ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ ୯ ଦିନରେ,୧୯୪ ସ୍କୁଲରେ ପାଠପଢ଼ା ଠପ୍

ରାଜ୍ୟ ପ୍ରାଥମିକ ଶିକ୍ଷକ ସଂଘ ଆହ୍ବାନ କ୍ରମେ ଆଜି ପଟ୍ଟାମୁଣ୍ଡାଇ ବ୍ଳକ ଓ ପୌରଚଂଳର ସମସ୍ତ ପ୍ରାଥମିକ ଶିକ୍ଷକ ମାନଙ୍କ ଆନ୍ଦୋଳନ ୯ ଦିନରେ ପହଂଚିଛି । ଶିକ୍ଷକ ମାନେ ସମୂହ ଛୁଟି ନେଇ ଚଳିତ ମାସ ୮ ତାରିଖରୁ ଆରମ୍ଭ…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ପରଲୋକ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ତଥା ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଛି । ଶନିବାର ଦିଲ୍ଲୀ ସ୍ଥିତ ବାସଭବନରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା ।…

ଆନ୍ଧ୍ର ମର୍ମତୃନ୍ତ ଦୁର୍ଘଟଣା ଘଟଣା , ମୃତ ଦେହ କିପରି କେନ୍ଦ୍ରାପଡ଼ାରେ ପହଁଞ୍ଚିବ ଆଲୋଚନା କଲେ କେନ୍ଦ୍ରାପଡ଼ା ବିଧାୟକ

ଶୁକ୍ରବାର ପ୍ରତ୍ୟୁଷରେ ଆନ୍ଧ୍ରପ୍ରଦେଶର ଚିତ୍ତୂର ଜିଲ୍ଲାରେ ମର୍ମତୃନ୍ତ ଦୁର୍ଘଟଣା ଘଟି କେନ୍ଦ୍ରାପଡ଼ା ଜିଲାର ୪ ଜଣଙ୍କ ଅକାଳ ବିୟୋଗ ଘଟିଛି । ସେମାନେ ହେଲେ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡେଇ ବ୍ଲକ୍ ନୀଳକଣ୍ଠପୁର ଗ୍ରାମ ପଞ୍ଚାୟତର ଗୋବିନ୍ଦପୁର ଗ୍ରାମର ତ୍ରିଲୋଚନ ନାୟକ, ବିଜୟ…

କେନ୍ଦ୍ରାପଡାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଗଣଧାରଣା ଅବ୍ୟାହତ ଧାରଣାରେ ସାମିଲ ହେଲେ କେନ୍ଦ୍ରାପଡା ବିଧାୟକ

କେନ୍ଦ୍ରାପଡ଼ା,୧୫ା୯ : କେନ୍ଦ୍ରାପଡା ଜିଲ୍ଲାରେ ମେଡିକାଲ କଲେଜ ଓ ହସପିଟାଲ ପ୍ରତିଷ୍ଠା ନିମନ୍ତେ ଚାଲିଥିବା ଗଣଧାରଣା ଆଜି ଏଗାର ଦିନରେ ପହଞ୍ଚିଛି । ଦାବି ହାସଲ ପର୍ଯ୍ୟନ୍ତ ଆନ୍ଦୋଳନ ଚଳାଇ ରଖିବାକୁ ଜିଦରେ ଅଟଳ ଥିବା କ୍ରିୟାନୁଷ୍ଠାନ କମିଟି ଜିଲ୍ଲାର ବିଭିନ୍ନ…

ଉତ୍କଳ ସମାଜ ପକ୍ଷରୁ ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ପାଇଁ ପ୍ରଶାସନକୁ ଦାବିପତ୍ର

କେନ୍ଦ୍ରାପଡ଼ା,୧୫ା୯: ଜଳସେଚନର ଅଭାବ ଯୋଗୁଁ କୃଷି ପ୍ରଧାନ ଜିଲ୍ଲା କେନ୍ଦ୍ରାପଡାର କୃଷକ ପରିବାରର କର୍ମଠ ଯୁବକ ଓ ଯୁବତୀମାନେ ଦାଦନ ଖଟିବା ପାଇଁ ବାହାର ରାଜ୍ୟକୁ ଯିବାକୁ ବାଧ୍ୟ ହେଉଛନ୍ତି । ଅଚଳ ହୋଇ ପଡିଥିବା ଉଠା ଜଳସେଚନ ପ୍ରକଳ୍ପ ଗୁଡିକର…