ରାଜ୍ୟବ୍ୟାପି ତୀବ୍ର ହେଉଛି ଏସଏସବି ଅଧ୍ୟାପକଙ୍କ ଆନ୍ଦୋଳନ

କେନ୍ଦ୍ରାପଡ଼ା,୧୩ା୯: ତୀବ୍ର ହେଲାଣି ଏସଏସବି ଅଧ୍ୟାପକଙ୍କ ଆନଦୋଳନ । ଅଧ୍ୟାପକର ମାନ୍ୟତା ଓ ଗ୍ରେଡ ପେ ସଂଶୋଧନ ଦାବିରେ ରାଜ୍ୟ ବ୍ୟାପି ସମସ୍ତ ୪୮୮ବର୍ଗ କଲେଜର ଅଧ୍ୟାପକ ଓ ଅଧ୍ୟାପିକାମାନେ ଆନ୍ଦୋଳନ ଜାରି ରଖିଛନ୍ତି । ରାଜ୍ୟ ଏସଏସବି ସଙ୍ଘର ନିଷ୍ପତ୍ତି…

କେନ୍ଦ୍ରାପଡାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବି, ଗଣଧାରଣାକୁ ୯ଦିନ ପ୍ରବଳ ବର୍ଷା ସତ୍ତ୍ୱେ ଧାରଣା ଅବ୍ୟାହତ

କେନ୍ଦ୍ରାପଡା ଜିଲ୍ଲାରେ ମେଡିକାଲ କଲେଜ ଓ ହସପିଟାଲ ପ୍ରତିଷ୍ଠା ପାଇଁ ଚାଲିଥିବା ଗଣଧାରଣାକୁ ଆଜି ୯ଦିନ ପୁରିଛି । କ୍ରିୟାନୁଷ୍ଟାନ କମିଟି ଦାବି ହାସଲ ପାଇଁ ଆନ୍ଦୋଳନକୁ ଏବେ ଶେଷ ଅସ୍ତ୍ର ରୂପେ ବିଚାର କରି ଆନ୍ଦୋଳନକୁ ଯୋରଦାର କରିବାକୁ ଉଦ୍ୟମ…

‘ଆୟୁଷ୍ମାନ ଭବ’ ଅଭିଯାନର ଶୁଭାରମ୍ଭ

କେନ୍ଦ୍ରାପଡ଼ା, ୧୩ା୯: ଭାରତର ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ଦ୍ୱାରା ଆଭାସୀ ମାଧ୍ୟମରେ “ଆୟୁଷ୍ମାନ ଭବ” ଅଭିଯାନର ଶୁଭାରମ୍ଭ ଆଜି ହୋଇଯାଇଛି । ଭାରତ ସରକାରଙ୍କ “ସୁସ୍ଥ ଭାରତ ସମର୍ଥ ଭାରତ” ଆଭିମୁଖ୍ୟରେ ଏକ ଐତିହାସିକ ଫର୍ଦ୍ଦ ଯୋଡ଼ିଛି ଏହି ଅଭିଯାନ ।…

ବିଶ୍ୱାସ ନ ହେଲେ ବି ସତ,ଲଣ୍ଡନ-କଲିକତା ବସ୍ ସେବା , ୧୯୫୭ ରେ ଆରମ୍ଭ ହୋଇଥିଲା ୧୯୭୬ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ଥିଲା

ବିଶ୍ୱାସ ନ ହେଲେ ବି ସତ ଦିନେ ଲଣ୍ଡନରୁ କଲିକତାକୁ ବସ୍ ଚାଲୁଥିଲା ଏବଂ ଯାତ୍ରୀ ମଧ୍ୟ ଯିବା ଆସିବା କରୁଥିଲା । ୧୯୫୭ ମସିହାରେ ଲଣ୍ଡନରୁ କଲିକତାକୁ ‘ଆଲବର୍ଟ’ ନାମକ ଏକ ବସ୍ ଚଳାଚଳ ଆରମ୍ଭ କରିଥିଲା । ଇଂଲଣ୍ଡରୁ…

କେନ୍ଦ୍ରାପଡାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଗଣଧାରଣା ଅଷ୍ଟମ ଦିନରେ, ଆନ୍ଦୋଳନରେ ସାମିଲ ହେଲା ଆପ୍‌,ବଡ ଆନ୍ଦୋଳନ ପାଇଁ କ୍ଷେତ୍ର ପ୍ରସ୍ତୁତ

କେନ୍ଦ୍ରାପଡା ଜିଲ୍ଲାରେ ମେଡିକାଲ କଲେଜ ଓ ହସପିଟାଲ ପ୍ରତିଷ୍ଠା ନିମନ୍ତେ ଚାଲିଥିବା ଗଣଧାରଣା ଆଜି ଅଷ୍ଟମ ଦିନରେ ପହଞ୍ଚିଛି । ସରକାରଙ୍କ ପକ୍ଷରୁ ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା ସମ୍ପର୍କରେ ଏପର୍ଯ୍ୟନ୍ତ କୈାଣସି ପ୍ରତିକ୍ରିୟା ପ୍ରକାଶ ପାଉନଥିବା କାରଣରୁ ଜିଲ୍ଲା ପ୍ରଶାସନ…

କେନ୍ଦ୍ରାପଡା ମଣ୍ଡଳ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ସମ୍ମୁଖରେ ବିଭିନ୍ନ ବର୍ଗର ପ୍ରାଥମିକ ଶିକ୍ଷକମାନଙ୍କର ଗଣଧାରଣା

କେନ୍ଦ୍ରାପଡା ମଣ୍ଡଳ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶ୍ୱବନ୍ଧୁ ଜେନାଙ୍କ ସଭାପତିତ୍ୱରେ ବିଭିନ୍ନ ବର୍ଗର ପ୍ରାଥମିକ ଶିକ୍ଷକ ମାନେ ବାୟାବାବା ମଠ ପାଖରୁ ଏକ ଶୋଭାଯାତ୍ରାରେ ଆସି ଶାନ୍ତିପୂର୍ଣ୍ଣ ଭାବେ ଧାରଣାସ୍ଥଳରେ ପହଞ୍ଚି ଥିଲେ । ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନର…