ପଟ୍ଟାମୁଣ୍ଡାଇ ପୌରପରିଷଦରେ ଖୋଲାଖୋଲି ଅପଚୟ ହେଉଛି ବିଦ୍ୟୁତ, ବିଲ ଗଣୁଛି ପରିଷଦ

ସାରା ରାଜ୍ୟରେ ବିଜୁଳି ସଙ୍କଟ ଦେଖାଦେଉଥିବା ବେଳେ ବାରମ୍ବାର ଅଘୋଷିତ ବିଦ୍ୟୁତକାଟ ହେଉଛି । ମାତ୍ର ପଟ୍ଟାମୁଣ୍ଡାଇ ପୌରପରିଷଦରେ ରାତି ଦିନ ୨୪ ଘଂଟା ବିଜୁଳି ଷ୍ଟ୍ରଟ ବତୀ ଜଳୁଛି । ବିଦ୍ୟୁତ ଅପଚୟ ହେବା ସହ କୋଟି କୋଟି ଟଙ୍କା…

ପୂର୍ବତନ ବିଧାୟକ କିଶୋର ତରାଇଙ୍କ ଧୋୟାଂଚଳ ଗସ୍ତ

୨୦୨୪ ସାଧାରଣ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ପଟ୍ଟାମୁଣ୍ଡାଇ ଧୋୟାଂଚଳରେ କିଛିଟା ଉଷ୍ମତା ଆସିଗଲାଣି । ସବୁ ଦଳ ନିଜ ନିଜ ପକ୍ଷରୁ ପ୍ରସ୍ତୁତି ଆରମ୍ଭ କରିଦେଲେଣି । ବିକାଶମୂଳକ କାମ ସହ ଦଳୀୟ ଆଭ୍‌ିମୁଖ୍ୟକୁ ବିଭିନ୍ନ ପ୍ଳାଟଫର୍ମରେ ଜନସାଧାରଣଙ୍କ ପାଖରେ…

ପଟ୍ଟାମୁଣ୍ଡାଇ ପୌରପରିଷଦରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସମୀକ୍ଷା ବୈଠକ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ପୌରାଂଚଳରେ ଗରିବ ଲୋକମାନଙ୍କୁ ମୁଣ୍ଡ ଗୁଞ୍ଜିବା ପାଇଁ ଯୋଗାଇ ଦିଆଯାଉଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ଠିକଣା ଭାବେ କାର୍ଯ୍ୟକରିବା ସହିତ ତ୍ୱରାନ୍ୱିତ କରିବା ପାଇଁ ଓଡିଶା ଅର୍ବାନ ହାଉସିଂ ମିଶନର ଏସଏଲଟିସି ପାର୍ଥସାରଥୀ ସାହୁ ପଟ୍ଟାମୁଣ୍ଡାଇ ପୌର…

ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା, ତା୨୫/୦୯: ଆସନ୍ତା ଅକ୍ଟୋବର ୧ ତାରିଖରେ କେନ୍ଦ୍ରାପଡ଼ା ପୌର ପରିଷଦ ଟାଉନ୍‌ହଲ୍ ପରିସରରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳନ କରାଯିବ । ଏହି ଉପଲକ୍ଷେ ଆଜି ଅପରାହ୍ଣ ୪ଘଟିକା ସମୟରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏକ…

ଗୁଲନଗର ପଞ୍ଚାୟତରେ ଗଣେଶମେଢ ମେଲଣ ଓ ଭସାଣୀ ଉତ୍ସବ

କେନ୍ଦ୍ରାପଡା, ୨୫/୯: କେନ୍ଦ୍ରାପଡା ସହର ଉପଖଣ୍ଡ ଗୁଲନଗର ପଞ୍ଚାୟତରେ ଗଣେଶମେଢ ମେଲଣ ଓ ଭସାଣୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଭାସାଣୀ ଊତ୍ସବରେ ପାଞ୍ଚାତୟରୁ ୯ଟି ମେଢ ଯୋଗ ଦେଇଥିଲେ । ପ୍ରାତ ୮ଟାରୁ ଏହି ଉତ୍ସବ ଆରମ୍ଭ କରାଯାଇଥିଲା…

ମଦ ପିଇବାକୁ କେନ୍ଦ୍ର କରି ଯୁବକଙ୍କୁ ଛୁରାମାଡ , ଜଣେ ମୃତ

କେନ୍ଦ୍ରାପଡ଼ା ଜିଲ୍ଲା  ନିକିରାଇ ଥାନା ଅନ୍ତର୍ଗତ ଧୂମାତ ପଞ୍ଚାୟତର ଶାସନ ଗ୍ରାମରେ ଦୁଇ ଯୁବକ ମଦ ପିଇବା ସମୟରେ ନିଜ ନିଜ ମଧ୍ୟରେ କଳି ହେବାରୁ ଜଣେ ଆଉ ଜଣଙ୍କୁ ଛୁରା ଭୁଷି ଦେଇଥିଲା । ଯାହାଫଳରେ ଯୁବକ ଗୁରୁତର ହୋଇ…

ଅଖିଳ ଭାରତୀୟ ପଛୁଆ ବର୍ଗ ଓ ସଂଖ୍ୟାଲଘୁ ବିକାଶ ପରିଷଦ ରାଜ୍ୟ ମହାସଚିବ ହେଲେ ମହମ୍ମଦ ଅମୀର

କେନ୍ଦ୍ରାପଡ଼ା, ୨୫ା୯: ଅଖିଳ ଭାରତୀୟ ଏସ.ସି. , ଏସ.ଟି. , ଓ.ବି.ସି. ଏବଂ ସଂଖ୍ୟାଲଘୁ ବିକାଶ ପରିଷଦର ରାଷ୍ଟ୍ରୀୟ ସଭାପତି ରାଜ ସିଂ ଭରଦ୍ୱାଜଙ୍କ ସହମତିରେ ୭ଟି ରାଜ୍ୟର ରାଜ୍ୟ ସଭାପତି ଓ ରାଜ୍ୟ ମହାସଚିବଙ୍କ ନାମ ଅନୁଷ୍ଠାନର ରାଷ୍ଟ୍ରୀୟ ମହାସଚିବ…

ପଟ୍ଟାମୁଣ୍ଡାଇ ଠାରେ ଜିଲ୍ଲା ବିଜ୍ଞାନ କେନ୍ଦ୍ର ଖୋଲାଯିବ :ମନ୍ତ୍ରୀ

କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଠାରେ ବିଜ୍ଞାନର ପ୍ରଚାର ପ୍ରସାର ତଥା ଭିତରକନିକା ଜୈବ ବିବିଧତା ଉପରେ ଛାତ୍ର ଛାତ୍ରୀ ମାନେ ଗବେଷଣା କରିବା ପାଇଁ ପଟ୍ଟାମୁଣ୍ଡାଇ ଠାରେ ଜିଲ୍ଲା ବିଜ୍ଞାନ କେନ୍ଦ୍ର ଖୋଲିବା ପାଇଁ ସରକାର ପଦକ୍ଷେପ ଗ୍ରହଣ କରୁଛନ୍ତି ବୋଲି…

ନିଖିଳ ଓଡିଶା ଜେଲ କର୍ମଚାରୀ ମହାସଙ୍ଘର ଡାକରାରେ କାରାରକ୍ଷୀଙ୍କ ଆମରଣ ଅନଶନ

କେନ୍ଦ୍ରାପଡ଼ା,୨୫ା୯: ନିଖିଳ ଓଡିଶା ଜଲେ କର୍ମଚାରୀ ସଙ୍ଘର ଡାକରାରେ ୫ଦଫା ଦାବି ନେଇ କାରାରକ୍ଷୀମାନେ କେନ୍ଦ୍ରାପଡା ଉପକାରାଗାର ସମ୍ମୁଖରେ ଆମରଣ ଅନଶନରେ ବସି ରହିଥିବା ଦେଖିବାକୁ ମିଳିଛି । କାରାରକ୍ଷୀମାନେ ଗତ ଚଳିତମାସ ୩ତାରିଖରୁ ୨୪ତାରିଖ ପର୍ଯ୍ୟନ୍ତ କଳାବ୍ୟାଚ ପିନ୍ଧି କର୍ତ୍ତବ୍ୟ…