ରାସ୍ତା ନଥିବାରୁ ୨ ଶହ ପରିବାର ବନ୍ଦୀ,ଘରୁ ବାହାରିଲେ ଆଣ୍ଠୁଏ କାଦୁଅ

କେନ୍ଦ୍ରାପଡ଼ା,୧୪/୯: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଜମଧର ପଞ୍ଚାୟତ ଅଧୀନ ବଡଗାଁ ଅଞ୍ଚଳରେ ରାସ୍ତାରେ ପାଣି ହୋଇଯିବାରୁ ପଞ୍ଚାୟତର ୨ ଶହ ଲୋକ ଜଳବନ୍ଦୀ ଜୀବନ ବିତାଉଛନ୍ତି । ଘରୁ ବାହାରିଲେ ଆଣ୍ଠୁଏ ଲେଖାଏଁ ପଙ୍କ କାଦୁଅ । ବାଇକ୍‌ରେ ଗଲେ ଖାଲରେ…

ପ୍ରଶିକ୍ଷଣ ବେଳେ ଟଳି ପଡିଲେ ଯବାନ

  କେନ୍ଦ୍ରାପଡା ସହରର ସୁନାଇଲୋ ଗ୍ରାମର ସଂଗ୍ରାମ ମହାନ୍ତି(୪୩) ଗତ ବୁଧବାର ଦିନ ସି.ଆର.ପି.ଏଫ. ଛତିଶଗଡ କ୍ୟାମ୍ପରେ ପ୍ରଶିକ୍ଷଣ ନେଉଥିବା ବେଳେ ହଠାତ ହୃତ୍‌ଘାତ ହେବାରୁ ଟଳି ପଡିଥିଲେ । ସଙ୍ଗେ ସଙ୍ଗେ ସ୍ଥାନୀୟ ହସପିଟାଲରେ ଭର୍ତ୍ତି କରାଯାଇଥିଲେବି ଡାକ୍ତର ତାଙ୍କୁ…

ଚୋରାନିଶା କାରବାରର ଭୟଙ୍କର ସ୍ଥିତି: ନିଶା କବଳରେ ଛାତ୍ର ଓ ଯୁବକ

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ଦିନକୁ ଦିନ ଚୋରାମଦ,ଡ୍ରଗ୍ସ,ଗଞେଇ, ଧଳାଜହର କାରବାର ଖୁଲମ୍‌ଖୁଲା ଭାବେ ବଢ଼ିଚାଲିଛି । ଗାଁ ଗହଳିରେ ଥିବା ପାନ ଦୋକାନଠାରୁ ଆରମ୍ଭ କରି ଭୁସାମାଲ ଦୋକାନ ପର୍ଯ୍ୟନ୍ତ ସବୁଠି ଚେଖୁଲମ୍‌ଖୁଲା ବେପାର ଚାଲିଛି । ଗାଁରେ ଚୋରାମଦ…

ଟାଉନ ପୋଲିସ ଦ୍ୱାରା ଚାଲିଛି ଗାଡି ଯାଞ୍ଚ, ବାଇକ ଚାଳକଙ୍କ କୋକୁଆ ଭୟ

କେନ୍ଦ୍ରାପଡ଼ା, ୧୩ା୯: ପ୍ରଶାସନିକ ସ୍ଥାଣୁତା ପାଇଁ କେନ୍ଦ୍ରାପଡା ସହରରେ ଜବରଦଖଲ, ଟ୍ରାଫିକ ସମସ୍ୟା ବଢିବଢି ଚାଲିଛି । ବାଇକ ଚାଳକଙ୍କ ବେଆଇନ ଭାବେ ବେପରୁଆ ଗାଡିଚାଳନା ସାଙ୍ଗକୁ ବିକଟାଳ ଶଦ୍ଦ କରିବା ସହରବାସୀଙ୍କୁ ଭୟଭିତ କରି ରଖିଛି । ତେବେ ଆନନ୍ଦର…

୧୩ ଦିନରେ ଧାନ ଗଛରୁ ଥୋଡ ଚିଞ୍ଛା ବାହାରିଲା, ଚାଷୀ ହତାସ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳରେ ଚାଷଜମିରେ ତଳି ରୋଇବାର ମାତ୍ର ୧୩ ଦିନରେ ଧାନ ଗଛରୁ ଥୋଡ଼ ବାହାରିଛି । ଏହାକୁ ନେଇ ଚାଷୀ କୃଷିବିଭାଗ ଅଫିସରେ ଜାଣାଇଛନ୍ତି । କୃଷୀ ଅଧିକାରୀ କ୍ଷେତ ବୁଲି ଅନୁଧ୍ୟାନ କରିବା ପାଇଁ ପ୍ରତିଶୃତି…

ଅସରାଏ ବର୍ଷାରେ ଲହଡ଼ି ମାରୁଛି ବର୍ଷା ପାଣି ,କାଗଜକଲମରେ ଚାଲିଛି ଜଳନିଷ୍କାସନ ଯୋଜନା!

କେନ୍ଦ୍ରପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳରେ ବୁଧବାର ସଂନ୍ଧ୍ୟା ସୁଧା ୨୭ ମିମିରୁ ଅଧିକ ବର୍ଷା ହୋଇଥିବା ବେଳେ ସହରବାସୀ କୁତ୍ରିମ ବନ୍ୟାରେ ଉବୁଡୁବୁ ହୋଇଛନ୍ତି । ପୌରପ୍ରଶାସନର ପ୍ରହସନ ଯୋଗୁଁ ବିଗତ ୧୫ ବର୍ଷରୁ ଊର୍ଦ୍ଧ୍ୱ ହେବ ପୌରାଂଚଳରେ କୁତ୍ରିମ ବନ୍ୟା…