ଗୋକୁଳ ଚନ୍ଦ୍ର ସଂଗୀତ ସଦନ ପକ୍ଷରୁ ଆଧ୍ୟାତ୍ମିକ ଓ ସାଂସ୍କୃତିକ ସମାରୋହ , ମାଟିର ଗୌରବାଜ୍ୱଳ ସାଂସ୍କୃତିକ ଐତିହ୍ୟର ସୁରକ୍ଷା ଦିଗରେ ପ୍ରୟାସ
କେନ୍ଦ୍ରାପଡ଼ା,୩ା୯ : କେନ୍ଦ୍ରାପଡ଼ା ଜିଲ୍ଲାର ସର୍ବ ପ୍ରାଚୀନ ସାଂସ୍କୃତିକ ଅନୁଷ୍ଠାନ ଗୋକୁଳ ଚନ୍ଦ୍ର ସଂଗୀତ ସଦନ ଆନୁକୂଲ୍ୟରେ ଆଜି ଜିଲ୍ଲା ସଂସ୍କୃତି ଭବନ ଠାରେ ଏକ ଭବ୍ୟ ଆଧ୍ୟାତ୍ମିକ ଓ ସାଂସ୍କୃତିକ ସମାରୋହ ଅନୁଷ୍ଠିତ […]
