ଶାରଦୀୟ ଦୂର୍ଗା ପୂଜା ଉତ୍ସବ କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ଅନନ୍ୟ ଗଣପର୍ବ ଓ ସଂସ୍କୃତି ଓ ପରମ୍ପରାର ମୁକସାକୀ ହୋଇଥିଲେ ମଧ୍ୟ ବିଗତ କେତେବର୍ଷ ହେବ ମା’ ଧନଦାତ୍ରୀ ଗଜଲଷ୍ମୀଙ୍କ ପୂଜା ଉତ୍ସବ ଆରମ୍ଭ ହୋଇଛି । ଏହି ପୂଜା…
Month: October 2023
ଗାଁ ଠୁ ସହର ଚାଲିଛି ଅବାଧରେ ଚୋରା ନିଶା କାରବାର
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ଦିନକୁ ଦିନ ଚୋରା ନିଶା କାରବାର ବଢ଼ି ଚାଲିଛି । ସହରରୁ ଗାଁ ପର୍ଯ୍ୟନ୍ତ ଚାରିଆଡେ ଛାତ୍ରୀଛାତ୍ରଙ୍କଠାରୁ ସାଧାରଣ ଲୋକଙ୍କ ପର୍ଯ୍ୟନ୍ତ ସଭିଁଏ ଏଥିଯୋଗୁ ପ୍ରଭାବିତ ହେଉଛନ୍ତି । ଏନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା…
ସାରା ସହର ପୋଲିସ ଛାଉଣୀ ଥିବା ବେଳେ,ଜୟୀପୁରାରୁ ଚୋରୀ
କେନ୍ଦ୍ରାପଡ଼ା, ୩୦ା୧୦ : ସାରା କେନ୍ଦ୍ରାପଡା ସହର ପୋଲିସ ଛାଉଣୀରେ ଭର୍ତ୍ତି ହୋଇଥିବା ବେଳେ ପୋଲିସକୁ ଚ୍ୟାଲେଞ୍ଜ ଦେଇ ଜୟୀପୁରାରୁ ୧୨ଲକ୍ଷରୁ ଅଧିକ ପରିମାଣର ସାମଗ୍ରୀ ଓ ନଗଦ ଅର୍ଥ ଚୋରୀ ହୋଇଥିବା ଜଣାପଡିଛି । ଅଭିଯୋଗ ଅନୁଯାୟୀ ଟାଉନ ଥାନା…
ବହୁଚର୍ଚ୍ଚିତ ଡକାୟତି ଘଟଣା ; ୪ ଜଣଙ୍କୁ ଦଣ୍ଡାଦେଶ.ଜୋରିମାନା, ୩ ନିର୍ଦ୍ଦୋଶରେ ଖଲାସ
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଥାନା ଅଂଚଳର ଏକ ଡକାୟତି ମାମଲାର ବିଚାର କରି ପଟ୍ଟାମୁଣ୍ଡାଇ ସହକାରୀ ଦୈାରା ଜଜ୍ ଶ୍ରୀମତୀ ସୁଶ୍ରୀ ସଂଗୀତା ମଲ୍ଲିକ ୪ ଜଣ ଦୋଷୀଙ୍କୁ ୫ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ଏଥି ସହିତ ୫…
କର୍ମସ୍ଥାନରେ ଯୈାନ ଉତ୍ପୀଡନର ପ୍ରତିରୋଧ ଉପରେ ସଚେତନତା କାର୍ଯ୍ୟକ୍ରମ
କେନ୍ଦ୍ରାପଡ଼ା, ୩୦ା୧୦ : ନିଜ କର୍ମସ୍ଥାନକୁ ସ୍ୱର୍ଗ ବନାଇବାକୁ ହେଲେ ମହିଳାମାନଙ୍କ ପାଇଁ ଏକ ନିରାପଦ ଏବଂ ଅନୁକୂଳ କାର୍ଯ୍ୟ ପରିବେଶ ଆମକୁ ସୃଷ୍ଟି କରିବାକୁ ହେବ । ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ କର୍ମ ସ୍ଥାନରେ…
ବିଶ୍ୱ ମିତବ୍ୟୟିତା ଦିବସ ପାଳିତ
କେନ୍ଦ୍ରାପଡ଼ା, ୩୦ା୧୦ : କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନ ଓ ସ୍ୱଳ୍ପ ସଞ୍ଚୟ ବିଭାଗର ମିଳିତ ଆନୁକୂଲ୍ୟରେ ବିଶ୍ୱ ମିତବ୍ୟୟିତା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆଜି ସକାଳ ୧୦ ଘଟିକା ସମୟରେ ଏକ ସଚେତନତା ରଥକୁ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ)…
ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ
କେନ୍ଦ୍ରାପଡ଼ା, ୩୦ା୧୦ : ପ୍ରଶାସନକୁ ସ୍ୱଚ୍ଛ, ନିର୍ମଳ ଓ ଉତ୍ତରଦାୟୀ କରିବା ଉପଲକ୍ଷେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଇଛି । ଓଡିଶା ସରକାରଙ୍କ ନିର୍ଦ୍ଦେଶାନୁଯାୟୀ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୩ ଅକ୍ଟୋବର ୩୦ ଠାରୁ ନଭେମ୍ବର ୫ ପର୍ଯ୍ୟନ୍ତ…
ବିଜୟନଗରମ୍ ଟ୍ରେନ୍ ଦୁର୍ଘଟଣା ୧୧ ମୃତ ଓ ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ
ବିଜୟନଗରମ୍ବା : ହାନଗା ଟ୍ରେନ୍ ଦୁର୍ଘଟଣା ମନରୁ ଲିଭି ନଥିବା ବେଳେ ଆନ୍ଧ୍ରପ୍ରଦେଶର ବିଜୟନଗରମ୍ ଜିଲ୍ଲାର କଣ୍ଟାକାପଲ୍ଲୀ ଏବଂ ଆଲାମଣ୍ଡା ଷ୍ଟେସନ ମଧ୍ୟରେ ଆଜି ସନ୍ଧ୍ୟାରେ ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ଏହି ଟ୍ରେନ୍ ଦୁର୍ଘଟଣାରେ ରିପୋର୍ଟ ଲେଖାଯିବା…
ଆରକ୍ଷୀ ଅଧିକ୍ଷକଙ୍କ ଦ୍ୱାରା ପୂଜା ମଣ୍ଡପ ଉଦଘାଟିତ
କେନ୍ଦ୍ରାପଡ଼ା, ୨୯ା୧୦ : ଆରକ୍ଷୀ ଅଧିକ୍ଷକ ସମ୍ବିତ ସମ୍ପଦ ମଡ଼କରଙ୍କ ଦ୍ୱାରା ଦୁହୁରିଆ ଆଇନ କଲେଜ ଛକସ୍ଥିତ ସଦଭାବନା କ୍ଲବର ମଣ୍ଡପ ଓ ତୋରଣକୁ ଉଦଘାଟନ କରିଛନ୍ତି । ଏଥିସହିତ ଚଳିତ ପୂଜାକୁ ଶାନ୍ତିଶୃଙ୍ଖଳାର ସହିତ ପାଳନ କରିବାକୁ କ୍ଲବର କର୍ମକର୍ତ୍ତା…
ଶ୍ରୀ ଗଙ୍ଗାଭଗିରଥ ପୂଜା କମିଟିର ୮୨ବର୍ଷ ପୂର୍ତ୍ତି ପାଳନ
କେନ୍ଦ୍ରାପଡ଼ା, ୨୯ା୧୦ : ଚଳିତବର୍ଷ ଶ୍ରୀ ଗଙ୍ଗାଭଗିରଥ ପୂଜା କମିଟି ତା’ର ୮୨ବର୍ଷ ପୂର୍ତ୍ତି ଉତ୍ସବ ପାଳନ କରୁଅଛି । ଏବର୍ଷ ପୂଜା କମିଟି ଚାନ୍ଦି ମେଢ ଓ ସିଂହାସନ ନିର୍ମାଣରେ ଦୁଇ କ୍ୱିଣ୍ଟାଲ ୨୦ କି.ଗ୍ରା ଚାନ୍ଦି ରୂପା ବ୍ୟବହାର…
କେନ୍ଦ୍ରାପଡା ଜିଲ୍ଲା କ୍ଷେତ୍ରୀୟ ଖଣ୍ଡାୟତ ମହାସଭାର ସାଂଗଠନିକ ସମାବେଶ ଓ ଉପଦେଷ୍ଟାମଣ୍ଡଳୀ ଗଠନ
କେନ୍ଦ୍ରାପଡ଼ା, ୨୯ା୧୦ : କେନ୍ଦ୍ରାପଡା ସହରସ୍ଥିତ ଶ୍ରୀ ଶ୍ରୀ ସିଦ୍ଧ ବାଲାବାବା ମନ୍ଦିର ପ୍ରାଙ୍ଗଣରେ ଜିଲ୍ଲା କ୍ଷେତ୍ରୀୟ ଖଣ୍ଡାୟତ ମହାସଙ୍ଘର ସାଂଗଠନିକ ସମାବେଶ ଓ ଉପଦେଷ୍ଟାମଣ୍ଡଳୀ ଗଠନ ପାଇଁ ଏକ ସମାବେଶର ଆୟୋଜନ କରାଯାଇଥିଲା । ଏହି ସମାବେଶରେ ଜିଲ୍ଲା ସଂଗଠନର…
ଜିଲ୍ଲା ସ୍ତରୀୟ ରାଜ୍ୟ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ,ବିପର୍ଯ୍ୟୟ ପରିଚାଳନାରେ କେନ୍ଦ୍ରାପଡା ରାଜ୍ୟ ସ୍ତରରେ ଅଗ୍ରଣୀ- ଅତିରିକ୍ତ ଜିଲ୍ଲାପାଳ
କେନ୍ଦ୍ରାପଡ଼ା,୨୯ା୧୦: ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଆଜି ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ପିତାମ୍ବର ସାମଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ଓଡିଶା ରାଜ୍ୟ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ-୨୦୨୩ ବୈଠକ ଅନୁଷ୍ଠିତ ହୋଇଯାଇଛି । ବାତ୍ୟା, ବନ୍ୟା, ସୁନାମି ଭଳି ପ୍ରାକୃତ୍ତିକ ବିପର୍ଯ୍ୟୟର ଭୟାବହତା,…
ପୁନର୍ବାସ ପକ୍ଷରୁ ବାର୍ଷିକ ଭିନ୍ନକ୍ଷମ ମେଧାବୃତ୍ତି ପ୍ରଦାନ ଉତ୍ସବ-୨୦୨୩
କେନ୍ଦ୍ରାପଡ଼ା, ଜିଲ୍ଲାର ଅଗ୍ରଣୀ ଅନୁଷ୍ଠାନ ପୁନର୍ବାସ ପକ୍ଷରୁ ମାଧପୁରସ୍ଥିତ ଅମରଉଦ୍ୟାନ ପରିସରରେ ବାର୍ଷିକ ଭିନ୍ନକ୍ଷମ ମେଧାବୃତ୍ତି ପ୍ରଦାନ ଉତ୍ସବ- ୨୦୨୩ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ପୁନର୍ବାସର ପ୍ରତିଷ୍ଠାତା ଡଃ. ବିରଜା ପ୍ରସାଦ ରାଉତରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ…
ମହାବାତ୍ୟାକୁ ୨୪ ବର୍ଷ , ବିପର୍ଯ୍ୟୟର ସୁପରିଚାଳନା ପାଇଁ ଆବଶ୍ୟକ ସୁଦୃଢ ଭିତିଭୂମି ନାହିଁ
୧୯୯୯ ଅକ୍ଟୋବର ୨୯ ମହାବତ୍ୟାକୁ ଆଜି ୨୪ ବର୍ଷ ପୁରିଲା । ଆଜି ବି ଲୋକେ ଭୁଲି ପାରିନାହାନ୍ତି ସେଦିନର ସମୁଦ୍ରର ବିଶାଳ ଢ଼େଉ ୩୦୦ କିମି ବେଗରେ ବହୁ ଥିବା ପବନ, ଲୋଟି ଯାଉଥିଲା ବହୁ ମହାଦ୍ରୁମ । ଅଧା…
ମୈାସୁମୀ ସାହିତ୍ୟ ପରିଷଦର ରାଜ୍ୟ ସ୍ତରୀୟ ସାହିତ୍ୟ ସମାରୋହ
କେନ୍ଦ୍ରାପଡ଼ା, ୨୮ା୧୦ : ଜିଲ୍ଲାର ପ୍ରମୁଖ ସାହିତ୍ୟ ଅନୁଷ୍ଠାନ ମୈାସୁମୀ ସାହିତ୍ୟ ପରିଷଦର ରାଜ୍ୟ ସ୍ତରୀୟ ୫ମ ସ୍ୱନକ୍ଷତ୍ର ଦିବସ, ପତ୍ରିକା ଉନ୍ମୋଚନ ଓ କବିତା ପାଠୋତ୍ସବ ସ୍ଥାନୀୟ ସାନ୍ଧ୍ୟ ମହାବିଦ୍ୟାଳୟ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ପରିଷଦର ସଭାପତି ନନ୍ଦ…
ଜିଲ୍ଲା ସ୍ତରୀୟ ୱାକଥନ ଓ ପଥ ଉତ୍ସବ: ସୁସ୍ଥ ଗଣତନ୍ତ୍ର ପାଇଁ ସଂଶୋଧନ ପ୍ରକ୍ରିୟାରେ ସକ୍ରୀୟ ଅଂଶଗ୍ରହଣ ଜରୁରୀ- ଜିଲ୍ଲାପାଳ
କେନ୍ଦ୍ରାପଡ଼ା, ୨୮ା୧୦ : ପ୍ରତ୍ୟେକ ଭୋଟ୍ ମୂଲ୍ୟବାନ । ତେଣୁ ଭୋଟର୍ ତାଲିକାରେ ରହିଯାଇଥିବା ତ୍ରୁଟିର ସଂଶୋଧନ ଏବଂ ନୂତନ ପଞ୍ଜିକରଣ ପାଇଁ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନ ପକ୍ଷରୁ ୱାକଥନ୍ ଓ ପଥ ଉତ୍ସବ ଅନୁଷ୍ଠିତ ହୋଇଯାଇଛି…
ରାଜ୍ୟ ସ୍ତରୀୟ ଚେସ୍ ଟୁର୍ଣ୍ଣାମେଣ୍ଟ ର ପ୍ରଥମ ଦିବସ
କେନ୍ଦ୍ରାପଡା ୨୮-୧୦- ଡ଼ ବୈଷ୍ଣବ ପରିଡା ମେମୋରିଆଲ୍ ଚେସ୍ ଟୁର୍ଣ୍ଣାମେଣ୍ଟ ର ୩ ୟ ବାର୍ଷିକ ରାଜ୍ୟ ସ୍ତରୀୟ ଚେସ୍ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ ହୋଇଯାଇଛି । କେନ୍ଦ୍ରାପଡା ଗୋପଛକ ନିକଟ ଆଲ୍ଫା ବେଷ୍ଟ ବେସରକାରୀ କଲେଜରେ ଏହି ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେଉଛି…
୧୩୯ ଅଙ୍ଗନୱାଡି କେନ୍ଦ୍ରରେ ନାହିଁ ନିଜସ୍ୱ ଗୃହ,ଶିଶୁଙ୍କ ଶିକ୍ଷା ଚାଲିଛି ଭଡ଼ାଘରେ
ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ତତ୍ୱାବଧାନରେ ସମନ୍ୱିତ ଶିଶୁ ବିକାଶ ଯୋଜନା ମାଧ୍ୟମରେ ପରିଚାଳିତ ଅଙ୍ଗନବାଡ଼ି କେନ୍ଦ୍ରରେ ଶିଶୁଙ୍କ ଶିକ୍ଷାର ମୂଳଦୂଆ ପଡୁଥିବା କୁହାଯାଉଥିବା ବେଳେ ପଟ୍ଟାମୁଣ୍ଡାଇ ଅଂଚଳରେ ଅଙ୍ଗନବାଡି କେନ୍ଦ୍ରର ଶିକ୍ଷା ବ୍ୟବସ୍ଥାର ନଗ୍ନଚିତ୍ରକୁ ପଦାରେ ପକାଇଛି…
ଗୋପବନ୍ଧୁ ପାଠାଗାରରେ ରକ୍ତଦାନ ଶିବିର
କେନ୍ଦ୍ରାପଡ଼ା : ଓଡିଶା ପଯତ୍ନ ପରିବାର ଆନୁକୂଲ୍ୟରେ ଆଜି କେନ୍ଦ୍ରାପଡା ତହସିଲ ନିକଟସ୍ଥ ଗୋପବନ୍ଧୁ ପାଠାଗାର ପରିସରରେ ୩ଏକ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଅତିଥି ଭାବେ ପୈାରାଧ୍ୟକ୍ଷା ସରିତା ସାହୁ, ପୈାର ନିର୍ବାହୀ ଅଧିକାରୀ…
ବିପଦସଙ୍କୁଳ ଅବସ୍ଥାରେ ଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ସ୍ୱାମୀଙ୍କ ମୃତ୍ୟୁ , ସହାୟତା ପାଇଁ ପତ୍ନୀଙ୍କ ଜିଲ୍ଲାପାଳଙ୍କୁ ନିବେଦନ
କେନ୍ଦ୍ରାପଡ଼ା : ବିପଦସଙ୍କୁଳ ଅବସ୍ଥାରେ ରାସ୍ତାରେ ଝୁଲୁଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ସ୍ୱାମୀଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପତ୍ନୀ ଆଜି ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟି ସରକାରୀ ସହାୟତା ପ୍ରଦାନ କରାଯିବାକୁ ନିବେଦନ କରିଛନ୍ତି । ସୂଚନା ଅନୁଯାୟୀ କେନ୍ଦ୍ରାପଡା…
ୱାକଥନ୍ ଓ ପଥ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡ଼ା,: ଭୋଟର୍ ତାଲିକାର ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ପାଇଁ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ଶନିବାର ଆୟୋଜନ ହେବାକୁ ଥିବା ୱାକଥନ୍ ଓ ପଥଉତ୍ସବ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଆୟୋଜିତ ହୋଇଯାଇଛି । ଏହି ଅବସରରେ ଶନିବାର…
ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ପାଇଁ ଡ୍ରାଫ୍ଟ ଭୋଟର୍ ତାଲିକା ପ୍ରକାଶିତ
କେନ୍ଦ୍ରାପଡ଼ା,: ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଆସନ୍ତା ସାଧାରଣ ନିର୍ବାଚନ-୨୦୨୪ ପାଇଁ କେନ୍ଦ୍ରାପଡ଼ା ଜିଲ୍ଲାର ଡ୍ରାଫ୍ଟ ଭୋଟର୍ ତାଲିକା ପ୍ରକାଶିତ ହୋଇଛି । ସମସ୍ତ ରାଜନୈତିକ ଦଳର ପ୍ରତିନିଧିଙ୍କ ଉପସ୍ଥିତିରେ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଏହା ପ୍ରକାଶିତ ହୋଇଛି । ସୂଚନାଯୋଗ୍ୟ…
ମା ପଞ୍ଚୁବରାହୀ ମନ୍ଦିରରେ ଚୋରୀ
କେନ୍ଦ୍ରାପଡା : ରାଜନଗର ବ୍ଲକ ସାତଭାୟାର ମା ପଚୁଂବରାହୀଙ୍କ ମନ୍ଦିରରୁ ବୁଧବାର ବିଳମ୍ବିତ ରାତିରେ ଚୋରୀ ହୋଇଥିବା ଅଭିଯୋଗ ହୋଇଛି । ଉପକୂଳ ଓଡିଶାର ଅନ୍ୟତମ ଆରାଧ୍ୟ ଦେବୀ ଆସ୍ଥା ଓ ବିଶ୍ୱାସର ପ୍ରତୀକ ମା’ପଞ୍ଚୁବରାହୀ ମନ୍ଦିରରୁ ଦୁର୍ବୁତମାନେ ମନ୍ଦିର ଗ୍ରୀଲ…
ସମବାୟ ସମିତି ସମ୍ପାଦକଙ୍କ ଏକଚାଟିଆ ନୀତି, କୃଷିଯୋଜନା ହେଉଛି ବାଟମାରଣା ସମ୍ପାଦକଙ୍କ ବଦଳି ନିତି କାର୍ଯ୍ୟାକାରୀ ହେଉ
କେନ୍ଦ୍ରାପଡା : ପଟ୍ଟାମୁଣ୍ଡାଇ ଅଂଚଳର ପ୍ରାୟ ୮୦ ଭାଗ ଲୋକ ଗ୍ରାମାଂଚଳରେ ବାସ କରନ୍ତି ଏବଂ କୃଷି ଉପରେ ନିର୍ଭର କରି ଚଳନ୍ତି । କୃଷିର ଉନ୍ନତି ହିଁ ଗ୍ରାମାଂଚଳ ଲେକମାନଙ୍କର ଆର୍ôଥକ ମାନଦଣ୍ଡ ସୁଦୃଢ କରିପାରିବାକୁ ନେଇ କୃଷି ଉତ୍ପାଦନ…










