କେନ୍ଦ୍ରାପଡା ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳର ୭ ପଞ୍ଚାୟତରେ ଏକ କଂଗ୍ରେସ କର୍ମୀ ସମ୍ମିଳନୀ ରବିବାର କେନ୍ଦ୍ରାପଡା ବ୍ଲକ କଂଗ୍ରେସ ସଭାପତି ଚିତ୍ରସେନ ପରିଡାଙ୍କ ସଭାପତିତ୍ୱରେ ଦାଣ୍ଡିସାହିଠାରେ ଅନୁଷ୍ଠିତ ହୋଇଯାଇଛି ।ଏହି ସମ୍ମିଳନୀରେ ଧୋୟାଞ୍ଚଳର ଅଳପୁଆ, ତରଡିପାଳ, ପେଣ୍ଠପାଳ, ସିଂହଗାଁ,…
Month: September 2023
ଯୁବ କଂଗ୍ରେସ ଓ ଛାତ୍ର କଂଗ୍ରେସ ପକ୍ଷରୁ ସୁଖିଲା ଖାଦ୍ୟ ବଣ୍ଟନ
କେନ୍ଦ୍ରାପଡ଼ା୨୩/୯ -ପୂର୍ବତନ ମନ୍ତ୍ରୀ ତଥା କେନ୍ଦ୍ରାପଡ଼ା ସୁଖ ଦୁଖଃର ସାଥୀ ଜନନେତା ଗଣେଶ୍ୱର ବେହେରାଙ୍କ ଜନ୍ମଦିନ ନିଆରାଢଙ୍ଗରେ ପାଳନ କଲେ ବିଧାନସଭା ଯୁବ କଂଗ୍ରେସ ଓ ଜିଲ୍ଲା ଛାତ୍ର କଂଗ୍ରେସ କର୍ମିମାନେ । ଏହି ଅବସରରେ ଶ୍ରୀ ବଳଦେବ ଜୀୟୁଙ୍କ ନିକଟରେ…
କେନ୍ଦ୍ରାପଡାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଅର୍ଥନୈତିକ ଅବରୋଧ
କେନ୍ଦ୍ରାପଡ଼ା,୨୩ା୯ : ଦୀର୍ଘଦିନ ହେବ କେନ୍ଦ୍ରାପଡା ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଦଳମତ ନିର୍ବିଶେଷରେ କେନ୍ଦ୍ରାପଡା ଜିଲ୍ଲା ମେଡିକାଲ କଲେଜ ପ୍ରତିଷ୍ଠା ମିଳିତ କ୍ରିୟାନୁଷ୍ଠାନ କମିଟିର ଆହ୍ୱାନକ୍ରମେ ଚାଲିଥିବା ଆନ୍ଦୋଳନ ସହିତ ଗତ ଗୁରୁଦିବସ ଠାରୁ ଗରାପୁରସ୍ଥିତ ଜିଲ୍ଲାପାଳଙ୍କ ଆବାସିକ…
କେନ୍ଦ୍ରାପଡାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଗଣଧାରଣା ୧୮ଦିନରେ . ଆଜି ଅର୍ଥନୈତିକ ଅବରୋଧ
କେନ୍ଦ୍ରାପଡା ଜିଲ୍ଲାରେ ମେଡିକାଲ କଲେଜ ଓ ହସପିଟାଲ ପ୍ରତିଷ୍ଠା ଦାବିରେ ଗରାପୁରସ୍ଥିତ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ସନ୍ନିକଟ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ଚାଲିଥିବା ଗଣଧାରଣା ଆଜି ୧୮ଦିନ ପୁରିଲା । ଏପର୍ଯ୍ୟନ୍ତ ଜିଲ୍ଲା ପ୍ରଶାସନ ବା ରାଜ୍ୟ ସରକାରଙ୍କ ପକ୍ଷରୁ ଆନ୍ଦୋଳନକାରୀଙ୍କ…
ଗରାପୁର ଶିବାନନ୍ଦ ଆଶ୍ରମ ପକ୍ଷରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଫଳ ବଣ୍ଟନ
କେନ୍ଦ୍ରାପଡ଼ା, ୨୨ା୯: ବିଶ୍ୱ ଦିବ୍ୟ ଜୀବନ ସଙ୍ଘର ପ୍ରତିଷ୍ଠାତା ସଦଗୁରୁଦେବ ସ୍ୱାମୀ ଶିବାନନ୍ଦ ମହାରାଜଙ୍କର ୧୩୬ତମ ଜୟନ୍ତୀ କେନ୍ଦ୍ରାପଡାର ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମ ପକ୍ଷରୁ ପାଳିତ ହୋଇଯାଇଥିବା ବେଳେ ଆଜି ପୂର୍ବାହ୍ନରେ ଆଶ୍ରମ ପକ୍ଷରୁ କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀମାନଙ୍କୁ…
କେନ୍ଦ୍ରାପଡାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଆନ୍ଦୋଳନ ପାଇଁ ଜନଚେତନା ଅଭିଯାନ
କେନ୍ଦ୍ରାପଡାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଆନ୍ଦୋଳନକୁ ସଫଳ କରିବା ପାଇଁ ମେଡିକାଲ କଲେଜ ପ୍ରତିଷ୍ଠା ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ କେନ୍ଦ୍ରାପଡା ସହର ଓ ଏହାର ଆଖପାଖ ଅଞ୍ଚଳରେ ଜନଚେତନା କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି । ଏହି ଉପଲକ୍ଷେ ଶ୍ୟାମସୁନ୍ଦପୁର…
କୃଷି ବିଭାଗ ପକ୍ଷରୁ କ୍ଷେତ୍ରକର୍ମଚାରୀ ତାଲିମ ଶିବିର
ରାଜ୍ୟ ସରକାର କୃଷି ଓ କୃଷକର ଉନ୍ନତି ପାଇଁ ଆଧୁନିକ ଜ୍ଞାନକୌଶଳ ସହ ଯୋଜନା ପରେ ଯୋଜନା ପ୍ରସ୍ତୁତ କରିଚାଲିଥିବାରୁ କୃଷକ ସାଥୀ ସମେତ କୃଷି ବିଭାଗ କ୍ଷେତ୍ରକର୍ମ ଚାରୀମାନେ ସରକାରଙ୍କ କୃଷକକଲ୍ୟାଣ ଯୋଜନାକୁ ସଫଳ କରିବାକୁ ଅତିରିକ୍ତ ଜିଲ୍ଲା କୃଷି…
ମୋଦିଙ୍କ ଜନ୍ମଦିନରେ ଭାଜପା ପକ୍ଷରୁ ସମୂହ ଦୀପଦାନ
ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ନ ଦିନ ଉପଲକ୍ଷେ ପଟ୍ଟାମୁଣ୍ଡାଇ ଭାଜପା ପକ୍ଷରୁ ତାଙ୍କର ଦୀର୍ଘ ନିରାମୟ ଜୀବନ କାମନା କରି ସ୍ଥାନୀୟ ଶ୍ରୀରାମ ମନ୍ଦିର ଠାରେ ପୂଜାଅର୍ଚନା ସହ ସମୂହ ଦୀପଦାନ କରାଯାଇଥିଲା । ରାଜନଗର ନିର୍ବାଚନମଣ୍ଡଳୀ ଭାଜପା…
ପଟ୍ଟାମୁଣ୍ଡାଇ ଠାରେ ଏସ୍ୟୁଜେର ବୈଠକ ଓ କର୍ମକର୍ତା ଚୟନ
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ମଙ୍ଗଳା ମଣ୍ଡପ ଠାରେ ରାଜ୍ୟ ସାମ୍ବାଦିକ ୟୁନିୟନ(ଏସୟୁଜେ)ପକ୍ଷରୁ ପଟ୍ଟାମୁଣ୍ଡାଇ ବ୍ଲକ ସାଧାରଣ ବୈଠକ ଓ ବ୍ଲକ ଶାଖାର କର୍ମକର୍ତା ଚୟନ କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡା ଜିଲା୍ଲ ସହ ସଂପାଦକ ସଂଜୟ ପଣ୍ଡାଙ୍କ ପୌରହିତରେ…
ପଣ୍ଡିତ ପ୍ରମୋଦ ତ୍ରିପାଠୀଙ୍କ ପୁସ୍ତକ ଉନ୍ମୋଚନ କଲେ ରାଜ୍ୟପାଳ
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଗଙ୍ଗାରାମପୁର ହାଇସ୍କୁଲର ଶିକ୍ଷକ ତଥା ସାହିତ୍ୟିକ ପଣ୍ଡିତ ପ୍ରମୋଦ ତ୍ରିପାଠୀଙ୍କ ପୁସ୍ତକ “ପ୍ରଜ୍ଞାଦୂତ “କୁ ଓଡିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଉନ୍ମୋଚନ କରିଛନ୍ତି । ଏହି ଉପଲକ୍ଷେ ରାଜଭବନ ଠାରେ ଆୟୋଜିତ ସ୍ୱତନ୍ତ୍ର…
କେନ୍ଦ୍ରାପଡାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଆନ୍ଦୋଳନ ପାଇଁ ଜନଚେତନା ଓ ପାଣ୍ଠି ସଂଗ୍ରହ ଅଭିଯାନ
କେନ୍ଦ୍ରାପଡାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଆନ୍ଦୋଳନ ପାଇଁ ଜନଚେତନା ସୃଷ୍ଟି କରିବା ଏବଂ ଗଣପାଣ୍ଠି ସଂଗ୍ରହ ଅଭିଯାନ ମେଡିକାଲ କଲେଜ ପ୍ରତିଷ୍ଠା ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ କେନ୍ଦ୍ରାପଡା ସହରରେ ଆଜି ସନ୍ଧ୍ୟାରେ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ…
କେନ୍ଦ୍ରାପଡାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଗଣଧାରଣା ୧୭ଦିନରେ,ଆନ୍ଦୋଳନକୁ ନେତୃତ୍ୱ ଦେଲା ରାଜକନିକା ବ୍ଲକ, ଦିନକ ପରେ ମହାସଂଗ୍ରାମ
କେନ୍ଦ୍ରାପଡା ଜିଲ୍ଲାରେ ମେଡିକାଲ କଲେଜ ଓ ହସପିଟାଲ ପ୍ରତିଷ୍ଠା ଦାବିରେ ଚାଲିଥିବା ଗଣଧାରଣା ୧୭ଦିନରେ ପହଞ୍ଚିଛି । ଜିଲ୍ଲା ପ୍ରଶାସନର ଆନ୍ଦୋଳନକାରୀଙ୍କ ଦାବି ପ୍ରତି ସହାନୁଭୂତି ଥିଲେ ମଧ୍ୟ ସରକାରଙ୍କ ଠାରୁ କୈାଣସି ସଙ୍କେତ ମିଳୁନଥିବାରୁ ଚୁପ ହୋଇ ବସିଛି ।…
ପଟ୍ଟାମୁଣ୍ଡାଇ ପୌରାଂଚଳରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ,ଏନଜିଟି ଫାସରେ ପଡିବାର ସମ୍ଭାବନା
ଜଳ ନିଷ୍କାସନ ବ୍ୟବସ୍ଥା ନଥିବାରୁ ପରିସ୍ଥିତି ସଂଗୀନ ମଶା ଉପଦ୍ରବରେ ସହର ବାସୀ ଅତିଷ୍ଠ ବର୍ଜ୍ୟବସ୍ତୁର ସଠିକ ପରିଚାଳନା ହେେଉନି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହରାଂଚଳରେ ଉନ୍ନତି କରଣ ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା…
ଜିଲ୍ଲା ଅବସରପ୍ରାପ୍ତ ଶିକ୍ଷା ପରିଦର୍ଶକ ସଂଗଠନର ମହାବନ୍ଧୁମିଳନ ସମାରୋହ
କେନ୍ଦ୍ରାପଡା ଜିଲ୍ଲା ଅବସରପ୍ରାପ୍ତ ଶିକ୍ଷା ପରିଦର୍ଶକ ସଂଗଠନର ବାର୍ଷିକ ମହାବନ୍ଧୁମିଳନ ସମାରୋହ ଗରାପୁରସ୍ଥ କାର୍ଯ୍ୟାଳୟ ପରିସରରେ ସଂଗଠନର ମୁଖ୍ୟ ଉପଦେଷ୍ଟା ବରିଷ୍ଠ ଶିକ୍ଷାବିତ ମନ୍ମଥ କୁମାର ରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ଜିଲ୍ଲାରେ କାର୍ଯ୍ୟକରି ଅବସର ନେଇଥିବା ଶିକ୍ଷା…
କେନ୍ଦ୍ରାପଡା ବ୍ଲକ ଓଷ୍ଟାର ପ୍ରତିବାଦ ସଭା
କେନ୍ଦ୍ରାପଡା ବ୍ଲକ ଓଷ୍ଟାର ଆହ୍ୱାନରେ ଏକ ପ୍ରତିବାଦ ସଭା ଶତାଧିକ ଶିକ୍ଷୟତ୍ରୀ ଶିକ୍ଷକ କର୍ମଚାରୀ, ଅଭିଭାବକ, ଅଭିଭାବିକା, ପରିଚାଳନା କମିଟି ସଦସ୍ୟ/ସଦସ୍ୟାମାନଙ୍କୁ ନେଇ ଭରତପୁର ବାଳିକା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ ଅନୁଷ୍ଠିତ ହୋଇଯାଇଛି । ଆନ୍ଦୋଳନ ପରିଚାଳନା କମିଟିର ସଭ୍ୟ ନାରାୟଣ…
ପୋଲିସ କବ୍ଜାରେ ଡକାୟତ ଗ୍ୟାଙ୍ଗ: ଚୋରୀ ଜିନିଷ ଉଦ୍ଧାର
କେନ୍ଦ୍ରାପଡା ଜିଲ୍ଲା ପୋଲିସ ଏକ ଡକାୟତ ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି । ଏହି ଗ୍ୟାଙ୍ଗ ବିଭିନ୍ନ ସ୍ଥାନରେ ଚୋରୀ ଓ ଡକାୟତି କରିଥିବା ଜଣାପଡିଛି । ରାଜନଗର ବ୍ଲକ ସଦର ମହକୁମା (ବାରମାଣିଆ) ର ରାଜନଗର ମଙ୍ଗରାଜପୁର ରାସ୍ତା ପାଶ୍ୱର୍ରେ…
ନେତୃତ୍ୱର ବିକାଶରେ କଂଗ୍ରେସର ବିକାଶ : ବାଙ୍କନିଧି ବେହେରା
କେନ୍ଦ୍ରାପଡା ବିଧାନସଭା ନିର୍ବାଚନ ମଣ୍ଡଳୀ ସ୍ତରୀୟ ‘ନେତୃତ୍ୱ ବିକାଶ ମିସନ’ର ଏକ ସମାରୋହ ଏହାର ସଂଯୋଜକ ଅଜିତ ମହାପାତ୍ରଙ୍କ ସଭାପତିତ୍ୱରେ ଆଜି କଜଳା କଂଗ୍ରେସ ଭାବନଠାରେ ଅନୁଷ୍ଠିତ ହୋଇଯାଇଛି । ପିସିସି ଅନୁସୂଚିତ ଜାତି ବିଭାଗର ଅଧ୍ୟକ୍ଷ ବାଙ୍କନିଧି ବେହେରା ମୁଖ୍ୟ…
ପଟ୍ଟାମୁଣ୍ଡାଇ ଭାଜପା ପକ୍ଷରୁ ମୋ ଦେଶ ମୋ ମାଟି କାର୍ଯ୍ୟକ୍ରମ
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଭାଜପା ପକ୍ଷରୁ ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ପୋଖରୀଆପଡ଼ା ଭାଜପା କାର୍ଯ୍ୟାଳୟ ନିକଟରେ ମୋ ଦେଶ ଓ ମୋ ମାଟି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଜନଗର ନିର୍ବାଚନମଣ୍ଡଳୀ ଭାଜପା ନେତା ଡ଼ ଅଲେଖ କୁମାର ଜେନାଙ୍କ ନେତୃତ୍ୱରେ…
ଗଣେଶ ପୂଜା
ହିନ୍ଦୁ ଧର୍ମରେ ଗଣେଶ ଚତୁର୍ଥୀ ଠାରୁ ସମସ୍ତ ପର୍ବ ଆରମ୍ଭ ହୁଏ ଏବଂ ଭଗବାନ ଗଣେଶ ଙ୍କୁ ଅଗ୍ର ପୂଜ୍ୟ ଭାବରେ ବିବେଚନା କରାଯାଏ । ଯେ କୌଣସି ଶୁଭ ମାଙ୍ଗଳିକ କାର୍ଯ୍ୟ ପୂର୍ବରୁ ପ୍ରଥମେ ଗଣପତି ଙ୍କୁ ଆବାହନ ହୋଇଥାଏ…
ବିଶିଷ୍ଟ ସମାଜସେବୀ ଭଜକୃଷ୍ଣ ରାଉତଙ୍କ ପରଲୋକ
କେନ୍ଦ୍ରାପଡାର ବିଶିଷ୍ଟ ସମାଜସେବୀ, ଶିକ୍ଷା ଓ ଶିକ୍ଷକ ଆନ୍ଦୋଳନର ଅବିସମ୍ବାଦିତ ନେତା, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଘନିଷ୍ଠ ସହଯୋଗୀ, ବଗଡାସ୍ଥିତ ସିଦ୍ଧ ମରିଚାଣୀ ବିଦ୍ୟାପୀଠର ପ୍ରତିଷ୍ଠାତା ଭଜକୃଷ୍ଣ ରାଉତଙ୍କ ୭୬ ବର୍ଷ ବୟସରେ ନିଜ ବାସଭବନରେ ପରଲୋକ ହୋଇଯାଇଛି ।…
ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ ଓ ଧାରଣାକୁ ବିଜେପି ନେତାଙ୍କ ସମର୍ଥନ
ରାଜ୍ୟ ପ୍ରାଥମିକ ଶିକ୍ଷକ ସଂଘ ଆହ୍ବାନ କ୍ରମେ ପଟ୍ଟାମୁଣ୍ଡାଇ ବ୍ଳକ ଓ ପୌରଚଂଳର ସମସ୍ତ ପ୍ରାଥମିକ ଶିକ୍ଷକମାନଙ୍କ ଆନ୍ଦୋଳନ ଜାରି ରହିଛି । ଶହଶହ ଶିକ୍ଷକ ବ୍ଳକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ପ୍ରତିବାଦ ଜଣାଇବା ସହ ଧାରଣାରେ ବସିଛନ୍ତି। ଦାବି…
କେନ୍ଦ୍ରାପଡା ଜିଲ୍ଲା ଖଣ୍ଡାୟତ କ୍ଷତ୍ରୀୟ ମହାସଙ୍ଘର କୋର୍ କମିଟ ବୈଠକ
ପ୍ରସିଦ୍ଧ ବିଶ୍ୱକର୍ମା ପୂଜା ଓ ସଂକ୍ରାନ୍ତୀ ଉପଲକ୍ଷେ ସିଦ୍ଧ ଶ୍ରୀ ବଳଦେବଜୀଉଙ୍କ ଝୁଲଣମଣ୍ଡପରେ କେନ୍ଦ୍ରାପଡା ଜିଲ୍ଲା ଖଣ୍ଡାୟତ କ୍ଷତ୍ରୀୟ ମହାସଙ୍ଘର ଏକ କୋର୍ କମିଟି ବୈଠକ ସ୍ଥାୟୀ ସଭାପତି ଶରତ କୁମାର ବେହୁରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାର…
୧୩ଦିନରେ କେନ୍ଦ୍ରାପଡା ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଗଣଧାରଣା , ଆନ୍ଦୋଳନକୁ ସମର୍ଥନ ଦେଲା ପଟ୍ଟାମୁଣ୍ଡାଇ ବରିଷ୍ଠ ନାଗରିକ ମଞ୍ଚ
କେନ୍ଦ୍ରାପଡା ଜିଲ୍ଲାରେ ମେଡିକାଲ କଲେଜ ଓ ହସପିଟାଲ ପ୍ରତିଷ୍ଠା ଦାବିରେ ଆଜକୁ ୧୩ଦିନ ହେଲା କ୍ରିୟାନୁଷ୍ଠାନ କମିଟି ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ନିକଟରେ ଥିବା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ଧାରଣା ଜାରି ରଖିଛନ୍ତି । ଦୀର୍ଘ ୩ ବର୍ଷ ଧରି ଲଗାତର…
ପଟ୍ଟାମୁଣ୍ଡାଇରେ ଯାକଯମକରେ ପାଳିତ ହେଲା ବିଶ୍ୱକର୍ମା ପୂଜା
କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳରେ ନିଆରା ଢଙ୍ଗରେ ବିପୁଳ ଆନନ୍ଦ ଉଲ୍ଲାସର ସହିତ ଯାକଯମକରେ ପାଳିତ ହୋଇଯାଇଛି ବିଶ୍ୱକର୍ମା ପୂଜା । ରବିବାର ପ୍ରତ୍ୟୁଷରୁ ବିଶ୍ୱ ସର୍ଜନାର ବିନ୍ଧାଣୀ ପ୍ରଭୁ ବିଶ୍ୱକର୍ମାଙ୍କ ପୂଜା ପାଇଁ ସମଗ୍ର ପଟ୍ଟାମୁଣ୍ଡାଇ ଅଂଚଳ ଉତ୍ସବ ମୁଖର…










