ଉତ୍କଳମଣୀ ଥିଲେ ବିଶ୍ୱ ମାନବତାର ପ୍ରତୀକ

କେନ୍ଦ୍ରାପଡ଼ା, ୯ା୧୦ : ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୭ତମ ଜୟନ୍ତୀ ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ କେନ୍ଦ୍ରାପଡା ଜିଲ୍ଲା ଶାଖା ପକ୍ଷରୁ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସଂଗଠନର ଜିଲ୍ଲା ଆବାହକ ଆଦିକନ୍ଦ ରାଉଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଆଲୋଚନା ସଭାରେ…

କଳପଡାରେ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

କେନ୍ଦ୍ରାପଡ଼ା, ୯ା୧୦: କଳପଡାରେ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଜିଲ୍ଲା ପୋଲିସ୍ ପ୍ରଶାସନ ଆନୁକୂଲ୍ୟରେ ଏକ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପୋଲିସ୍ କାର୍ଯ୍ୟାଳୟରୁ ସାଇବର ସଚେତନତା ରଥ କଳପଡାରେ ପହଞ୍ôଚବା ପରେ ସ୍ୱୟଂ ସହାୟକ…

କେନ୍ଦ୍ରାପଡା ରସାବଳି ନିର୍ମାତା ସଙ୍ଘ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

କେନ୍ଦ୍ରାପଡା ରସାବଳିକୁ ଜି.ଆଇ. ଟ୍ୟାଗ ମାନ୍ୟତା ମିଳିବା ପରେ କେନ୍ଦ୍ରାପଡା ରସାବଳି ନିର୍ମାତା ସଙ୍ଘ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ସଙ୍ଘର ସଭାପତି ସୈାରି ଚନ୍ଦ୍ର ସାହୁଙ୍କ ପୈାରହିତ୍ୟରେ ସ୍ଥାନୀୟ ଗୋପସ୍ଥିତ କମଲ ଭବନରେ ଅନୁଷ୍ଠିତ ଖବରଦାତା…

ନୋଟିସ ଦେବାକୁ ଆସି ହଟହଟା ପୋଲିସ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ପୋଲିସ ଶନିବାର ବଡମହନପୁର ପଂଚାୟତ କଣିପାଳ ଗାଁକୁ ୧୦୭ ଦଫା ନୋଟିସ ଦେବାକୁ ଆସି ହଟହଟା ହୋଇଥିବା ଭାଇରାଲ ଭିଡିଓରୁ ଜଣାପଡ଼ିଛି । ଏପରିକି ସମନ ଦେବାକୁ ଆସି ପୋଲିସ କାହିଁକି ଲାଂଚ ମାଗୁଛନ୍ତି…

ଏମ ଏନ ହାଇସ୍କୁଲରେ ଶିଶୁମହୋତ୍ସବ ସୁରଭି

ପଟ୍ଟାମୁଣ୍ଡାଇ ଏମ ଏନ ହାଇସ୍କୁଲ ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ହୋଇଯାଇଛି । ସି ଆର ସି ସି ବିଶ୍ୱରଞ୍ଜନ ଦାଶଙ୍କ ପୌରହିତ୍ୟରେ ଆୟୋଜିତ ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷାଧିକାରୀ ହରିହର ଦଳାଇ ମୁଖ୍ୟଅତିଥି, ବି.ଆର.ସି.ସି ଚନ୍ଦ୍ରଶେଖର ତ୍ରିପାଠୀ…

ବଡ଼ମୂଳବସନ୍ତ ପଂଚାୟତରେ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ

ସମସ୍ତ ସରକାରୀ ଯୋଜନାର ସଫଳ ରୂପାୟନ ସହ ପଲ୍ଲୀରେ ଥିବା ଲୋକମାନଙ୍କ ନିକଟରେ ସରକାରୀ ଯୋଜନାର ସୁବିଧା ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକଙ୍କ ନିର୍ଦ୍ଦେଶରେ ଏକ ନିଆରା ସରକାରୀ କାର୍ଯ୍ୟକ୍ରମ ପଲ୍ଲୀରେ ପ୍ରଶାସନ ଆରମ୍ଭ ହୋଇଛି । ପଟ୍ଟାମୁଣ୍ଡାଇ ବ୍ଲକର…

ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୬ତମ ଜୟନ୍ତି ପାଳିତ

କେନ୍ଦ୍ରାପଡା ସହରରେ ସୋମବାର ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୬ତମ ଜନ୍ମ ଜୟନ୍ତି ପାଳନ କରାଯାଇଛି । ଏହି ଅବସରରେ କେନ୍ଦ୍ରାପଡା ମହାବିଦ୍ୟାଳୟ, ତହସିଲ କାର୍ଯ୍ୟାଳୟ ନିକଟ ଓ କୋର୍ଟ ପରିସରରେ ଥିବା ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୃର୍ତ୍ତିରେ ବିଶିଷ୍ଠ ବ୍ୟକ୍ତିମାନେ ମାଲ୍ୟାପର୍ଣ…

କେନ୍ଦ୍ରାପଡାର ଝିଅ ସର୍ବଭାରତୀୟ ସ୍ତରରେ କୃତିତ୍ୱ ଆଣିଲେ

କେନ୍ଦ୍ରାପଡାର ନୃତ୍ୟ ଅନୁଷ୍ଠାନ ରୟାଲ ଡ୍ୟାନ୍ସ ଏକାଡେମିର ନୃତ୍ୟ ଶିଳ୍ପି ତଥା କେନ୍ଦ୍ରାପଡାର ଝିଅ ଚୀରାବ୍ଧି ତନ୍ନୟା ସର୍ବଭାରତୀୟ ସ୍ତରରେ ନୃତ୍ୟ ପ୍ରତିଯୋଗୀତାରେ ସଫଳତା ଆଣିଛନ୍ତି । ମଧ୍ୟ ପ୍ରଦେଶର ଗ୍ୱାଲିଅର ଠାରେ ଅନୁଷ୍ଠିତ ଦୁଇଦିନିଆ ସର୍ବଭାରତୀୟ ସ୍ତରରେ ନୃତ୍ୟ ପ୍ରତିଯୋଗୀତା…

ମାନସ ବିକାଶ ମଂଚ ପକ୍ଷରୁ ମେଗା ସ୍ୱାସ୍ଥ୍ୟ ସେବା ଶିବିର

କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ଅଗ୍ରଣୀ ସମାଜସେବା ସଂଗଠନ ମାନସ ବିକାଶ ମଂଚ ପକ୍ଷରୁ ଦାଣ୍ଡିସାହି ବ୍ରାହ୍ମଣୀ କଲେଜ ଠାରେ ଏକ ମେଗା ମାଗଣା ସ୍ୱାସ୍ଥ୍ୟସେବା ଶିବିର ଅନୁଷ୍ଠିତ ହୋଇଯାଇଛି । ଭୁବନେଶ୍ୱରର ପ୍ରସିଦ୍ଧ କର ହସ୍ପିଟାଲ ମୁଖ୍ୟ ଡା ସିଦ୍ଧାନ୍ତ…

ଆଞ୍ଜୁଳାଏ ସ୍ମୃତି ପାଖୁଡା ଉନ୍ମୋଚିତ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ବିଶିଷ୍ଟ କବୟିତ୍ରୀ ତଥା ପତ୍ରପୁର ସାମନ୍ତ ସିଂହାର କେଳୁ ଚରଣ ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଆରାଧନା ଦାଶଙ୍କର ତୃତୀୟ କବିତା ସଙ୍କଳନ “ଆଞ୍ଜୁଳାଏ ସ୍ମୃତି ପାଖୁଡ଼ା” ଉନ୍ମୋଚିତ ହୋଇଯାଇଛି । ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ପୌର…

ରାଜନଗର ବ୍ଲକ ବିଜେଡିର ଜନସମ୍ପର୍କ ପଦଯାତ୍ରା ଓ ଶିଳାନ୍ୟାସ

କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ବିଜେଡିର ଜନସଂପର୍କ ପଦଯାତ୍ରା ଅକ୍ଟୋବର ୨ତାରିଖ ଗାନ୍ଧୀ ଜୟନ୍ତୀରୁ ଆରମ୍ଭ ହୋଇଥିଲା । ଏହି ବ୍ଲକରେ ପଦଯାତ୍ରାର ଦ୍ୱିତୀୟ ଦିନରେ ବ୍ଲକ ବିଜେଡି ସଭାପତି ନିରଂଜନ ରାଉତଙ୍କ ନେତୃତ୍ୱରେ ଏହି ପଦଯାତ୍ରା ତ୍ରିନାଥ ବଜାର, ହଂସୁଆ…

ଗଜଲକ୍ଷ୍ମୀ ପୂଜା ଉପଲକ୍ଷେ ଗୁଲନଗର ମହାଲକ୍ଷ୍ମୀ ପୂଜା କମିଟିର ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା, ୮ା୧୦ : ଆଜି ପୂର୍ବାହ୍ନରେ ଗୁଲନଗର ହାଇସ୍କୁଲ ପରିସରରେ ରବିବାର ଦିନ ଗଜଲକ୍ଷ୍ମୀ ପୂଜା ଉପଲକ୍ଷେ ମହାଲକ୍ଷ୍ମୀ ପୂଜା କମିଟିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଅବ ସରରେ ସଭାପତି ନିତ୍ୟାନନ୍ଦ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି…

ପ୍ରଜ୍ଞାନ ମିଶନ ଆନୁକୂଲ୍ୟରେ ବ୍ଲକ ସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା

କେନ୍ଦ୍ରାପଡା ୮/୧୦ – କେନ୍ଦ୍ରାପଡା ସହରସ୍ଥିତ ଭାରତୀ ବିଦ୍ୟା ମନ୍ଦିର ପରିସରରେ ପ୍ରଜ୍ଞାନ ମିଶନ ପକ୍ଷରୁ ବ୍ଲକ ସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି । ଛାତ୍ରଛାତ୍ରୀଙ୍କୁ ଭାରତୀୟ ସନାତନ ସଂସ୍କୃତି ସହିତ ପରିଚିତ କରିବା ଲକ୍ଷ୍ୟରେ ପ୍ରଜ୍ଞାମିଶନ ପକ୍ଷରୁ…

ପଲିଥିନ ବ୍ୟାନ୍‌ ବାଟବଣା ; ପ୍ରଚାରରେ ସୀମିତ ସିଙ୍ଗଲ ୟୁଜ ପ୍ଲାଷ୍ଟିକ

ଗତ ୭ ବର୍ଷ ତଳୁ ପ୍ଲାଷ୍ଟିକ୍‌ ଓ ପଲିଥିନ ବ୍ୟବହାର ବନ୍ଦ କରାଯାଇଛି। ପ୍ରତ୍ୟକ ସହରକୁ ସ୍ବଚ୍ଛ ଓ ସୁନ୍ଦର ପରିଣତ କରିବା ପାଇଁ ସିଙ୍ଗଲ ୟୁଜ ପ୍ଲାଷ୍ଟିକ ଓ ପଲିଥିନ ବ୍ୟବହାର ସମ୍ପୂର୍ଣ୍ଣ ବର୍ଜନ ନିୟମକୁ କଡ଼ାକଡ଼ି ଲାଗୁ କରିବା…