ପଟ୍ଟାମୁଣ୍ଡାଇରେ ଏ ଡି ଜେ କୋର୍ଟ ଖୋଲିବା ପାଇଁ ପଦକ୍ଷେପ ନିଆଯାଇଛି :ଆଇନମନ୍ତ୍ରୀ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଠାରେ ଏକ ଏଡିଜେ କୋର୍ଟ ଖୋଲିବା ପାଇଁ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି ବୋଲି ଆଜି ପବିତ୍ର ବିଧାନସଭା ଗୃହରେ ମନ୍ତ୍ରୀ ପ୍ରକାଶ କରିଛନ୍ତି । ରାଜନଗର ବିଧାୟକ ଧ୍ରୁବ ସାହୁ ପଟ୍ଟାମୁଣ୍ଡାଇ ସମେତ ରାଜନଗର ଆଳି…

ପଟ୍ଟାମୁଣ୍ଡାଇ କଲେଜରେ ଶୈକ୍ଷିକ ଓ ପ୍ରଶାସନିକ ମାନ ସମୀକ୍ଷା

ପଟ୍ଟାମୁଣ୍ଡାଇ କଲେଜର ୨୦୨୦-୨୧ ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ଶୈକ୍ଷିକ ଓ ପ୍ରଶାସନିକ ମାନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । କଲେଜ ପରିଚାଳନା କମିଟି ସଭାପତି ପ୍ରଫେସର ଅଧିକାରୀ ଲଷ୍ମୀନାରାୟଣ ଦାଶଙ୍କ ପୌରହିତ୍ୟରେ ଆୟୋଜିତ ସମୀକ୍ଷା ବୈଠକରେ କଲେଜ ଅଧ୍ୟକ୍ଷ ପ୍ରଫେସର…

ଶ୍ରୀ ଶ୍ରୀ ନୃସିଂହଜୀଉଙ୍କୁ ଦର୍ଶନ କଲେ ଖାଦ୍ୟ ଓ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ

କେନ୍ଦ୍ରାପଡା ସହରର ବଣିଆମାଳସ୍ଥିତ ଶ୍ରୀ ଶ୍ରୀ ନୃସିଂହଜୀଉଙ୍କୁ ଦର୍ଶନ କରି କୃପା ଭିକ୍ଷା କରିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ । ଏହା ଏକ ପୁରାତନ ମନ୍ଦିର ହୋଇଥିବା ସ୍ଥଳେ…

କେନ୍ଦ୍ରାପଡା ଜିଲ୍ଲାରେ ପ୍ରଥମ ଥର ପାଇଁ ଅବସର ପୂର୍ବରୁ ଫାଇନାଲ ପେନସନ କାଗଜପତ୍ର ସମାପ୍ତ

କେନ୍ଦ୍ରାପଡା ଜିଲ୍ଲା ଶିକ୍ଷା ବିଭାଗର ସେକସନ ଅଫିସର ପଦରୁ ବ୍ରହ୍ମାନନ୍ଦ ସ୍ୱାଇଁ ଅବସର ଗ୍ରହଣ କରିଛନ୍ତି । ଜିଲ୍ଲାର ପ୍ରଥମ ସରକାରୀ କର୍ମଚାରୀ ଭାବେ ଶ୍ରୀ ସ୍ୱାଇଁଙ୍କର ଅବସର ପୂର୍ବରୁ ତାଙ୍କର ଫାଇନାଲ ପେନସନ କାଗଜପତ୍ର ଅନଲାଇନ୍‌ରେ ପଠାଇଦିଆଯାଇଛି । ଅବସର…

କେନ୍ଦ୍ରାପଡା ପୈାରପରିଷଦରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସମୀକ୍ଷା

କେନ୍ଦ୍ରାପଡ଼ା, ୨୯ା୯: ରାଜ୍ୟରେ ଥିବା ସମସ୍ତ ପୈାରାଞ୍ଚଳର ଗରିବଲୋକମାନଙ୍କୁ ଯୋଗାଇ ଦିଆଯାଉଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ସଠିକ ଭାବରେ କାର୍ଯ୍ୟକାରିତା କରିବା ପାଇଁ ସରକାର ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦେଶ ପ୍ରଦାନ କରିଛନ୍ତି । ସେହି ଅନୁଯାୟୀ କେନ୍ଦ୍ରାପଡା ପୈାରାଞ୍ଚଳରେ କାର୍ଯ୍ୟକାରୀ ହେଉଥିବା…