ବିଜୁପଟ୍ଟନାୟକ ସାହସିକତା ପୁରସ୍କାର ଅଦମ୍ୟ ସାହସ, ସେବା ଓ ତ୍ୟାଗ ପାଇଁ ସୁଦର୍ଶନ ଏବଂ ସରୋଜଙ୍କୁ ମିଳିବ ପୁରସ୍କାର

28 August 2023 kanika odisha 0

କେନ୍ଦ୍ରାପଡ଼ା, ତା୨୮/୦୮: ଅଦମ୍ୟ ସାହସ ଓ ନିର୍ଭୀକତାର ପରିଚୟ ଦେଇ ନିଜ ଜୀବନକୁ ଉତ୍ସର୍ଗ କରିଥିବା ସ୍ୱର୍ଗତ ସୁଦର୍ଶନ ସ୍ୱାଇଁ ଏବଂ ସ୍ୱର୍ଗତ ସରୋଜ କୁମାର ଦାସଙ୍କୁ ମିଳିବ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର […]

ପଟ୍ଟାମୁଣ୍ଡାଇ ଅବସରପ୍ରାପ୍ତ କର୍ମଚାରୀ ସଂଘ ବୈଠକ

28 August 2023 kanika odisha 0

ପଟ୍ଟାମୁଣ୍ଡାଇ ଅବସରପ୍ରାପ୍ତ କର୍ମଚାରୀ ସଂଘ ବୈଠକ ସ୍ଥାନୀୟ ଶ୍ରୀରାମ ମନ୍ଦିରରେ ଅନୁଷ୍ଠିତ ହୋଇଯାଇଛି । ସଂଘ ସଭାପତି ପ୍ରଫେସର ଅନିରୁଦ୍ଧ ରାଉଳଙ୍କ ପୌରହିତ୍ୟରେ ଆୟୋଜିତ ବୈଠକରେ ପ୍ରଫେସର ଭରତ ପାତ୍ର, ପ୍ରଫେସର କୈଳାଶ ପାତ୍ର, […]

ଧୋୟାଂଚଳ ବିଜେଡିର ବନ୍ଧୁମିଳନ

28 August 2023 kanika odisha 0

କେନ୍ଦ୍ରାପଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ଧୋୟାଂଚଳର ଦାଣ୍ଡିସାହି ଠାରେ ଆଜି ଧୋୟାଂଚଳ ବିଜେଡି ପକ୍ଷରୁ ଏକ ବନ୍ଧୁମିଳନର ଆୟୋଜନ କରାଯାଇଥିଲା । ପଟ୍ଟାମୁଣ୍ଡାଇ ବ୍ଲକର ପୂର୍ବତନ ଅଧ୍ୟକ୍ଷ ମାନସ ରଞ୍ଜନ ସାମଲଙ୍କ ପୌରହିତ୍ୟ […]

ଶ୍ରୀ ବିନୋଦବିହାରୀ ମନ୍ଦିରରେ ଝୁଲଣ ଯାତ୍ରା

28 August 2023 kanika odisha 0

କେନ୍ଦ୍ରାପଡ଼ା,୨୭/୮: ଆଜି ପବିତ୍ର ଶ୍ରାବଣ ଶୁକ୍ଳ ଏକାଦଶୀ ଉପଲକ୍ଷେ କେନ୍ଦ୍ରାପଡା ସହର ଗଣାମାହାଲସ୍ଥିତ ଶ୍ରୀ ବିନୋଦବିହାରୀ ମନ୍ଦିରରେ ରାଧାକୃଷ୍ଣଙ୍କର ଝୁଲଣ ଯାତ୍ରା ଆରମ୍ଭ ହୋଇଛି । ଏହି ଅବସରରେ ସନ୍ଧ୍ୟା ଆଳତୀ ବଢିବା ପରେ […]

ବୃକ୍ଷରୋପଣ କାର୍ଯ୍ୟକ୍ରମ

28 August 2023 kanika odisha 0

କେନ୍ଦ୍ରାପଡ଼ା,୨୭/୮: କେନ୍ଦ୍ରାପଡାର ସ୍ୱାଧିନତା ସଂଗ୍ରାମୀ ଦୁର୍ଯ୍ୟୋଧନ ପଣ୍ଡା ସ୍ମୃତି କମିଟି ତରଫରୁ ସ୍ମୃତି କମିଟିର ସଭାପତି ବରିଷ୍ଟ ଆଇନଜୀବୀ ପ୍ରଦୀପ କୁମାର ଦାଶଙ୍କ ନେତୃତ୍ୱରେ ଗରାପୁରସ୍ଥ କାଳୀ ମନ୍ଦିରଠାରୁ କୋଠିଛକ ଯାଏ ବୃକ୍ଷରୋପଣ କାର୍ଯ୍ୟ […]

ଧୋୟାଞ୍ଚଳ ବିଜେଡି ବନ୍ଧୁମିଳନକୁ ନେଇ ରାଜନୈତିକ ଭୁକମ୍ପ

28 August 2023 kanika odisha 0

ଆଗାମୀ ସାଧାରଣ ନିର୍ବାଚନକୁ ନେଇ ସାଧାରଣ ଚର୍ଚ୍ଚା ଜୋର ଧରିଥିବାବେଳେ କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ବ୍ଲକର ଧୋୟାଞ୍ଚଳରେ ରାଜନୈତିକ ବାତାବରଣ ଧୀରେ ଧୀରେ ସରଗରମ ହେବାରେ ଲାଗିଛି । କେନ୍ଦ୍ରାପଡ଼ା ନିର୍ବାଚନ ମଣ୍ଡଳୀ […]

କେନାଲରେ ପର୍ଯ୍ୟପ୍ତ ପରିମାଣରେ ପାଣି ଅଛି ; କ୍ଷେତରେ ପହଁଚି ପାରୁନି

27 August 2023 kanika odisha 0

  ଉପର ମୁଣ୍ଡ ଜମି ଶୁଖିଲା ପଡିଛି ଖାଲୁଆ ଜମିରେ ପାଣି ଲହରି ମାରୁଛି ଡ୍ରେନେଜ ନାଳ ପୋତି ହେଲାଣି କାଡା କେନାଲର ସତା ନାହିଁ କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳରେ ଚଳିତ ଖରିଫ୍ […]

“ଫେରିଆସ ଡାକ୍ତର” ପୁସ୍ତକ ଉନ୍ମୋଚିତ ଓ ସ୍ମୃତି ସଭା

27 August 2023 kanika odisha 0

କେନ୍ଦ୍ରାପଡ଼ା, ୨୭ା୮: ଡ଼ାକ୍ତର ବୈଷ୍ଣବ ପରିଡା ଥିଲେ ସର୍ବୋଚ୍ଚ ମାନବୀୟ ଆଦର୍ଶ ସେବା, ସଂକଳ୍ପ ଓ ଉତ୍ସର୍ଗର ସର୍ବଶ୍ରେଷ୍ଠ ରୂପକାର । ତାଙ୍କ ପରି ମଣିଷ ଆଜିର ସଂସାରରେ ବିରଳ ଓ ସମାଜର ଅମୂଲ୍ୟ […]

ସାହିତ୍ୟ ସଂସଦର ମାସିକ ସାହିତ୍ୟ ଆସର ଓ କବିତା ସଙ୍କଳନ ଉନ୍ମୋଚିତ

27 August 2023 kanika odisha 0

କେନ୍ଦ୍ରାପଡ଼ା ୨୭/୮: କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର ମାସାନ୍ତ ରବିବାସରୀୟ ସାହିତ୍ୟ ଆସର ସଂସଦର ସଭାପତି ଡଃ ବାସୁଦେବ ଦାସଙ୍କ ପୌରୋହିତ୍ୟରେ ଆଜି ଅପରାହ୍ନରେ ସ୍ଥାନୀୟ ପବ୍ଲିକ ରିଡିଂ ରୁମ୍ ପରିସରରେ ଅନୁଷ୍ଠିତ ହୋଇଯାଇଛି […]

ଶ୍ରୀକ୍ଷେତ୍ରରୁ ବଡଭାଇଙ୍କ ପାଇଁ ତୁଳସୀକ୍ଷେତ୍ର ଆସିଲା ପାଟ୍ଟରାକ୍ଷୀ

27 August 2023 kanika odisha 0

କେନ୍ଦ୍ରାପଡ଼ା, ୨୭ା୮: ସମଗ୍ର ବିଶ୍ୱକୁ ପ୍ରେମ ବନ୍ଧନରେ ବାନ୍ଧିରଖି ଏକ ସୁସ୍ଥ ସମାଜ ଗଠନର ବାର୍ତ୍ତା ପ୍ରଦାନ ନିମନ୍ତେ ମହାପ୍ରଭୁ ଜଗତରନାଥ ଜଗନ୍ନାଥ ଶ୍ରୀମନ୍ଦିରରେ ତାଙ୍କର ମାନବୀୟ ଲୀଳା କରୁଛନ୍ତି । ସେଥିମଧ୍ୟରେ ଭାଇ […]

କୋଇଲା ବୋଝେଇ ଗାଡି ଜବତ, ଚାଳକ ଫେରାର

27 August 2023 kanika odisha 0

କେନ୍ଦ୍ରାପଡ଼ା,୨୭/୮: କେନ୍ଦ୍ରାପଡା ସଦର ପୁଲିସ ଆଜି ସକାଳେ ଏକ ବେଆଇନ କୋଇଲା ବୋଝେଇ ପିକ୍ ଅପ୍ ଭ୍ୟାନ୍ କୁ ଜବତ କରିଛି । ଗାଡି ଚାଳକ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡିଛି । […]

ତିନି ୱାରେଣ୍ଟି ଗିରଫ

27 August 2023 kanika odisha 0

କେନ୍ଦ୍ରାପଡ଼ା ୨୭/୮: କେନ୍ଦ୍ରାପଡା ସଦରଥାନା ପୋଲିସ ଆଜି ତିନି ଜଣ ୱାରେଣ୍ଟିକୁ ଗିରଫ କରି କୋର୍ଟ ଚାଲାଣ କରିଛି । କେନ୍ଦ୍ରାପଡା ସଦରଥାନା ଅନ୍ତର୍ଗତ କଦଳୀବାଡି ଗ୍ରାମର ବାପା ପୁଅ   ଓ ମା କୁ […]

କେନ୍ଦ୍ରାପଡାରେ ମେଡିକାଲ କଲେଜ ଓ ହସପିଟାଲ ପ୍ରତିଷ୍ଠା ପାଇଁ ଆନ୍ଦୋଳନ ତେଜିଲା

27 August 2023 kanika odisha 0

କେନ୍ଦ୍ରାପଡ଼ା, ୨୬ା୮: କେନ୍ଦ୍ରାପଡାରେ ମେଡିକାଲ କଲେଜ ଓ ହସପିଟାଲ ପ୍ରତିଷ୍ଠା ପାଇଁ ମିଳିତ କ୍ରୀୟାନୁଷ୍ଠାନ କମିଟିର ଏକ ବୈଠକ ବିକାଶ ସାମ୍ମୁଖ୍ୟ କାର୍ଯ୍ୟାଳୟ ପରିସରରେ ପ୍ରଫେସର ଅଜୟ ସାମଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । […]

ମାଇଁ ଏନ୍‌.ସି.ସି ଆଲୁମିନି ଆସୋସିଏସନ୍ ପକ୍ଷରୁ “ହର ଘର ଏକ ପୌଧା” ୪୫ହଜାରରୁ ଉର୍ଦ୍ଧ୍ୱ ଚାରା ରୋପଣ

27 August 2023 kanika odisha 0

କେନ୍ଦ୍ରାପଡ଼ା, ୨୬ା୮: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ପଞ୍ଜିକୃତ ସଂସ୍ଥା ମାଇଁ ଏନ୍‌.ସି.ସି ଆଲୁମିନି ଆସୋସିଏସନ୍ ପକ୍ଷରୁ ଅଗଷ୍ଟ ୧ ତାରିଖରୁ ୧୫ତାରିଖ ପର୍ଯ୍ୟନ୍ତ ଚାଲିଥିବା “ହର ଘର ଏକ ପୌଧା” ଅନ୍ତର୍ଗତ ଏକ ବିଶାଳ […]

ଜାଲିଆତି ଓ ଠକେଇ ଶେଷରେ ମହଙ୍ଗା ପଡ଼ିଲା ନବଯୁଗ ଇନଫୋଟେକ୍ ର ଜିଲ୍ଲା ମୁଖ୍ୟ ଓ ସହଯୋଗୀ ଗଲେ ଜେଲ୍‌

26 August 2023 kanika odisha 0

କେନ୍ଦ୍ରାପଡା, ୨୬ା୮ – କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନକୁ ମିଥ୍ୟା ତଥ୍ୟ ଓ ଜାଲି କାଗଜପତ୍ର ଦେଖାଇ ଚଂଚକତା ଉପାୟରେ ଅନୁମତି ନେବା ସହିତ ଡିଜିଟାଲ ଡୋର ନମ୍ବର କରିବା ଆଳରେ ଲୋକଙ୍କୁ ଠକେଇ କରିବା […]

ବଡ଼ଭାଇ ମାଡ଼ଖାଉଥିବା ଦେଖି ବିରୋଧ କରିବା କାଳ ହେଲା,ସାନଭାଇକୁ ଲୁହାରଡ୍‌ରେ ପିଟି ମାରିଦେଲେ ଦୁର୍ବୁତ୍ତ

26 August 2023 kanika odisha 0

କେନ୍ଦ୍ରାପଡ଼ା,୨୬ା୮: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଂସାର ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।  ବଡ଼ଭାଇକୁ କେତେଜଣ ଦୁର୍ବୁତ୍ତ ମାରୁଥିବା ଦେଖି ସାନଭାଇ ପ୍ରତିରୋଧକରିଥିଲେ । ଯାହାର ପରିଣାମସ୍ୱରୂପ ଦୁର୍ବୁତ୍ତମାନେ ତାଙ୍କୁ […]

ବିଜେପିର ସମ୍ବିଧାନ ବିରୋଧି କୃଷକ, ଶ୍ରମିକ ହତ୍ୟାକାରୀ ନୀତି ପାଇଁ ସି.ପି.ଆଇ.ର ଲଢେଇ ଡାକରା

26 August 2023 kanika odisha 0

କେନ୍ଦ୍ରାପଡ଼ା, ୨୫ା୮: ବିଜେପିର ସମ୍ବିଧାନ ବିରୋଧି କୃଷକ, ଶ୍ରମିକ ମାରଣ ନୀତି ପାଇଁ ସି.ପି.ଆଇ. ଲଢେଇ ଡାକରା ଦେଇଛି । ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସି.ପି.ଆଇ.)ର କେନ୍ଦ୍ରାପଡା ଜିଲ୍ଲା ପରିଷଦ ବୈଠକ ବିକାଶ ସାମୁଖ୍ୟ […]

ପାଟନାଳିରେ ପସିଲା କୁମ୍ଭୀର, ଆତଙ୍କରେ ସାଧାରଣ ଲୋକେ କୁମ୍ଭୀରକୁ ଧରିବାକୁ ଆସି ବନବିଭାଗ ବିଫଳ

26 August 2023 kanika odisha 0

ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ବଳଦେବ ନଗର ଗ୍ରାମ ପାଖ ଏକ ପାଟ ନାଳିରେ ଗୁରୁବାର ସଂନ୍ଧ୍ୟାରେ ଏକ କୁମ୍ଭୀର ଭାସୁଥିବା ଗ୍ରାମବାସୀ ଦେଖି ରାଜନଗର ବନବିଭାଗକୁ ଖବର ଦେଇଥିଲେ । ଆଜି ବନବିଭାଗ କର୍ମଚାରୀ […]

ଅଷ୍ଟମ ଦିନରେ ପଞ୍ଚାୟତ ଅଧିକାରୀ ସଂଘର ଧାରଣା

25 August 2023 kanika odisha 0

କେନ୍ଦ୍ରାପଡ଼ା, ୨୫ା୮: ନିଖିଳ ଉତ୍କଳ ପଞ୍ଚାୟତ ଅଧିକାରୀ ସଂଘର ଆହ୍ୱାନରେ ଜିଲ୍ଲାର ଶତାଧିକ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ଦୁଇ ଦଫା ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଅଷ୍ଟମ ଦିନରେ ପହଞ୍ଚିଛି । ଆଜି […]

କେନ୍ଦ୍ରାପଡା ଜିଲ୍ଲା ମହିଳା ବିଜେଡିର ଟିମ୍ ଘୋଷିତ

25 August 2023 kanika odisha 0

କେନ୍ଦ୍ରାପଡା ଜିଲ୍ଲା ବିଜୁ ଜନତା ଦଳର ମହିଳା ଟିମ୍ କେନ୍ଦ୍ରାପଡା ବିଧାୟକ ଶଶିଭୂଷଣ ବେହେରାଙ୍କ ସୁପାରିଶରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଘୋଷଣା କରାଯାଇଛି । ଜିଲ୍ଲା ସଭାପତି- ରୋସନା ସାହୁ, ଉପସଭାପତି- […]

ମଦନପୁର କଲେଜ ୪୩ତମ ପ୍ରତିଷ୍ଠା ଦିବସ,ଶିକ୍ଷା ହେଉଛି ବିକାଶ ଓ ପରିବର୍ତନର ମାର୍ଗଦର୍ଶକ

24 August 2023 kanika odisha 0

ଶିକ୍ଷା ହେଉଛି ବିକାଶ ଓ ସାମାଜିକ ପରିବର୍ତନର ମାର୍ଗଦର୍ଶକ ବୋଲି ଆଜି ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ମଦନପୁର ୟୁ କେ ମହାବୀର କଲେଜର ୪୩ତମ ପ୍ରତିଷ୍ଠା ଦିବସ ଓ ପ୍ରତିଷ୍ଠାତା ସ୍ୱର୍ଗତ ବୈକୁଣ୍ଠ ପ୍ରଧାନଙ୍କ […]

ଚନ୍ଦ୍ରଯାନ-୩ ସଫଳତା ପଛରେ ପଟ୍ଟାମୁଣ୍ଡାଇର ଯୁବ ବୈଜ୍ଞାନିକ. ଛୁଟୁଛି ଶୁଭେଚ୍ଛାର ସୁଅ

24 August 2023 kanika odisha 0

ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରୟାନ-୩ ବୁଧବାର ସଫଳତାର ସହ ଲ୍ୟାଣ୍ଡିଂ କରିଛି । ଏହି ଅବିସ୍ମରଣୀୟ ସଫଳତା ପାଇଁ ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର(ଇସ୍ରୋ)ର ବୈଜ୍ଞାନିକମାନଙ୍କୁ ଦେଶର କୋଣ ଅନୁକୋଣରୁ ଧନ୍ୟବାଦର ସୁଅ ଛୁଟୁ […]

चंद्रयान-3 की चंद्रमा पर सफल लैंडिंग: इसरो को बधाई

24 August 2023 kanika odisha 0

चंद्रयान-3 की सफल लैंडिंग के बाद इसरो को साभिने बधाई  भेजे। भारत ने चंद्र मिशन को सफलतापूर्वक पूरा कर एक बड़ा इतिहास रचा है। प्रधानमंत्री […]