କେନ୍ଦ୍ରାପଡା ରସାବଳିକୁ ଜି.ଆଇ. ଟ୍ୟାଗ ମାନ୍ୟତା ମିଳିବା ପରେ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ରସାବଳି ବଣ୍ଟନ

କେନ୍ଦ୍ରାପଡା ରସାବଳିକୁ ଜି.ଆଇ. ଟ୍ୟାଗର ମାନ୍ୟତା ମିଳିବା ପରେ କେନ୍ଦ୍ରାପଡାର ଆରାଧ୍ୟ ପ୍ରଭୁ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ରଥଦାଣ୍ଡରେ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ମହାପ୍ରଭୁଙ୍କୁ ସମର୍ପିତ ଦିବ୍ୟ ନୈବେଦ୍ୟ ରସାବଳି ପ୍ରସାଦକୁ ମନ୍ଦିର ବେଢାରେ ଓ ରଥଦାଣ୍ଡରେ ଭକ୍ତ ଓ…

କେନ୍ଦ୍ରାପଡା ଜିଲ୍ଲା ଦକ୍ଷତା କମିଟି ବୈଠକ

କେନ୍ଦ୍ରାପଡା ଜିଲ୍ଲା ଦକ୍ଷତା କମିଟି ବୈଠକ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ରାଜେନ୍ଦ୍ର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ନିୟୋଜନ ଅଧିକାରୀ ଘନଶ୍ୟାମ ସା ଜିଲ୍ଲାରେ ଚାଲୁଥିବା ଦକ୍ଷତା ବିକାଶ କାର୍ଯ୍ୟକ୍ରମ ବିଷୟରେ ତଥ୍ୟ…

ମନରେଗା ପ୍ରକଳ୍ପରେ ଦୁର୍ନୀତି: ସରକାରୀ ଅଧିକାରୀଙ୍କ ଠାରୁ ଅର୍ଥ ଆଦାୟ ସହ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ପାଇଁ ଲୋକାୟୁକ୍ତଙ୍କ ନିର୍ଦେଶ

କେନ୍ଦ୍ରାପଡା ଜିଲ୍ଲାର ଗରଦପୁର ବ୍ଲକ ଅନ୍ତର୍ଗତ ମଧୁଶାସନ ଗ୍ରାମପଞ୍ଚାୟତରେ ମନରେଗା ଯୋଜନାରେ ୨ଟି ପ୍ରକଳ୍ପ କାର୍ଯ୍ୟରେ ଦୁର୍ନୀତି ହୋଇଥିବାରୁ ସେଥିରେ ସଂପୃକ୍ତ ଗରଦପୁର ବ୍ଲକର ତତ୍କାଳୀନ ସହକାରୀ ଯନ୍ତ୍ରୀ ଅଧୁନା ସମଲ ବ୍ୟାରେଜର ଅଧିକ୍ଷଣ ଯନ୍ତ୍ରୀ ସୁଧିର କୁମାର ବେହେରା, ପଞ୍ଚାୟତ…

ଟ୍ରକରେ ଚମଡା-ହାଡ ଚାଲାଣ ସନ୍ଦେହ, ଗାଡି ଜବତ, ଦୁଇ ଅଟକ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବାଇପାସ ଛକ ନିକଟରୁ ବୁଧବାର ରାତି ପ୍ରାୟ ସାଢେ ୯ ଟା ବେଳେ ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ପୋଲିସ ଗୋ ମାଂସ ଚମଡା ସନ୍ଦେହରେ ଏକ ଟ୍ରକକୁ ଜବତ କରିବା ସହିତ ୨ ଜଣକୁ ଥାନାରେ ଅଟକ…

ଯାଦବ ସଭା ପକ୍ଷରୁ ପବିତ୍ର ଗାନ୍ଧିଜୀ ଓ ଶାସ୍ତ୍ରିଜୀଙ୍କ ଜୟନ୍ତୀ ଉପଲକ୍ଷେ ସମ୍ବର୍ଦ୍ଧନା ଉତ୍ସବ

ପବିତ୍ର ଗାନ୍ଧିଜୀ ଓ ଶାସ୍ତ୍ରିଜୀଙ୍କ ଜୟନ୍ତୀ ଅବସରରେ ପଟ୍ଟାମୁଣ୍ଡାଇ ଆଂଚଳିକ ଯାଦବ ସଭା ଆନୁକୂଲ୍ୟରେ ଚଉଦକୁଲାଟ ଶ୍ରୀ ରଘୁନାଥଜୀଉ ମନ୍ଦିର ପ୍ରାଙ୍ଗଣରେ ଦୋଳଗୋବିନ୍ଦ ଦାସଙ୍କ ପୌରହିତରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାର ପ୍ରାରମ୍ଭରେ ବରିଷ୍ଠ ସଂଗୀତଜ୍ଞ…

ଶୁକଦେବ ବ୍ରହ୍ମଚାରୀ ଉପ୍ରା ବିଦ୍ୟାଳୟରେ ସ୍ୱଛତା ହିଁ ସେବା କାର୍ଯ୍ୟକ୍ରମ

କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗାଙ୍ଗପଡା ଗ୍ରାମପଞ୍ଚାୟତର ଦୋବନ୍ଧା ଗ୍ରାମର ଶୁକଦେବ ବ୍ରହ୍ମଚାରୀ ଉପ୍ରା ବିଦ୍ୟାଳୟରେ ‘ସ୍ୱଛତା ହିଁ ସେବା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକବୃନ୍ଦ, ପରିଚାଳନା କମିଟିର ସଭ୍ୟ/ସଭ୍ୟା ଏକାଠି ହୋଇ ବିଦ୍ୟାଳୟ ପରିସରକୁ…

କଖାରୁଣୀ ଉନ୍ନୀତ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ସୁରଭି କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ତା ୩/୧୦-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ କଖାରୁଣୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କ୍ଲଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ସି ଆର ସି ସି ମନୋଜ କୁମାର ମୁଦୁଲିଙ୍କ ପୌରହିତ୍ୟରେ ଆୟୋଜିତ ବର୍ଣ୍ଣାଢ୍ୟ…

ଜନଶିକ୍ଷଣ ସଂସ୍ଥାନ ପକ୍ଷରୁ ଗାନ୍ଧୀ ଜୟନ୍ତୀ

କେନ୍ଦ୍ରାପଡା ଜନ ଶିକ୍ଷଣ ସଂସ୍ଥାନ ପକ୍ଷରୁ ସଂସ୍ଥାନର ସଭାଗୃହରେ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଅନୁଷ୍ଠିତ ସଭାରେ ପୂର୍ବତନ ଜିଲ୍ଲା ପଞ୍ଚାୟତ ଅଧିକାରୀ ପିତାମ୍ବର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ ଯେ ମଣିଷ ବଞ୍ଚିବା…

କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ସ୍ୱଛତା ଅଭିଯାନ

କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ସ୍ୱଛତା ଅଭିଯାନ ଅବସରରେ ଜାତୀୟ ସେବା ସଂସ୍ଥା ଓ କେନ୍ଦ୍ରାପଡା ପୈାରପାଳିକାର ମିଳିତ ସହଯୋଗରେ ମହାବିଦ୍ୟାଳୟ ପରିସରକୁ ସଫେଇ କରାଯାଇଛି । ଏହି କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଗୋପାଳ ଚନ୍ଦ୍ର ବେହେରା ଉଦଘାଟନ…