ରାଜ୍ୟ ପ୍ରାଥମିକ ଶିକ୍ଷକ ସଂଘ ଆହ୍ବାନ କ୍ରମେ ପଟ୍ଟାମୁଣ୍ଡାଇ ବ୍ଳକ ଓ ପୌରଚଂଳର ସମସ୍ତ ପ୍ରାଥମିକ ଶିକ୍ଷକମାନଙ୍କ ଆନ୍ଦୋଳନ ଜାରି ରହିଛି ।  ଶହଶହ ଶିକ୍ଷକ ବ୍ଳକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ପ୍ରତିବାଦ ଜଣାଇବା ସହ ଧାରଣାରେ ବସିଛନ୍ତି। ଦାବି ପୁରଣ ନହେବା ପର୍ଯ୍ୟନ୍ତ ଏହି ଧାରଣା ଓ ସମୂହ ଛୁଟି ଅବ୍ୟାହତ ରହିବ ବୋଲି  ପ୍ରାଥମିକ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଜିଦରେ ଅଟଳ ରହିଛନ୍ତି  । ଶିକ୍ଷକ […]