କେନ୍ଦ୍ରାପଡ଼ା, ୨୪ା୯: କେନ୍ଦ୍ରାପଡା ଦିବ୍ୟ ଜୀବନ ସଙ୍ଘ ପକ୍ଷରୁ ଅଧ୍ୟକ୍ଷା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଚଳିତମାସ ୮ତାରିଖରେ ବିଶ୍ୱ ଦିବ୍ୟଜୀବନ ସଙ୍ଘର ପ୍ରତିଷ୍ଠାତା ସଦଗୁରୁଦେବ ସ୍ୱାମୀ ଶିବାନନ୍ଦ ମହାରାଜାଙ୍କ ୧୩୬ତମ ଜୟନ୍ତୀ ଠାରୁ ୨୪ତାରିଖ ସ୍ୱାମୀ ଚିଦାନନ୍ଦ ମହାରାଜଙ୍କ ଜୟନ୍ତୀ ପର୍ଯ୍ୟନ୍ତ ଦିବ୍ୟ ଆଧ୍ୟାତ୍ମିକ ପକ୍ଷ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ପ୍ରତ୍ୟେହ ନଗର ସଙ୍କୀର୍ତ୍ତନ, ଗୁରୁ ପାଦପୂଜା, ଯୋଗାସନ, ଗୀତା ଓ ଭାଗବତ ପାରାୟଣ, […]
Day: 24 September 2023
କେନ୍ଦ୍ରାପଡା ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳର ୭ ପଞ୍ଚାୟତରେ ଏକ କଂଗ୍ରେସ କର୍ମୀ ସମ୍ମିଳନୀ ରବିବାର କେନ୍ଦ୍ରାପଡା ବ୍ଲକ କଂଗ୍ରେସ ସଭାପତି ଚିତ୍ରସେନ ପରିଡାଙ୍କ ସଭାପତିତ୍ୱରେ ଦାଣ୍ଡିସାହିଠାରେ ଅନୁଷ୍ଠିତ ହୋଇଯାଇଛି ।ଏହି ସମ୍ମିଳନୀରେ ଧୋୟାଞ୍ଚଳର ଅଳପୁଆ, ତରଡିପାଳ, ପେଣ୍ଠପାଳ, ସିଂହଗାଁ, ଅଣ୍ଢରା, ଅମୃତମଣୋହୀ ଓ ବଲୁରିଆ ସମେତ ୭ଟି ପଞ୍ଚାୟତର ୭ଶହରୁ ଉର୍ଦ୍ଧ୍ୱ କର୍ମୀ ଏକାଠି ହୋଇ ଆଗାମୀ ନିର୍ବାଚନରେ ‘ଆମ୍ଭେ ବିଧାନସଭା ଯିବା’ ଲକ୍ଷ୍ୟ ହାସଲ କରିବାକୁ […]
କେନ୍ଦ୍ରାପଡ଼ା୨୩/୯ -ପୂର୍ବତନ ମନ୍ତ୍ରୀ ତଥା କେନ୍ଦ୍ରାପଡ଼ା ସୁଖ ଦୁଖଃର ସାଥୀ ଜନନେତା ଗଣେଶ୍ୱର ବେହେରାଙ୍କ ଜନ୍ମଦିନ ନିଆରାଢଙ୍ଗରେ ପାଳନ କଲେ ବିଧାନସଭା ଯୁବ କଂଗ୍ରେସ ଓ ଜିଲ୍ଲା ଛାତ୍ର କଂଗ୍ରେସ କର୍ମିମାନେ । ଏହି ଅବସରରେ ଶ୍ରୀ ବଳଦେବ ଜୀୟୁଙ୍କ ନିକଟରେ ଦୀପ ପ୍ରଜ୍ୱଳନ କରାଯାଇ ତାଙ୍କର ଦୀର୍ଘ ଜୀବନ କାମନା କରିଥିଲେ । ସେଠାରେ ସେମାନେ ଗଣେଶ ଭାଇଙ୍କ ନେତୃତ୍ୱରେ ଦଳକୁ ସୁଦୃଢ କରିବାକୁ ବଜ୍ର ଶପଥ ନେଇଥିଲେ […]
କେନ୍ଦ୍ରାପଡ଼ା,୨୩ା୯ : ଦୀର୍ଘଦିନ ହେବ କେନ୍ଦ୍ରାପଡା ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଦଳମତ ନିର୍ବିଶେଷରେ କେନ୍ଦ୍ରାପଡା ଜିଲ୍ଲା ମେଡିକାଲ କଲେଜ ପ୍ରତିଷ୍ଠା ମିଳିତ କ୍ରିୟାନୁଷ୍ଠାନ କମିଟିର ଆହ୍ୱାନକ୍ରମେ ଚାଲିଥିବା ଆନ୍ଦୋଳନ ସହିତ ଗତ ଗୁରୁଦିବସ ଠାରୁ ଗରାପୁରସ୍ଥିତ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟଳୟ ସନ୍ନିକଟ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ୧୮ଦିନ ଧରି ଚାଲିଥିବା ଗଣଧାରଣା ଆଜି ଶୀର୍ଷ ରୂପ ନେଇଛି । ଏହି ଆନ୍ଦୋଳନରେ ସମସ୍ତ ୯ଟି ବ୍ଲକ ଓ […]