ଚୋରା ମଦ ବେପାରୀଙ୍କ ବିରୁଦ୍ଧରେ କାର୍ଯ୍ୟନୁଷ୍ଠାନ ପାଇଁ ଜିଲ୍ଲାପାଳଙ୍କୁ ଅଭିଯୋଗ

କେନ୍ଦ୍ରାପଡା ଜିଲ୍ଲା ରାଜକନିକା ଥାନା ଅନ୍ତର୍ଗତ ଚରପଡା ଗ୍ରାମରେ ଦୀର୍ଘ ୮ ରୁ ୯ ମାସ ହେବ ହେଉଥିବା ଚୋରା ମଦ କାରବାରକୁ ଝାନ୍ସୀ ସ୍ୱୟଂ ସହାୟକ ଗୋଷ୍ଠୀର ସମସ୍ତ ମହିଳା ସଭ୍ୟାମାନଙ୍କ ଦ୍ୱାରା ବନ୍ଦ କରାଯାଇଛି । କାରଣ ସ୍କୁଲପାଖ…

ଶ୍ରୀ ସିଦ୍ଧ ମହାପୁରୁଷ ବାଲାବାବାଙ୍କର ଜନ୍ମ ସମାରୋହ

କେନ୍ଦ୍ରାପଡା,୨୯ା୯ : ଶୁକ୍ରବାର ଇନ୍ଦୁ ପୂର୍ଣ୍ଣିମା ଦିନ ଶ୍ରୀ ଗୋପିନାଥ ଜୀୟୁ, ବିନୋଦବିହାରୀଜୀୟୁ ଓ ବାଲାବାବା ଟ୍ରଷ୍ଟ ପରିଚାଳନା କମିଟି ଆନୁକୂଲ୍ୟରେ ଶ୍ରୀ ସିଦ୍ଧ ମହାପୁରୁଷ ବାଲାବାବାଙ୍କର ଜନ୍ମ ଉତ୍ସବ ତଥା ବାର୍ଷିକୋତ୍ସବ ଓ ଭାଗବତ ଜନ୍ମ ମହାସମାରୋହରେ ସ୍ଥାନୀୟ ଗଣାମାହାଲ…

ବିଶ୍ୱ ହୃତ୍‌ପିଣ୍ଡ ଦିବସ ପାଳିତ

କେନ୍ଦ୍ରାପଡା, ୨୯/୯: ଆଜି ପୂର୍ବାହ୍ନ ୧୧ ଘଟିକା ସମୟରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଆନୁକୂଲ୍ୟରେ କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ବିଶ୍ୱ ହୃତ୍‌ପିଣ୍ଡ ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ…

ସାନଅଢଙ୍ଗ ଗ୍ରାମପଞ୍ଚାୟତର ଜାଲ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ , ଅର୍ଥ ଆଦାୟ ପାଇଁ ହାଇକୋର୍ଟଙ୍କ ନିର୍ଦେଶ

କେନ୍ଦ୍ରାପଡ଼ା, ୨୯ା୯: ସାନଅଢଙ୍ଗ ଗ୍ରାମପଞ୍ଚାୟତର ୭୭ଜଣ ଜାଲ ହିତାଧିକାରୀଙ୍କୁ ପ୍ରଦାନ କରାଯାଇଥିବା ଭତ୍ତା ଅର୍ଥ ଆଦାୟ ପାଇଁ ଆବଶ୍ୟକ ଆଇନଗତ କାର୍ଯ୍ୟାନୁଷ୍ଠାନ ଦେଢମାସ ମଧ୍ୟରେ ଗ୍ରହଣ କରିବାକୁ ହାଇକୋର୍ଟ କେନ୍ଦ୍ରାପଡା ଜିଲ୍ଲାପାଳଙ୍କୁ ନିର୍ଦେଶ ଦେଇଥିବା ଜଣାପଡିଛି । ଅଭିଯୋଗ ଅନୁଯାଇ କେନ୍ଦ୍ରାପଡା…

କେନାଲ ରାସ୍ତାରେ ପଡୁଛି ପୌରାଂଚଳ ଆବର୍ଜନା ପ୍ରତିକାର ପାଇଁ ଦାବି

ପଟ୍ଟାମୁଣ୍ଡାଇ ପୈାରସଂସ୍ଥା ପକ୍ଷରୁ ବିଭିନ୍ନ ୱାର୍ଡରୁ ବାହାରୁଥିବା ଅଳିଆ ଆବର୍ଜ୍ଜନା ସବୁକୁ ପଟ୍ଟାମୁଣ୍ଡାଇ କେନାଲ ବନ୍ଧର ଇଲେକ୍ଟ୍ରିକ ଅଫିସ ନିକଟ ପୋଲ ପାଖ କେନାଲ କଡରେ ପକାଯାଉଥିବାରୁ ସେଠାରେ ଅସ୍ୱାସ୍ଥ୍ୟକର ପରିବେଶ ସୃଷ୍ଟି ହେଉଥିବା ଅଭିଯୋଗ ହୋଇଛି । ଏଭଳି ସହରର…

ବ୍ଲକ୍‌ରେ ଦୁର୍ନୀତି ନେଇ କଂଗ୍ରେସର ରଣହୁଙ୍କାର ଘଟଣାରେ ଥାନାରେ ଅଭିଯୋଗ

ପଟ୍ଟାମୁଣ୍ଡାଇ ୨୯/୯ -ରାଜ୍ୟରେ ଚାଲିଥିବା ବାବୁରାଜ ବିରୋଧରେ ଦିନକୁ ଦିନ ମୁହାଁ ମୁହିଁ ହେବାରେ ଲାଗିଛନ୍ତି ବିରୋଧିଦଳ ନେତା-ପ୍ରଶାସକ ଓ ତୀବ୍ର ହେବାରେ ଲାଗିଛି ବିରୋଧ । ବିଭିନ୍ନ କାରଣକୁ ନେଇ କଥା କଟା କଟି ହେବା ସହ ଘଟଣା କୁ…

ଜଙ୍ଗଲ ଜମିରେ ବିଧାୟକଙ୍କ ହୋଟେଲ ଅଭିଯୋଗ ଆଣି କୁଶପୁତଳିକା ପୋଡିଲା କଂଗ୍ରେସ

  ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସର କହିଲା ଅଭିଯୋଗ ଆମର ନୁହେଁ, ଆଣିଥିଲେ ଅଶୋକ ପ୍ରତିହାରୀ ବିଜେଡିର ଦାବି କଂଗ୍ରେସ ବିଧାୟକଙ୍କ ସଂପୃକ୍ତିର ପ୍ରମାଣ ସାର୍ବଜନୀନ କରୁ କେନ୍ଦ୍ରାପଡା ୨୯/୯ ଜଙ୍ଗଲ ଜମିରେ ରାଜନଗର ବିଧାୟକ ଧ୍ରୁବ ସାହୁ ବେଆଇନ ଭାବେ ନିଜସ୍ୱ…