ପୁରୁଣା ଗାଡ଼ିରୁ ବାହାରୁଥିବା ଧୂଆଁ ଯୋଗୁଁ ପରିବେଶ ପ୍ରଦୂଷଣ ହେଉଥିବାରୁ ୧୫ ବର୍ଷରୁ ଅଧିକ ସମୟର ଗାଡ଼ିକୁ ରାସ୍ତାରୁ ହଟାଇ ଦେବାକୁ ସରକାର ନିଷ୍ପତି ନେଇଛନ୍ତି । ତେଣୁ ରାଜ୍ୟରେ ଏଣିକି ୧୫ ବର୍ଷ ପୁରୁଣା ଗାଡ଼ିକୁ ସ୍କ୍ରାପିଂ କରାଯିବ । ଏଥିନେଇ ଟାଟା ମୋଟର୍ସ ସହଯୋଗରେ ଖୋର୍ଦ୍ଧାରେ ସ୍କ୍ରାପିଂ କରିଥିବା ବ୍ୟକ୍ତିମାନଙ୍କୁ ନୂଆ ଗାଡି କିଣିବା ପାଇଁ ପ୍ରୋତ୍ସାହନ ରାଶି ଦିଆଯିବାର ବ୍ୟବସ୍ଥା ରହିଛି । ମାତ୍ର ପଟ୍ଟାମୁଣ୍ଡାଇ […]
Day: 10 September 2023
ରାଜ୍ୟ ସରକାର ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି । ୫ଟି ରୁପାନ୍ତରିକରଣରେ କୋଟି କୋଟି ଟଙ୍କା ବ୍ୟୟ କରାଯାଉଛି । ହେଲେ କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳରେ ପ୍ରଶାସନିକ ଅଧିକାରୀଙ୍କ ନିଷ୍କ୍ରିୟତା ଓ ସ୍ୱାର୍ଥ ଶିକ୍ଷକତା ଯୋଗୁ ଏହାର ସୁଫଳ ମିଳିପାରୁନାହିଁ । କେଉଁଠି ଭିର୍ତି ଭୁମି ଅଛି ଶିକ୍ଷକ ନାହାଁନ୍ତି ଆଉ କେଉଁଠି ଶିକ୍ଷକ ଅଛନ୍ତି ପାଠପଢା ହେଉନି । ଏସବୁ ସତ୍ବେ […]
କେନ୍ଦ୍ରାପଡ଼ା ଜିଲ୍ଲାରେ ମେଡିକାଲ କଲେଜ ଓ ହସ୍ପିଟାଲ ପ୍ରତିଷ୍ଠା ନିମନ୍ତେ ଚାଲିଥିବା ଗଣଧାରଣାକୁ ଆଜି ଛଅ ଦିନ ପୁରିଛି । ମେଡିକାଲ କଲେଜ ଦାବି ପ୍ରତି ସରକାର ବୀତସ୍ପୃହତା ପ୍ରଦର୍ଶନ କରି ଚାଲିଥିବା ବେଳେ ଦାବି ହାସଲ ପାଇଁ ଆନ୍ଦୋଳନକୁ ଆହୁରି ତୀବ୍ରତର କରିବାକୁ କ୍ରିୟାନୁଷ୍ଠାନ କମିଟି ତାର ପ୍ରସ୍ତୁତିକୁ ଜୋରଦାର କରିଛି । ଗତକାଲି କମିଟିର ସାଧାରଣ ପରିଷଦ ବୈଠକର ନିଷ୍ପତ୍ତି କ୍ରମେ ସମାଜର ସବୁ ବର୍ଗର ଲୋକଙ୍କୁ […]
କେନ୍ଦ୍ରାପଡା ଜିଲ୍ଲା ଖଣ୍ଡାୟତ କ୍ଷତ୍ରୀୟ ମହାସଙ୍ଘର ଏକ ସମ୍ମିଳନୀ ସ୍ଥାନୀୟ ସ୍ୱୟଂସିଦ୍ଧା ହୋଟେଲ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ରାଜ୍ୟ ମହାସଙ୍ଘର ସଭାପତି ଅଶୋକ କୁମାର ଲେଙ୍କା, କାର୍ଯ୍ୟକାରୀ ସଭାପତି ଶିବାଶିଷ ରାଉତ, ସୁଧାଂଶୁଶେଖର ବେହେରା, ସମ୍ପାଦକ ଦେବଦର୍ଶୀ ସାହୁ, ସଂଗଠନ ସମ୍ପାଦକ ଗଣେଶ କୁମାର ନାୟକ, ଉପଦେଷ୍ଟା ବିରେନ୍ଦ୍ର କୁମାର ରାୟ, ରବିନ୍ଦ୍ର ପରିଡା, ବଦ୍ରୀନାରାୟଣ ଜେନା, ସୁମନ୍ତ ସାମନ୍ତରାୟ ଓ ପ୍ରତିଷ୍ଠାତା ନିରଞ୍ଜନ ରଣସିଂହ […]
रविवार शाम को केंन्द्रापड़ा जिले के पट्टामुंन्डाइ थाने कुलसाही गांव के नदिक ब्राह्मणी नदी में एक ४ फुट लंबे खूंखार मगरमच्छ मछुआरे की जाल मे फंस गया। हालाँकि । मछुआरेने यह सोचा कि यह एक बड़ी मछली हैगी नाव से नदी के किनारे जाल लाने के बाद उसने जाल में […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଥାନା ନିକଟସ୍ଥ ନାଇଆଡିଆ ଗାଁ ଦେଇ ପ୍ରବାହିତ ହେଉଥିବା ବ୍ରହ୍ମଣୀ ନଦୀରେ ରବିବାର ସଂନ୍ଧ୍ୟା ଦୁଇଜଣ ଧୀବର ମାଛ ଧରିବା ପାଇଁ ଜାଲ ଟାଣୁଥିବାବେଳେ ଏକ ୪ ଫୁଟ୍ ଲମ୍ବର ହିଂସ୍ର କୁମ୍ଭୀର ଜାଲ ଫାଶରେ ପଡିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ତେବେ ବଡ ମାଛ ଭାବି ଡଙ୍ଗା ଦ୍ୱାରା ନଦୀ କୂଳକୁ ଜାଲ ଆଣିବା ପରେ ହିଂସ୍ର କୁମ୍ଭୀରଟି ସେଥିରେ ଫଶି […]
କେନ୍ଦ୍ରାପଡା ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା ନିମନ୍ତେ ଆନ୍ଦୋଳନ ଥମିବାର ନାଁ ଧରୁନି । ଗତ ମଙ୍ଗଳବାର ଠାରୁ ଗରାପୁରସ୍ଥିତ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ନିକଟରେ ଥିବା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ କ୍ରିୟାନୁଷ୍ଠାନ କମିଟି ଆହ୍ୱାନରେ ଚାଲିଥିବା ଗଣଧାରଣାକୁ ଆଜି ପଞ୍ଚମ ଦିନ ପୁରିଛି । ଗତ ୭ତାରିଖରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ)ଙ୍କ ପ୍ରକୋଷ୍ଠରେ ପ୍ରଶାସନର ଆହ୍ୱାନ କ୍ରମେ ହୋଇଥିବା ଦ୍ୱିପାକ୍ଷିକ ଆଲୋଚନା ଆଧାରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ରାଜ୍ୟ ସରକାରଙ୍କୁ […]
କେନ୍ଦ୍ରାପଡ଼ା, ୯ା୯: ସ୍ଥାନୀୟ ଦୀନବନ୍ଧୁ ସାହୁ ଆଇନ ମହାବିଦ୍ୟାଳୟରେ ନବାଗତ ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ କରିବା ପାଇଁ ଅନୁଷ୍ଠିତ ସଭାରେ ପୂର୍ବତନ ଅଧ୍ୟକ୍ଷ ଭଗବତୀ ପ୍ରସାଦ ଦାସ ଅଧ୍ୟକ୍ଷତା କରି ଛାତ୍ରଛାତ୍ରୀମାନେ ନିଷ୍ଠାପର ଭାବରେ ଅଧ୍ୟୟନରତ ରହିଲେ ସେମାନଙ୍କ ଭବିଷ୍ୟତ ଉଜ୍ଜ୍ୱଳମୟ ହେବ ବୋଲି ବକ୍ତବ୍ୟ ରଖିଥିଲେ । ମହାବିଦ୍ୟାଳୟ ଅଧ୍ୟକ୍ଷ ରବିନ୍ଦ୍ର କୁମାର ବଳ ତାଙ୍କ ବକ୍ତବ୍ୟରେ ବହୁ ମହାନ ବ୍ୟକ୍ତିମାନଙ୍କର ଛାତ୍ର ଜୀବନ ବିଷୟରେ ଆଲୋଚନା କରି କଠୋର […]
ମରକ୍କୋ,୯ା୯: ଭୂକମ୍ପରେ ଥରିଲା ମରକ୍କୋ । ତୁର୍କୀ ପରେ ମରକ୍େକାରେ ଶକ୍ତିଶାଳୀ ଭୂମିକମ୍ପ । ରିକ୍ଟର ସ୍କେଲରେ ତୀବ୍ରତା ୬.୮ । ଭୁଶୁଡ଼ିଲା ବଡ଼ ବଡ଼ କୋଠା । ଭୂକମ୍ପରେ ମୃତ୍ୟୁ ସଂଖ୍ୟା ୬୦୦ରୁ ଅଧିକ ହୋଇଛି । ଆହୁରି ବଢ଼ିପାରେ ମୃତ୍ୟୁସଂଖ୍ୟା । ଶହ ଶହ ଲୋକ ଆହତ ହୋଇଥିବା ସୂଚନା ମିଳିଛି । ଚାଲିଛି ଜୋରଦାର ରେସ୍କ୍ୟୁ ଅପରେସନ । ଆଫ୍ରିକୀୟ ଦେଶ ମରକ୍କୋରେ ସକାଳୁ ସକାଳୁ […]
ଆଜି ଭାରତ ପାକିସ୍ତାନ ମଧ୍ୟରେ ମହାଲଢେଇ । ଏସିଆ କପର ସୁପର -୪ ରେ ସମ୍ନାସାମ୍ନି ହେବେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦୀ । ଚଳିତ ଏସିଆ କପର ଗ୍ରୁପ ପର୍ଯ୍ୟାୟରେ ଭାରତ ପାକିସ୍ତାନ ମ୍ୟାଚ ବର୍ଷା ପାଇଁ ଧୋଇ ଯାଇଥିବା ବେଳେ ଆସନ୍ତା କାଲି ମ୍ୟାଚକୁ ଚାହିଁ ବସିଛି ସାରା ବିଶ୍ୱ । ଉଭୟ ଦଳ ସ୍ୱତନ୍ତ୍ର ରଣକୌଶଳ ସହ ପଡିଆକୁ ଓଲ୍ହାଇ ବିଜୟ ହାସଲ ପାଇଁ ଲକ୍ଷ୍ୟ ରଖିଛନ୍ତି […]
କେନ୍ଦ୍ରାପଡ଼ା ସିଭିଲ କୋର୍ଟ ପରିସରରେ ଆଇନସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଲୋକଅଦାଲତ ଶନିବାର ଅନୁଷ୍ଠିତ ହୋଇଯାଇଛି । ମାନ୍ୟବର ଜିଲ୍ଲା ଦୌରାଜଜ୍ ଶ୍ରୀ ବିଶ୍ୱଜିତ୍ ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି ଲୋକ ଅଦାଲତରେ ୩୫୪ଟି ମାମଲାର ବିଚାର କରାଯାଇ ୧ କୋଟି ୫୯ଲକ୍ଷ ୬୪ହଜାର ୮୧୮ଟଙ୍କା ଆଦାୟ କରାଯାଇଛି । ଏହା ବ୍ୟତୀତ ବ୍ୟାଙ୍କ ଋଣ ବାବଦ ୨୩୬ ମାମଲା ଫଇସଲା କରାଯାଇ ୩୭ ଲକ୍ଷ ୩୯ ହଜାର […]










