ପଟ୍ଟାମୁଣ୍ଡାଇ ପୌରାଂଚଳରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ,ଏନଜିଟି ଫାସରେ ପଡିବାର ସମ୍ଭାବନା

ଜଳ ନିଷ୍କାସନ ବ୍ୟବସ୍ଥା ନଥିବାରୁ ପରିସ୍ଥିତି ସଂଗୀନ ମଶା ଉପଦ୍ରବରେ ସହର ବାସୀ ଅତିଷ୍ଠ ବର୍ଜ୍ୟବସ୍ତୁର ସଠିକ ପରିଚାଳନା ହେେଉନି         କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହରାଂଚଳରେ ଉନ୍ନତି କରଣ ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା…

ଜିଲ୍ଲା ଅବସରପ୍ରାପ୍ତ ଶିକ୍ଷା ପରିଦର୍ଶକ ସଂଗଠନର ମହାବନ୍ଧୁମିଳନ ସମାରୋହ

କେନ୍ଦ୍ରାପଡା ଜିଲ୍ଲା ଅବସରପ୍ରାପ୍ତ ଶିକ୍ଷା ପରିଦର୍ଶକ ସଂଗଠନର ବାର୍ଷିକ ମହାବନ୍ଧୁମିଳନ ସମାରୋହ ଗରାପୁରସ୍ଥ କାର୍ଯ୍ୟାଳୟ ପରିସରରେ ସଂଗଠନର ମୁଖ୍ୟ ଉପଦେଷ୍ଟା ବରିଷ୍ଠ ଶିକ୍ଷାବିତ ମନ୍ମଥ କୁମାର ରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ଜିଲ୍ଲାରେ କାର୍ଯ୍ୟକରି ଅବସର ନେଇଥିବା ଶିକ୍ଷା…

କେନ୍ଦ୍ରାପଡା ବ୍ଲକ ଓଷ୍ଟାର ପ୍ରତିବାଦ ସଭା

କେନ୍ଦ୍ରାପଡା ବ୍ଲକ ଓଷ୍ଟାର ଆହ୍ୱାନରେ ଏକ ପ୍ରତିବାଦ ସଭା ଶତାଧିକ ଶିକ୍ଷୟତ୍ରୀ ଶିକ୍ଷକ କର୍ମଚାରୀ, ଅଭିଭାବକ, ଅଭିଭାବିକା, ପରିଚାଳନା କମିଟି ସଦସ୍ୟ/ସଦସ୍ୟାମାନଙ୍କୁ ନେଇ ଭରତପୁର ବାଳିକା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ ଅନୁଷ୍ଠିତ ହୋଇଯାଇଛି । ଆନ୍ଦୋଳନ ପରିଚାଳନା କମିଟିର ସଭ୍ୟ ନାରାୟଣ…

ପୋଲିସ କବ୍‌ଜାରେ ଡକାୟତ ଗ୍ୟାଙ୍ଗ: ଚୋରୀ ଜିନିଷ ଉଦ୍ଧାର

କେନ୍ଦ୍ରାପଡା ଜିଲ୍ଲା ପୋଲିସ ଏକ ଡକାୟତ ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି । ଏହି ଗ୍ୟାଙ୍ଗ ବିଭିନ୍ନ ସ୍ଥାନରେ ଚୋରୀ ଓ ଡକାୟତି କରିଥିବା ଜଣାପଡିଛି । ରାଜନଗର ବ୍ଲକ ସଦର ମହକୁମା (ବାରମାଣିଆ) ର ରାଜନଗର ମଙ୍ଗରାଜପୁର ରାସ୍ତା ପାଶ୍ୱର୍ରେ…