୧୮ନଂ ୱାର୍ଡ ତାତନାରେ ଘରପୋଡି, ଲକ୍ଷାଧିକ ଟଙ୍କା ସମ୍ପତି ନଷ୍ଟ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ୧୮ନଂ ୱାର୍ଡ ତାତନା ଗ୍ରାମର ଚିତରଞ୍ଜନ ସାହୁଙ୍କ ଘରେ ଆକସ୍ମିକ ଅଗ୍ନିକାଣ୍ଡ ଘଟି ଦୁଇ ବଖରା ଚାଳଛପର ଘର ସମେତ ସମସ୍ତ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି । ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର…

ପଟ୍ଟାମୁଣ୍ଡାଇ ଭାଜପା ପକ୍ଷରୁ ମୋ ଦେଶ ମୋ ମାଟି କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ଭାଜପା ପକ୍ଷରୁ ବଡପଡା ପଂଚାୟତ କଂଟାବଣ ହାଟ ଠାରେ ମୋ ଦେଶ ଓ ମୋ ମାଟି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଜନଗର ନିର୍ବାଚନମଣ୍ଡଳୀ ଭାଜପା ନେତା ଅଲେଖ କୁମାର ଜେନାଙ୍କ ନେତୃତ୍ୱରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି…

ଗ୍ୟାଙ୍ଗଷ୍ଟାର ବିଭୂ ସାହୁ ହତ୍ୟା ଘଟଣା ମୁଖ୍ୟ ଅଭିଯୁକ୍ତ ସମେତ ଦୁଇ ଗିରଫ

କେନ୍ଦ୍ରାପଡା,୧୧/୯- ଗ୍ୟାଙ୍ଗଷ୍ଟାର ବିଭୂ ସାହୁ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ମାର୍ଶାଘାଇ ଥାନା ଧନିଆପଡା ଗ୍ରାମର ସାଜନ ବେହେରା(୩୧) ଏବଂ ମାର୍ଶାଘାଇ ଥାନା ଦୁମୁକା ପଞ୍ଚାୟତ କାନପୁର ଗ୍ରାମର ଚିତ୍ତରଂଜନ ଖୁଣ୍ଟିଆ(୪୪)କୁ ଗିରଫ କରାଯାଇଛି ବୋଲି କେନ୍ଦ୍ରାପଡା ଉପଖଣ୍ଡ ଆରକ୍ଷୀ ଅଧିକାରୀ ଦେବେନ୍ଦ୍ର…

କେନ୍ଦ୍ରାପଡା ମଣ୍ଡଳ ପ୍ରାଥମିକ ଶିକ୍ଷକ ସଂଘର ଆଜିଠାରୁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା

ରାଜ୍ୟରେ କାର୍ଯ୍ୟରତ ବିଭିନ୍ନ ବର୍ଗର ପ୍ରାଥମିକ ଶିକ୍ଷକଙ୍କ ତିନି ଦଫା ଦାବି ସମ୍ପର୍କରେ ରାଜ୍ୟସରକାର କୌଣସି ପଦକ୍ଷେପ ନନେଇ ଟାଳଟୁଳନୀତି ଅବଲମ୍ବନ କରୁଥିବାରୁ ଓ କୌଣସି ନିଷ୍ପତ୍ତି ଘୋଷଣା ନ କରିବାରୁ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନର ଆହ୍ୱାନରେ କେନ୍ଦ୍ରାପଡା…

ଡିଜେଲ ଟ୍ୟାଙ୍କର ଉପରେ ଚଢାଉ, ୩ ଗିରଫ

  କେନ୍ଦ୍ରାପଡା,୧୧/୯- ମାର୍ଶାଘାଇ ପୋଲିସ ଏହି ଥାନା ଅର୍ନ୍ତଗତ କୁସୁନପର ଜାତୀୟ ରାଜପଥ ପାର୍କିଂ ନିକଟରୁ ରବିବାର ଦିନ ୩ଜଣ ଚୋରା ଡିଜେଲ ମାଫିଆଙ୍କୁ ମାର୍ଶାଘାଇ ପୋଲିସ ଗିରଫ କରିବା ସହିତ ଟ୍ୟାଙ୍କର ଜବତ୍ କରିଛି । ଗିରଫ ହୋଇଥିବା ଅଭିଯୁକ୍ତମାନେ…

ମେଡିକାଲ କଲେଜ ଦାବିରେ ଗଣଧାରଣାକୁ ସପ୍ତାହେ ପୁରିଲା,ଆନ୍ଦୋଳନରେ ସାମିଲ ହେଲା କିଷାନ କଂଗ୍ରେସ

କେନ୍ଦ୍ରାପଡା ଜିଲ୍ଲାରେ ମେଡିକାଲ କଲେଜ ଓ ହସ୍ପିଟାଲ ପ୍ରତିଷ୍ଠା ପାଇଁ ଚାଲିଥିବା ଆନ୍ଦୋଳନକୁ ଆଜି ସପ୍ତାହେ ପୁରିଛି । ଆନ୍ଦୋଳନକାରୀମାନେ ପ୍ରଶାସନ ସହ ଏକ ବଡ ଧରଣର ମୁକାବିଲା ପାଇଁ ପ୍ରସ୍ତୁତି ଚଳାଇଥିବା ବେଳେ ସରକାରଙ୍କ ପକ୍ଷରୁ କୈାଣସି ପ୍ରତିକ୍ରିୟା ପ୍ରକାଶ…

ଅରଡ଼ପଲ୍ଲୀ ପଂଚାୟତରେ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ବ୍ଲକର ଅରଡ଼ପଲ୍ଲୀ ପଂଚାୟତରେ ସୋମବାର ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ବିଡ଼ିଓ ଶୁଭ୍ରାଂଶୁ ସାହୁଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅରଡ଼ପଲ୍ଲୀ ସରପଂଚ ବୁଦ୍ଧିରାମ ବେହେରା, ସମିତିସଭ୍ୟା ସରିତା ବେହେରା,ସମାଜସେବୀ ସତ୍ୟବ୍ରତ ଚୌଧୁରୀ ଯୋଗ ଦେଇ ପଲ୍ଲୀ ପ୍ରଶାସନର…

 ନଦୀକୂଳିଆ ଲୋକଙ୍କୁ କୁମ୍ଭୀର ଭୟ ,ଏକାଧିକ ନଦୀରେ କୁମ୍ଭୀର ଆତଙ୍କ,ନଦୀକୂଳରେ ସୁରକ୍ଷା ଶୂନ

କେନ୍ଦ୍ରାପଡା ଜିଲ୍ଲା ସମୁଦ୍ର ଉପକୂଳ ହୋଇଥିବାରୁ ନଦୀନାଳ ପରିପୂର୍ଣ୍ଣ ଏହି ଅଂଚଳରେ କୁମ୍ଭୀର ଉପଦ୍ରବ ବୃଦ୍ଧି ପାଇବାରେ ଲାଗିଛି । ପ୍ରତିମାସରେ କୁମ୍ଭୀର ଓ ମଣିଷ ଲଢ଼େଇରେ କୁମ୍ଭୀର ୬ ଜଣଙ୍କ ଜୀବନ ନେଲାଣି । ଏବେ ଏହି ହିଂସ୍ର କୁମ୍ଭୀର…