଲଢେଇ ଡାକରା

କେନ୍ଦ୍ରାପଡ଼ା, ୨୫ା୮: ବିଜେପିର ସମ୍ବିଧାନ ବିରୋଧି କୃଷକ, ଶ୍ରମିକ ମାରଣ ନୀତି ପାଇଁ ସି.ପି.ଆଇ. ଲଢେଇ ଡାକରା ଦେଇଛି । ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସି.ପି.ଆଇ.)ର କେନ୍ଦ୍ରାପଡା ଜିଲ୍ଲା ପରିଷଦ ବୈଠକ ବିକାଶ ସାମୁଖ୍ୟ କାର୍ଯ୍ୟାଳୟ ପରିସରରେ ସଭାପତି ସାଥି ବାବାଜୀ…

ପାଟନାଳିରେ ପସିଲା କୁମ୍ଭୀର, ଆତଙ୍କରେ ସାଧାରଣ ଲୋକେ କୁମ୍ଭୀରକୁ ଧରିବାକୁ ଆସି ବନବିଭାଗ ବିଫଳ

ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ବଳଦେବ ନଗର ଗ୍ରାମ ପାଖ ଏକ ପାଟ ନାଳିରେ ଗୁରୁବାର ସଂନ୍ଧ୍ୟାରେ ଏକ କୁମ୍ଭୀର ଭାସୁଥିବା ଗ୍ରାମବାସୀ ଦେଖି ରାଜନଗର ବନବିଭାଗକୁ ଖବର ଦେଇଥିଲେ । ଆଜି ବନବିଭାଗ କର୍ମଚାରୀ ମାନେ ଆସି କୁମ୍ଭୀରକୁ ଉଦ୍ଧାର କରବାକୁ…