ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ ଓ ଧାରଣାକୁ ବିଜେପି ନେତାଙ୍କ ସମର୍ଥନ

ରାଜ୍ୟ ପ୍ରାଥମିକ ଶିକ୍ଷକ ସଂଘ ଆହ୍ବାନ କ୍ରମେ ପଟ୍ଟାମୁଣ୍ଡାଇ ବ୍ଳକ ଓ ପୌରଚଂଳର ସମସ୍ତ ପ୍ରାଥମିକ ଶିକ୍ଷକମାନଙ୍କ ଆନ୍ଦୋଳନ ଜାରି ରହିଛି ।  ଶହଶହ ଶିକ୍ଷକ ବ୍ଳକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ପ୍ରତିବାଦ ଜଣାଇବା ସହ ଧାରଣାରେ ବସିଛନ୍ତି। ଦାବି…