କେନ୍ଦ୍ରାପଡ଼ା – ଅଲ ଓଡିଶା ପିଯନ ଆସୋସିଏସନ ଓ କେନ୍ଦ୍ରାପଡ଼ା ପିଯନ କ୍ଳବର ମିଳିତ ଉଦ୍ଧ୍ୟମରେ ଆଜି ଗୌରୀଶଙ୍କର ହୋଟେଲ ପରିସରରେ ପୁରସ୍କାର ବିତରଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟର ବିଭିନ୍ନ ଜିଲ୍ଲାର ଭିନ୍ନଭିନ୍ନ ସ୍ଥାନରେ ପାରା ଉଡ଼ା କାର୍ଯ୍ୟକ୍ରମ…
Day: 3 September 2023
କେନ୍ଦ୍ରାପଡାରେ ଲିଗାଲ ଲିଟେରାସି ଫେଷ୍ଟିଭାଲ
କେନ୍ଦ୍ରାପଡ଼ା, ୩ା୯: କେନ୍ଦ୍ରାପଡା ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଆଜି ଲିଗାଲ ଲିଟେରାସି ଫେଷ୍ଟିଭାଲ(ଆଇନଗତ ସ୍ୱାକ୍ଷରତା ପାର୍ବଣ) ଅନୁଷ୍ଠିତ ହୋଇଯାଇଛି । ଏହି ବ୍ୟବସ୍ଥାକୁ ଆୟୋଜନ କରିବାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଯେ ବିଭିନ୍ନ ପ୍ରତିଯୋଗିତା ମାଧ୍ୟମରେ ଛାତ୍ରଛାତ୍ରୀମାନଙ୍କୁ ଆଇନ ବିଷୟରେ…
କେନ୍ଦ୍ରାପଡା ଜିଲ୍ଲା ଖଣ୍ଡାୟତ କ୍ଷେତ୍ରିୟ ମହାସଭାର ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡ଼ା, ୩ା୯: କେନ୍ଦ୍ରାପଡା ଜିଲ୍ଲା “ଖଣ୍ଡାୟତ କ୍ଷେତ୍ରିୟ ମହାସଭା”ର ଏକ ପ୍ରସ୍ତୁତି ବୈଠକ ଆଜି ଗୋଲଖ ଚନ୍ଦ୍ର ପଢିହାରୀଙ୍କ ସଭାପତିତ୍ୱରେ କେନ୍ଦ୍ରାପଡା ସହରର ନୂଆ ବସ୍୍ଷ୍ଟାଣ୍ଡ୍ସ୍ଥିତ ହୋଟେଲ ରିଭର୍ ଭିୟୁ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଖଣ୍ଡାୟତ…
ବଜ୍ରପାତରେ ଯୁବ ଚାଷୀଙ୍କ ବିୟୋଗ
କେନ୍ଦ୍ରାପଡ଼ା,୩ା୯ : ବଜ୍ରପାତରେ ଜଣେ ଯୁବଚାଷୀଙ୍କ ବିୟୋଗ ହୋଇଯାଇଛି । କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ କଂସାର ପଞ୍ଚାୟତର କଂସାର ଗ୍ରାମର ରଘୁନାଥ ରଣାଙ୍କ ପୁତ୍ର ପ୍ରତାପ ରଣା(୨୮) ଆଜି ଅପରାହ୍ନ ପ୍ରାୟ ସାଢେ ଗୋଟାଏ ସମୟରେ ବିଲରେ ତଳି ରୁଆ…
ଷଣ୍ଢ ସହ ଧକ୍କା ହେଲା ବାଇକ୍, ଜଣେ ଗୁରୁତର
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ-ରାଜନଗର ତଳ ରାସ୍ତା ସଂସାରଫଳ ନିକଟରେ ଷଣ୍ଢ ସହ ବାଇକ୍ ଧକ୍କା ହେବା ଫଳରେ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଆହତ ଯୁବକଙ୍କଙ୍କୁ ସ୍ଥାନୀୟ ବାସିନ୍ଦା ଉଦ୍ଧାର କରି ପ୍ରଥମେ ରାଜନଗର ଗୋଷ୍ଠି ସ୍ୱାସ୍ଥ୍ୟ…
ସ୍କୁଟି ସହ ବାଇକ ମୁହାଁମୁହିଁ ଧକ୍କା , ଜଣେ ଗୁରୁତର
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ କଲେଜରୋଡ କାନାରା ବ୍ୟାଙ୍କ ନିକଟରେ ଏକ ସ୍କୁଟି ସହିତ ବାଇକ ମୁହାଁମୁହିଁ ଧକ୍କା ହେବାରୁ ସ୍କୁଟି ଆରୋହି ଗୁରୁତର ହୋଇଛନ୍ତି । ଶନିବାର ସନ୍ଧ୍ୟା ୬ଟା ସମୟରେ ଏକ ସ୍କୁଟି ଯୋଗେ ଅରପିତା ରାଉତ ନାମକ ଯୁବତୀ…
ଶ୍ରୀ ଶ୍ରୀ ବିନୋଦବିହାରୀ ଓ ଗୋପିନାଥଜୀୟୁଙ୍କ ଝୁଲଣ ଯାତ୍ରା ସମ୍ପନ୍ନ
କେନ୍ଦ୍ରାପଡା ସହର ଉପକଣ୍ଠ ଗଣାମାହାଲ ସ୍ଥିତ ଶ୍ରୀ ଶ୍ରୀ ବିନୋଦବିହାରୀ ଓ ଗୋପିନାଥଜୀୟୁଙ୍କ ଝୁଲଣ ଯାତ୍ରା ମହାସମାରୋହରେ ଗୁରୁବାର ଦିନ ଶେଷ ହୋଇଛି । ପବିତ୍ର ଶ୍ରାବଣ ଶୁକ୍ଳ ଏଦଶମୀ ଠାରୁ ଆରମ୍ଭ ହୋଇ ୫ଦିନ ଧରି ଅନୁଷ୍ଠିତ ଏହି ଝୁଲଣ…
ଭିନ୍ନକ୍ଷମ ଛାତ୍ରୀଙ୍କୁ ମେଧାବୃତ୍ତି ପ୍ରଦାନ କଲା ଟ୍ରଷ୍ଟ
କେନ୍ଦ୍ରାପଡ଼ା,୨ା୯ : ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ କେନ୍ଦ୍ରାପଡା ଜିଲ୍ଲାର ମହାକାଳପଡା ବ୍ଲକ ଅନ୍ତର୍ଗତ ବଡିହ(ରାମଚନ୍ଦ୍ରପୁର) ଗ୍ରାମର ଅଶୋକ କୁମାର ଖଟୁଆଙ୍କ ଭିନ୍ନକ୍ଷମ ଝିଅ ମିତାଲୀ ଖଟୁଆଙ୍କୁ ମେଧାବୃତ୍ତି ପ୍ରଦାନ କରାଯାଇଛି । ଟ୍ରଷ୍ଟର ପୃଷ୍ଟପୋଷକ…
ଜିଲ୍ଲା ମେଡିକାଲ କଲେଜ ମିଳିତ କ୍ରୀୟାନୁଷ୍ଠାନ କମିଟି ପକ୍ଷରୁ ଜିଲ୍ଲାରେ ବିପର୍ଯ୍ୟୟ ସ୍ୱାସ୍ଥ୍ୟସେବାର ସୁଧାର ପାଇଁ ସାମ୍ବାଦିକ ସମ୍ମିଳନୀ
କେନ୍ଦ୍ରାପଡା ଜିଲ୍ଲା ମେଡିକାଲ କଲେଜ ଓ ହସପିଟାଲ ପ୍ରତିଷ୍ଠା ମିଳିତ କ୍ରୀୟାନୁଷ୍ଠାନ କମିଟି ପକ୍ଷରୁ ସ୍ଥାନୀୟ ପବ୍ଲିକ ରିଡିଂରୁମ ପରିସରରେ ଜିଲ୍ଲାରେ ବିପର୍ଯ୍ୟୟ ସ୍ୱାସ୍ଥ୍ୟସେବାର ସୁଧାର ପାଇଁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କ୍ରୀୟାନୁଷ୍ଠାନ କମିଟିର ସଭାପତି ଅଧ୍ୟାପକ…










