ଉତ୍ତରକାଶୀ : ଉତ୍ତରାଖଣ୍ଡର ଉତ୍ତରକାଶୀରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଉତ୍ତରକାଶୀର ଗଙ୍ଗୋତ୍ରୀ ଜାତୀୟ ରାଜପଥର ଗଙ୍ଗନାନୀ ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ବସରେ ୩୫ ଜଣ ତୀର୍ଥଯାତ୍ରୀ ଥିବାବେଳେ ସେମାନଙ୍କ ମଧ୍ୟରୁ ୭…
Month: August 2023
କେନ୍ଦ୍ରାପଡ଼ା ଜିଲ୍ଲା ସୈନିକ ସଙ୍ଘ ତରପରୁ ଲଦାଖ ସଡ଼କ ଦୁର୍ଘଟଣାରେ ସହୀଦ ହୋଇଥିବା ଯବାନ ମାନଙ୍କ ଉଦେଶ୍ୟରେ ଶ୍ରଦ୍ଧାଞ୍ଜଳି
କେନ୍ଦ୍ରାପଡ଼ା ପୂର୍ବତନ ସୈନିକ ସଂଘ ତରପରୁ ପୂର୍ବତନ ସୈନିକ ମାନେ ତିନିମୁହାଣୀ ସ୍ଥିତ ସହୀଦ ସ୍ତମ୍ଭରେ ଦୀପ ପ୍ରଜ୍ୱଳନ କରି ଲଦାଖ ଠାରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୯ ଜଣ ସହୀଦ ଯବାନଙ୍କର ଅମର ଆତ୍ମାର ସଦଗତି ନିମନ୍ତେ ପ୍ରାଥନା କରିଥିଲା…
ବର୍ଷିୟାନ ସିପିଆଇ(ଏମ) ନେତା ବାବାଜୀ ପରିଡାଙ୍କ ପରଲୋକ: ବିଭିନ୍ନ ମହଲରୁ ଶୋକ
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ବିଶିଷ୍ଟ ସିପିଆଇ(ଏମ)ନେତା ବାବାଜୀ ପରିଡାଙ୍କର ରବିବାର ଭୋର ୬ ଟାରେ ପରଲୋକ ଘଟିଛି । ସେ ଦିର୍ଘଦିନ ଧରି ଲିଭର ସୋରିଆସିସ୍ ରୋଗରେ ପିଡୀତ ହୋଇ କଟକ ଏସସିବି ବଡ ହସ୍ପିଟାଲରେ ଚିକିତ୍ସାଧିନ ଥିବା ବେଳେ…
ନିମପୁର ଶାସନ ନୋଡାଲ ଉଚ୍ଚବିଦ୍ୟାଳୟରେ ନୈତିକ ସଚେତନତା ସଭା
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନିମପୁର-ଶାସନ ନୋଡାଲ ଉଚ୍ଚବିଦ୍ୟାଳୟର ୯ମ ଓ ୧୦ମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ନୈତିକ ମୂଲ୍ୟବୋଧ ସୃଷ୍ଟି କରିବା ପାଇଁ ଗୀତା ଆଧାରିତ ନୈତିକ ଶିକ୍ଷା ଓ ସଚେତନତା ପାଇଁ ଏକ ସଭା ଆୟୋଜନ କରାଯାଇଥିଲା ।…
ଯନ୍ତ୍ରୀ-ଠିକାଦାର ମଧୁ ଚନ୍ଦ୍ରିକା ଯୋଗୁଁ ନିମ୍ନମାନର ନିର୍ମାଣ କାର୍ଯ୍ୟ
ଠିକାଦାର ଓ ଯନ୍ତ୍ରୀଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁଁ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ପୂର୍ତ ବିଭାଗ ଦ୍ୱାରା ବିଭିନ୍ନ ରାସ୍ତା, କୋଠାବାଡି, ସ୍କୁଲ କୋଠା ନିର୍ମାଣ କାର୍ଯ୍ୟ ଓ ମରାମତିରେ ବ୍ୟାପକ ଦୁର୍ନୀତି ଓ ଅନିୟମିତତା ଅଭିଯୋଗ ହୋଇଆସୁଛି । ବାରମ୍ବାର ଅଭିଯୋଗ…
ରାଜନଗର-ପଟ୍ଟାମୁଣ୍ଡାଇ ବିଧାନସଭା ଆସନ ଓ ପଟ୍ଟାମୁଣ୍ଡାଇ ସବଡିଭିଜନ ଘୋଷଣା ପାଇଁ ଦାବି
ରାଷ୍ଟ୍ରପତି, କେନ୍ଦ୍ରସଂସଦୀୟ ମନ୍ତ୍ରୀ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କୁ ପଟ୍ଟାମୁଣ୍ଡାଇ-ରାଜନଗର ବିକାଶ ପରିଷଦର ଦାବୀପତ୍ର ପଟ୍ଟାମୁଣ୍ଡାଇ ; ବିଭିନ୍ନ କ୍ଷେତ୍ରରେ ନିଜର ଉତ୍କର୍ଷତା ପ୍ରଦର୍ଶନ କରି ପଟ୍ଟାମୁଣ୍ଡାଇ ଅଂଚଳ ସମଗ୍ର ବିଶ୍ୱରେ ଉପସ୍ଥିତି ଜାହିର କରିବାରେ ସଫଳ ହୋଇଛି । ରାଜ୍ୟ ରାଜନୀତିକୁ ନିୟଂତ୍ରଣ…
୫-ଟି ଅନୁଦାନ ଆତ୍ମସାତ ଯୋଜନା ବିରୁଦ୍ଧରେ ଜିଲ୍ଲାପାଳଙ୍କୁ ଅଭିଯୋଗ
କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବୋଧଗାଁ ଗ୍ରାମର ଅଧିବାସୀମାନେ ଶ୍ରୀ ଶ୍ରୀ ପାଗଳାବାବା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟକୁ ମିଳିଥିବା ୫-ଟି ଅନୁଦାନକୁ ଆତ୍ମସାତ୍ ଉଦ୍ୟମ ବିରୋଧରେ ଜିଲ୍ଲାପାଳଙ୍କୁ ଅଭିଯୋଗ କରିଛନ୍ତି । ପ୍ରକାଶ ଥାଉ କି ଏହି ବିଦ୍ୟାଳୟ…
କେନ୍ଦ୍ରାପଡା ବ୍ଲକ୍ ଘେରିଲା କଂଗ୍ରେସ
କେନ୍ଦ୍ରାପଡ଼ା,୧୮ା୮: ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଆହ୍ୱାନରେ ଶୁକ୍ରବାର କେନ୍ଦ୍ରାପଡ଼ା ବ୍ଲକ ଓ ନଗର କଂଗ୍ରେସ ପକ୍ଷରୁ କେନ୍ଦ୍ରାପଡା ବ୍ଲକ୍ ଘେରାଉ କରାଯାଇଥିଲା । ଏହି ଉପଲକ୍ଷେ ଅତିଶୟ ପ୍ରତିକୂଳ ପାଗ ସତ୍ତ୍ୱେ କଂଗ୍ରେସ କର୍ମୀମାନେ ସରକାରୀ ଟାଉନ୍ ହାଇସ୍କୁଲ୍ ଛକଠାରୁ…
ଓଡିଶା କୃଷିସେବା ସଙ୍ଘ ଜିଲ୍ଲା ୟୁନିଟ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଦାବିପତ୍ର ପ୍ରଦାନ
କେନ୍ଦ୍ରାପଡ଼ା,୧୮ା୮ :ଓଡିଶା କୃଷିସେବା ସଙ୍ଘ କେନ୍ଦ୍ରାପଡା ଜିଲ୍ଲା ୟୁନିଟ ପକ୍ଷରୁ ଏକ ୯ଦଫା ସମ୍ବଳିତ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ କେନ୍ଦ୍ରାପଡା ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଛି । ସେହି ଦାବିପତ୍ରରେ ଉଲ୍ଲେଖ ରହିଛି ଯେ ସଙ୍ଘର ଏହି କୃଷି ଅଧିକାରୀମାନେ ରାଜ୍ୟର ୭୭.୫୪ଲକ୍ଷ…
ସଦ୍ଭାବନା ଦିବସ , ଜାତୀୟ ଏକତା ଓ ସଂହତିକୁ ମଜବୁତ୍ ରଖିବାର ଚାବିକାଠି ଆମ ହାତରେ
କେନ୍ଦ୍ରାପଡ଼ା,୧୮ା୮: ଭାରତର ଭୂତପୂର୍ବ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କ ସ୍ମୃତିରେ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ସଦ୍ଭାବନା ଦିବସ ପାଳିତ ହୋଇଯାଇଛି । ଏଇ ଅବସରରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନିଲୁ ମହାପାତ୍ର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ବିଭିନ୍ନ କର୍ମଚାରୀଙ୍କୁ ସଦ୍ଭାବନା…
ଟେରାକୋଟା ଓ କାଇଁଚରେ ପ୍ରସ୍ତୁତ ରାକ୍ଷୀ ଷ୍ଟଲ୍ ଉଦ୍ଘାଟିତ
କେନ୍ଦ୍ରାପଡ଼ା : ରାକ୍ଷୀ ବଜାରକୁ ଆଖିରେ ରଖି ଓର୍ମାସ୍ ପକ୍ଷରୁ ଆରମ୍ଭ କରାଯାଇଛି ଏକ ନୂତନ ବିକ୍ରୟ କେନ୍ଦ୍ର । କେନ୍ଦ୍ରାପଡ଼ା ଅର୍ବାନ୍ କୋଅପରେଟିଭ୍ ବ୍ୟାଙ୍କ୍ ନିକଟସ୍ଥ ଏହି ନୂତନ ଷ୍ଟଲ୍କୁ ଉଦ୍ଘାଟନ କରିଛନ୍ତି ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ…
ନିଖିଳ ଉତ୍କଳ ପଞ୍ଚାୟତ ଅଧିକାରୀ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା
କେନ୍ଦ୍ରାପଡ଼ା: ଦୁଇ ଦଫା ଦାବିରେ ନିଖିଳ ଉତ୍କଳ ପଞ୍ଚାୟତ ଅଧିକାରୀ ସଂଘର ଆହ୍ୱାନରେ ଶୁକ୍ରବାର ଜିଲ୍ଲାର ଶତାଧିକ ପଞ୍ଚାୟତ ନିର୍ବାହୀ ଅଧିକାରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରବଳ ବର୍ଷା ସତ୍ତ୍ୱେ ଧାରଣା ଦେଇଥିଲେ । ସେମାନଙ୍କ ଦାବି ହେଉଛି ପଞ୍ଚାୟତ ନିର୍ବାହୀ…
ମଣି ସାହୁ ହତ୍ୟା ଘଟଣାରେ ଜଣେ ଗିରଫ
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ ବନ୍ତପାଟଣା ଗ୍ରାମରେ ଗତ ଜୁଲାଇ ୨୩ ତାରିଖରେ ଗୁଣି ଗାରେଡ଼ି ସନ୍ଦେହରେ ଘଟିଥବା ମଣି ଚରଣ ସାହୁ ହତ୍ୟାକାଣ୍ଡ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ମଧ୍ୟରୁ ଜଣକୁ ପୋଲିସ ଗିରଫ କରିବାରେ ସଫଳ ହୋଇଛି…
ଭୂତକୋଠି ପାଲଟିଛି ଖଡ଼ିଅଂଟା ପ୍ରାଣୀ ଚିକିତ୍ସା କେନ୍ଦ୍ର
ପଟ୍ଟାମୁଣ୍ଡାଇ: ଗ୍ରାମାଂଚଳରେ ଗୋରୁ, ଛେଳି, ମେଣ୍ଢା, କୁକୁଡ଼ା, ମଇଁଷି ଆଦି ପ୍ରାଣୀ ସମ୍ପଦଙ୍କ ଚିକିତ୍ସା ଦିଗରେ ସରକାରଙ୍କ ବିଭିନ୍ନ ପଦକ୍ଷେପ କେବଳ କାଗଜକଲମରେ ହିଁ ସୀମିତ ହୋଇ ରହିଯାଉଥିବା ଅଭିଯୋଗ ହେଉଛି । ଏପରି ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି…
୯ଦଫା ଦାବିକୁ ନେଇ କଂଗ୍ରେସ ତରଫରୁ ପଟ୍ଟାମୁଣ୍ଡାଇ ବ୍ଲକ ଘେରାଉ
କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ୧୮ା୮- ରାଜ୍ୟର ବ୍ଲକମାନଙ୍କରେ ବ୍ୟାପକ ପିସି କାରବାର ବନ୍ଦ କରିବା ସହ ୯ ଦଫା ଦାବିକୁ ନେଇ ରାଜ୍ୟ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ ରାଜ୍ୟର ୩୧୪ଟି ବ୍ଲକ ଘେରାଉ ଡାକରା ଦେଇଛନ୍ତି । ଏହି ପରିପ୍ରେକ୍ଷୀରେ ଶୁକ୍ରବାର…
ବଜ୍ରପାତରେ ମୃତ ପରିବାରକୁ ସରକାରୀ ସହାୟତା
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଶ୍ରୀରାମପୁର ଗ୍ରାମର ପ୍ରଫୁଲ୍ଲ ସେଠୀ ବିଲରେ ଚାଷ କରୁଥିବାବେଳେ ଗତ ୧୩ତାରିଖରେ ବଜ୍ରପାତରେ ପ୍ରାଣ ହରାଇଥିଲେ I ଖବର ପାଇ ରାଜନଗର ବିଧାୟକ ଧ୍ରୁବ ସାହୁ ମୃତ ପରିବାରକୁ ଭେଟି ସମବେଦନା ଜଣାଇବା ସହିତ…
ନୂଆଦିଲ୍ଲୀ ପ୍ୟାରେଡରେ ଭାଗ ନେଇଥିବା ପଟ୍ଟାମୁଣ୍ଡାଇ କଲେଜ ଏନସସି ଛାତ୍ରୀ ସମ୍ବର୍ଦ୍ଧିତ
ଚଳିତବର୍ଷ ଜାନୁଆରୀ ୨୬ ତାରିଖ ସାଧାରଣ ତନ୍ତ୍ର ଦିବସରେ ନୂଆଦିଲ୍ଲୀ ଠାରେ ଆୟୋଜିତ ଜାତୀୟ ପ୍ୟାରେଡରେ ଓଡିଶା ରାଜ୍ୟର ପ୍ରତିନିଧି ଭାବେ ଭାଗ ନେଇଥିବା ପଟ୍ଟାମୁଣ୍ଡାଇ କଲେଜ ଏନ ସି ସି ଛାତ୍ରୀ (ଏ ୧ ଓଡିଶା ) ଭାଗ୍ୟଶ୍ରୀ ଦାଶ…
ପଟ୍ଟାମୁଣ୍ଡାଇରେ ବେଧଡ଼କ ଚାଲିଛି ନିଶା କାରବାର ଚେଇଁ ଶୋଇଛି ଅବକାରୀ ବିଭାଗ
କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ବେଆଇନ ଦେଶୀ ଓ ବିଦେଶୀ ମଦ ସାଙ୍ଗକୁ ଗଞ୍ଜେଇ, ଅଫିମ, ବ୍ରାଉନସୁଗାର କାରବାର କାୟା ମେଲିଛି । କିନ୍ତୁ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ ବୋଲି ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି । ଚୋରା…
କେନ୍ଦ୍ରାପଡ଼ା ସହରରେ ଅଜଣା ଗାଡିକୁ ନେଇ ଆତଙ୍କ
କେନ୍ଦ୍ରାପଡ଼ା,୧୬ା୮: କେନ୍ଦ୍ରାପଡା ସହରରେ ଏକ ଅଜଣା କାରକୁ ନେଇ କିଛି ସମୟ ଧରି ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିଲା । କିନ୍ତୁ ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନଭିନ କରିବା ପରେ ଲୋକଙ୍କ ମନରୁ ସନ୍ଦେହ ଦୂର ହୋଇଥିଲା…
ଆନନ୍ଦ ଜେନାଙ୍କ ମୂର୍ତ୍ତୀ ସ୍ଥାନାନ୍ତର ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆମ୍ବେଦକର ଷ୍ଟାଚ୍ୟୁ କମିଟି ପକ୍ଷରୁ ବିଶାଳ ଗଣଧାରଣା
କେନ୍ଦ୍ରାପଡ଼ା, ୧୭ା୮: ଡଃ ବି.ଆର୍. ଆମ୍ବେଦକରଙ୍କ ପ୍ରତିମୂର୍ତ୍ତୀ ସମ୍ମୁଖରୁ ଆନନ୍ଦ ଚନ୍ଦ୍ର ଜେନାଙ୍କ ପ୍ରତିମୂର୍ତ୍ତୀ ସ୍ଥାନାନ୍ତର ଦାବିରେ ଆମ୍ବେଦକର ଷ୍ଟାଚ୍ୟୁ କମିଟି ପକ୍ଷରୁ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକ ବିଶାଳ ଗଣଧାରଣା ଅନୁଷ୍ଠିତ ହୋଇଯାଇଛି । ଡଃ. ଆମ୍ବେଦକର ଷ୍ଟାଚ୍ୟୁ…
गांधी पदयात्रा मोमोरियल की ओर से 77वां स्वतंत्रता दिवस समारोह
केंन्द्रापड़ा गांधी पदयात्रा मेमोरियल की ओर से 77वां स्वतंत्रता दिवस मनाया गया। इस अवसर पर सबसे पहले गारापुर के गांधीपीठ में महात्मा गांधी की प्रतिमा पर सामूहिक पुष्पमाला अर्पित की…
ଜିଲ୍ଲା ବୋଇତବନ୍ଦାଣ ସମିତିର ବାର୍ଷିକ ଅଧିବେଶନ
କେନ୍ଦ୍ରାପଡ଼ା,୧୬ା୮: ରାଜ୍ୟର ପୁରାତନ ସାସ୍କୃତିକ ଅନୁଷ୍ଠାନ ଜିଲ୍ଲା ବୋଇତ ବନ୍ଦାଣ ସମିତି କେନ୍ଦ୍ରାପଡାର ୫୫ତମ ବାର୍ଷିକ ଅଧିବେଶନ ଗରାପୁରସ୍ଥିତ ରାଜୀବଗାନ୍ଧୀ ସେବାକେନ୍ଦ୍ରରେ ଅନୁଷ୍ଠିତ ହୋଇଯାଇଛି । ସମିତିର ସ୍ଥାୟୀ ମୁଖ୍ୟ ଉପଦେଷ୍ଟା ପ୍ରଦୀପ କୁମାର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବାର୍ଷିକ…
କେନ୍ଦ୍ରାପଡ଼ା ଜିଲ୍ଲା ଜିଲ୍ଲାସ୍ତରୀୟ ୭୭ତମ ସ୍ୱାଧୀନତା ଦିବସ ପାଳିତ
କେନ୍ଦ୍ରାପଡ଼ା,୧୬ା୮: କେନ୍ଦ୍ରାପଡ଼ା ଜିଲ୍ଲା ସଦର ମହକୁମାଠାରେ ଜିଲ୍ଲାସ୍ତରୀୟ ୭୭ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲାପାଳ ଅମ୍ରିତ ଋତୁରାଜ ମୁଖ୍ୟ ଅତିଥିଭାବେ ଯୋଗଦେଇ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ପଡ଼ିଆଠାରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ୍ରେ…
ଗାନ୍ଧୀ ପଦଯାତ୍ରା ସ୍ମୃତି ପରିଷଦ ପକ୍ଷରୁ ୭୭ତମ ସ୍ୱାଧୀନତା ଦିବସ ପାଳନ
କେନ୍ଦ୍ରାପଡ଼ା,୧୬ା୮ : ଗାନ୍ଧୀ ପଦଯାତ୍ରା ସ୍ମୃତି ପରିଷଦ ଆନୁକୂଲ୍ୟରେ ୭୭ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ପ୍ରଥମେ ଗରାପୁରସ୍ଥିତ ଗାନ୍ଧୀପୀଠରେ ଥିବା ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ସାମୁହିକ ପୁଷ୍ପମାଲ୍ୟ ଅର୍ପଣ କରାଯିବା ପରେ ତିନିମୁହାଣି…










