କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ବିଜେଡିର ଜନସଂପର୍କ ପଦଯାତ୍ରାର ଶୁଭାରମ୍ଭ କରାଯାଇଛି । ପବିତ୍ର ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ ଅକ୍ଟୋବର ୨ରୁ ୧୧ ପର୍ଯ୍ୟନ୍ତ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ପର୍ଯ୍ୟନ୍ତ…
Day: 2 October 2023
ଜିଲ୍ଲା ଶିଳ୍ପ ତାଲିମ କେନ୍ଦ୍ର ପକ୍ଷରୁ ବୀର ହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଚେତନତା ସଭା
କେନ୍ଦ୍ରାପଡ଼ା, ୧ା୧୦ : ନିକିରାଇସ୍ଥିତ ବୀର ହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କୁ ନେଇ ଆତ୍ମନିଯୁକ୍ତି ସମ୍ବନ୍ଧୀୟ ତାଲିମ ଓ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶିଳ୍ପ କେନ୍ଦ୍ର ଦ୍ୱାରା ପ୍ରାୟୋଜିତ ଏହି ତାଲିମ ଶିବିରକୁ ଶିଳ୍ପ କେନ୍ଦ୍ରର…
କେନ୍ଦ୍ରାପଡା ଜିଲ୍ଲାରେ ସାଇବର ସୁରକ୍ଷା ରଥ ପହଞ୍ଚିଲା
କେନ୍ଦ୍ରାପଡ଼ା, ୨ା୧୦: ସେପ୍ଟେମ୍ବର ୩୦ରେ ସାରା ରାଜ୍ୟରେ ସାଇବର ସୁରକ୍ଷା କ୍ୟାମ୍ପେନ – ୨୦୨୩ ଆରମ୍ଭ ହୋଇଯାଇଥିବା ବେଳେ ଆଜି କେନ୍ଦ୍ରାପଡାରେ ସାଇବର ସୁରକ୍ଷା ରଥ ପହଞ୍ଚିଛି । ଏହି ଅବସରରେ ଜିଲ୍ଲା ପୋଲିସ କାର୍ଯ୍ୟାଳୟ ପକ୍ଷରୁ କେନ୍ଦ୍ରାପଡା ସହରର ତିନିମୁହାଣି…
ମୈାସୁମୀ ସାହିତ୍ୟ ପରିଷଦର ପୁସ୍ତକ ଉନ୍ମୋଚନ ଓ କବିତାଉ ପାଠୋତ୍ସବ
କେନ୍ଦ୍ରାପଡ଼ା, ୨ା୧୦ : ମୈାସୁମୀ ସାହିତ୍ୟ ପରିଷଦ ଆନୁକୂଲ୍ୟରେ ସ୍ଥାନୀୟ ଗୁଲନଗରସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ କବି ପ୍ରେମାନନ୍ଦ ଖଣ୍ଡୁଆଳଙ୍କ ରଚିତ ଗଳ୍ପ ସଙ୍କଳନ “ଅଜବ ମଣିଷ” ଉନ୍ମୋଚନ ହେବା ସହ ଏକ ଭବ୍ୟ କବିତା ପାଠୋତ୍ସବ ଅନୁଷ୍ଠିତ…
ଅର୍କ ଏକାଡେମୀ ଅଫ୍ ମ୍ୟାନେଜମେଣ୍ଟଷ୍ଟଡିଜ୍ ପକ୍ଷରୁ ଗାନ୍ଧୀ ଜୟନ୍ତୀ ପାଳିତ
କେନ୍ଦ୍ରାପଡ଼ା, ୨ା୧୦ : ଅର୍କ ଏକାଡେମୀ ଅଫ୍ ମାନେଜମେଣ୍ଟ ଷ୍ଟଡିଜ୍ ପକ୍ଷରୁ ପବିତ୍ର ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ କଲେଜର ଚେୟାରମ୍ୟାନ ଅନୁଜ କୁମାର ପ୍ରଧାନଙ୍କ ପୈାରହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ଚିତ୍ତରଞ୍ଜନ…
ଗାନ୍ଧୀ ପଦଯାତ୍ରା ସ୍ମୃତି ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ
କେନ୍ଦ୍ରାପଡ଼ା, ୨ା୧୦ : କେନ୍ଦ୍ରାପଡା ସହରର ତିନିମୁହାଣି ଛକସ୍ଥିତ ଗାନ୍ଧୀ ପୀଠରେ ଗାନ୍ଧୀ ପଦଯାତ୍ରା ସ୍ମୃତି ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି । ଜିଲ୍ଲା ସ୍ୱାଧୀନତା ସଂଗ୍ରାମୀ ସମିତି ସଭାପତି ବିମ୍ବାଧର ମୁଦୁଲିଙ୍କ ପୈାରହିତ୍ୟରେ ଅନୁଷ୍ଠିତ ସଭାରେ ବିଧାୟକ…
ଜିଲ୍ଲା ସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ
କେନ୍ଦ୍ରାପଡ଼ା, ୨ା୧୦: ସମସ୍ତଙ୍କ ଭିତରେ ରହୁ ଶାନ୍ତିସୌହାର୍ଦ୍ଦ । ଅହିଂସାର ମନ୍ତ୍ରରେ ହୁଅନ୍ତୁ ସମସ୍ତେ ଉଦ୍ବୁଦ୍ଧ । ଆମ ସ୍ୱରାଜ୍ୟ ପରିଣତ ହେଉ ସୁରାଜ୍ୟରେ । ସାକାର ହେଉ ବାପୁଙ୍କ ସ୍ୱପ୍ନ । ଆଜି କେନ୍ଦ୍ରାପଡ଼ା ଜିଲ୍ଲା ସଦର ମହକୁମାରେ ଅନୁଷ୍ଠିତ…
ମଦ ବିରୋଧୀଙ୍କ ସଭା, ଶୋଭାଯାତ୍ରା ଓ ଦାବିପତ୍ର
କେନ୍ଦ୍ରାପଡ଼ା,୨ା୧୦: ଗାନ୍ଧୀ-ଶାସ୍ତ୍ରୀ ଜୟନ୍ତୀ ଅବସରରେ ମଦ ବିରୋଧୀମାନଙ୍କର ଜିଲ୍ଲା ସଦର ମହକୁମାରେ ସଭା ଓ ଶୋଭାଯାତ୍ରା ସଂଗଠିତ ହୋଇଯାଇଛି । ମିଳିତ ଓଡିଶା ନିଶା ନିବାରଣ ଅଭିଯାନ ଆହ୍ୱାନରେ ସଂଗଠନର ଜିଲ୍ଲା କମିଟି ପକ୍ଷରୁ ପୂର୍ବାହ୍ନରେ ସହରର ନୂଆ ବସଷ୍ଟାଣ୍ଡସ୍ଥିତ ପୂର୍ବତନ…
ଅସହାୟା ସରୋଜିନୀଙ୍କୁ ଭେଟି ସମବେଦନା ଜଣାଇଲେ ବିଧାୟକ , ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ସହାୟତା ପାଇଁ ଜିଲ୍ଲାପାଳଙ୍କୁ ପରାମର୍ଶ , ବ୍ୟକ୍ତିଗତ ଭାବେ ଗୃହ ନିର୍ମାଣ ପ୍ରତିଶୃତି
ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡ଼ପଡା ପଂଚାୟତ ସାହୁପଡା ଗ୍ରାମର ଅସହାୟା ରୋଗୀଣା ବୃଦ୍ଧା ସରୋଜିନୀ ମହାନ୍ତି ଓ ତାଙ୍କର ଏକମାତ୍ର ଦିବ୍ୟାଙ୍ଗ କନ୍ୟାଙ୍କ ଦୁର୍ଦଶାର କାହାଣୀ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଲା ପରେ ରାଜନଗର ବିଧାୟକ ଧ୍ରୁବ ସାହୁ ଆଜି ଉଭୟ…
ପଟ୍ଟାମୁଣ୍ଡାଇ ସହରର ବିଭିନ୍ନ ସ୍ଥାନରେ ଆବର୍ଜନା ସ୍ଲୋଗାନରେ ସୀମିତ ସ୍ୱଚ୍ଛତା ଅଭିଯାନ
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ପୌରାଂଚଳ ପକ୍ଷରୁ ସହରରେ ସ୍ୱଚ୍ଛତା ଅଭିଯାନ ଜାରି ରହିଛି । ସୋମବାର ଗାନ୍ଧିଜୟନ୍ତି ଉପଲକ୍ଷେ ପୌରପରିଷଦ ପକ୍ଷରୁ ବ୍ୟାପକ ସଫାଇ କାର୍ଯ୍ୟକ୍ରମ ହାତକୁ ନିଆଯାଇଥିବା ବେଳେ ସହରର ବିଭିନ୍ନ ସ୍ଥାନରେ ଅଳିଆ ଗାଡି ଗାଡି ପଡି ରହି…
ପଟ୍ଟାମୁଣ୍ଡାଇ ବିଜେଡି ଜନସମ୍ପର୍କ ପଦଯାତ୍ରା
ରାଜ୍ୟ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ପଟ୍ଟାମୁଣ୍ଡାଇ ବିଜେଡି ପକ୍ଷରୁ ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଛି । ପଟ୍ଟାମୁଣ୍ଡାଇ ବ୍ଲକ ବିଜେଡି ସଭାପତି କିଶୋର ସାହୁ ଓ ନଗର ବିଜେଡି ସଭାପତି ବୁଢ଼ା ଲେଙ୍କାଙ୍କ ନେତୃତ୍ୱରେ ବିଜେଡି…
ପଟ୍ଟାମୁଣ୍ଡାଇ ଏମ ଏନ ହାଇସ୍କୁଲ ପୁରାତନ ଛାତ୍ର ସଂସଦ ବାର୍ଷିକ ଉତ୍ସବ
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଏମ ଏନ ହାଇସ୍କୁଲ ପୁରାତନ ଛାତ୍ର ସଂସଦ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଛାତ୍ର ସଂସଦ ସଭାପତି ପ୍ରଫେସର ଦୁର୍ଯ୍ୟୋଧନ ପରିଡାଙ୍କ ପୌରହିତ୍ୟରେ ଆୟୋଜିତ ଉତ୍ସବରେ ପୌର ଅଧକ୍ଷ ହେମନ୍ତ ସାହୁ,ମୁଖ୍ୟଅତିଥି, ପ୍ରଫେସର ବୈଷ୍ଣବ ସିଂ…
ପଟ୍ଟାମୁଣ୍ଡାଇ କଲେଜ ଆଲୁମ୍ୟୁନ ଆସୋସିଏସନ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ
ପଟ୍ଟାମୁଣ୍ଡାଇ ୨ା୧୦-ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟର ଆଲୁମ୍ୟୁନି ଆସୋସିଏସନ ପକ୍ଷରୁ ପବିତ୍ର ଗାନ୍ଧିଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ଆଲୁମ୍ୟୁନି ଆସୋସିଏସନର କାର୍ଯ୍ୟକର୍ତା ମାନେ ମହାବିଦ୍ୟାଳୟରେ ଥିବା ଗାନ୍ଧିଜୀଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ସ୍ୱଚ୍ଛ ଭାରତ ଅଭିଯାନ…










