ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ଆହ୍ୱାନରେ ଆଜି କେନ୍ଦ୍ରାପଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେନ୍ଦ୍ରାପଡା ବ୍ଲକର ୫ନଂ ଜୋନ୍ରେ ‘ଘରେ ଘରେ କଂଗ୍ରେସ, ଘରେ ଘରେ ହାତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜୋନ୍ କଂଗ୍ରେସ ସଭାପତି ତଥା ଜିଲ୍ଲା କିଷାନ କଂଗ୍ରେସ ସଭାପତି ନାରାୟଣ ଚନ୍ଦ୍ର ପରିଡାଙ୍କ ନେତୃତ୍ୱରେ ଆୟୋଜିତ ଏହି ପଦଯାତ୍ରା ଧୂମାତ ପଞ୍ଚାୟତ ଅଧିନସ୍ଥ ଧୂମାତ ଗ୍ରାମର ଗାନ୍ଧୀ ପୀଠ ଠାରୁ ଆରମ୍ଭ ହୋଇ […]
Day: 11 October 2023
କେନ୍ଦ୍ରାପଡା ପୌର ପରିଷଦର ସାଧାରଣ ବୈଠକ ଆଜି ପୌର ପରିଷଦ ପୌରପରିଷଦର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । ନଗରପାଳ ସରିତା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଧାୟକ ଶଶି ଭୂଷଣ ବେହେରା ଯୋଗ ଦେଇ ଗଜଲକ୍ଷ୍ମୀ ପୂଜାକୁ ଶାନ୍ତି ଶୃଙ୍ଖଳାର ସହିତ ପାଳନ କରିବା ନିମନ୍ତେ ସହଯୋଗ କରିବାକୁ ପୌର ପରିଷଦକୁ ପରାମର୍ଶ ଦେଇଥିଲେ । ଏଥି ନିମନ୍ତେ ଯାହା ଆବଶ୍ୟକ ତାହା କରିବାକୁ କହିଥିଲେ […]
କେନ୍ଦ୍ରାପଡ଼ାର ଗଣପର୍ବ ଗଜଲକ୍ଷ୍ମୀ ପୂଜା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ କେନ୍ଦ୍ରାପଡ଼ା ପୌରପାଳିକା ଟାଉନ୍ହଲ୍ ପରିସରରେ ଜିଲ୍ଲାପାଳ ଅମ୍ରିତ୍ ଋତୁରାଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଆରକ୍ଷୀ ଅଧୀକ୍ଷକ ସନ୍ଦୀପ୍ ସମ୍ପଦ ମଡ୍କର, ଅତରିକ୍ତ ଜିଲ୍ଲାପାଳ( ରାଜସ୍ୱ) ନିଲୁ ମହାପାତ୍ର, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଜଳନ୍ଧର ଜାଲି, ଉପଜିଲ୍ଲାପାଳ ରବୀନ୍ଦ୍ର କୁମାର ପ୍ରଧାନ, ଉପଆରକ୍ଷୀ ଅଧୀକ୍ଷକ ଧୀରେନ୍ଦ୍ର କୁମାର ମଲ୍ଲିକ, କେନ୍ଦ୍ରାପଡ଼ା ତହସିଲ୍ଦାର ଅଞ୍ଜଳୀ ତରାଇ, […]
କେନ୍ଦ୍ରାପଡ଼ାର ନୂତନ ଉପଜିଲ୍ଲାପାଳ ଭାବେ ବରିଷ୍ଠ ପ୍ରଶାସନିକ ଅଧିକାରୀ ରବିନ୍ଦ୍ର କୁମାର ପ୍ରଧାନ (ଓ.ପ୍ର.ସେ.-ଏସ୍) ଆଜି ପୂର୍ବାହ୍ନରେ ଯୋଗଦେଇଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବା ସହ ସେ କାର୍ଯ୍ୟରେ ଯୋଗ ଦେଇଛନ୍ତି । ଶ୍ରୀ ପ୍ରଧାନ ପୂର୍ବରୁ ପୁରୀର ଅତିରିକ୍ତ ଉପ-ଜିଲ୍ଲାପାଳ ଭାବେ କାର୍ଯ୍ୟ କରି ବେଶ ସୁନାମ ଅର୍ଜନ କରିଥିବା ବେଳେ ପୂର୍ବରୁ ତହସିଲଦାର ପୁରୀ ଓ କଣାସ ବିଡିଓ ଭାବେ […]
ରାଜ୍ୟ ସରପଞ୍ଚ ସଂଘ ତରଫରୁ ଗତ ୨୨ତାରିଖ ଠାରୁ ୧୫ ଦଫା ଦାବି ନେଇ କଲମ ଛାଡ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଏନେଇ କେନ୍ଦ୍ରାପଡା ପଞ୍ଚାୟତ ସମିତି ଅଧିନସ୍ଥ ବିଭିନ୍ନ ପଞ୍ଚାୟତର ସରପଞ୍ଚମାନେ ଏହାକୁ ସମର୍ଥନ କରି ଆଜି କେନ୍ଦ୍ରାପଡା ବ୍ଲକ ଉନ୍ନୟନ ଅଧିକାରିଣୀ ବନ୍ଦନା ଖଟୁଆଙ୍କୁ ଭେଟି ଏକ ଦାବୀପତ୍ର ପ୍ରଦାନ କରିଛନ୍ତି । ଯେ ପର୍ଯ୍ୟନ୍ତ ସେମାନଙ୍କ ଦାବୀ ରାଜ୍ୟ ସରକାର ପୂରଣ ନ କରିଛନ୍ତି ସେ […]
ଓଡିଶା ବିକାଶର ମହାନାୟକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ଧାରା ସାରା ଭାରତରେ ରୋଲମଡେଲ ହୋଇଥିବାରୁ ଆଗାମୀ ସାଧାରଣ ନିର୍ବାଚନରେ ନବୀନଙ୍କ ବିକାଶ ଧାରା ବିଜେଡି ପୁନଃରାୟ ବିଜୟମଣ୍ଡିତ କରିବ ବୋଲି ପଟ୍ଟାମୁଣ୍ଡାଇ ବିଜେଡି ପକ୍ଷରୁ ଜନସମ୍ପର୍କ ପଦଯାତ୍ରାର ଉଦଯାପନୀ ଉପଲକ୍ଷେ ସ୍ଥାନୀୟ ବସଷ୍ଟାଣ୍ଡ ଠାରେ ଆୟୋଜିତ ଜନସମାବେଶରେ ଭାଷଣ ଦେଇ ରାଜନଗର ବିଧାୟକ ଧ୍ରୁବ ସାହୁ ପ୍ରକାଶ କରିଛନ୍ତି । ପଟ୍ଟାମୁଣ୍ଡାଇ ବ୍ଲକ ବିଜେଡି ସଭାପତି କିଶୋର ସାହୁଙ୍କ […]
ପଟ୍ଟାମୁଣ୍ଡାଇର ବରିଷ୍ଠ ସାମ୍ବାଦିକ ସୁରେନ୍ଦ୍ର ରାଉତଙ୍କ ବିୟୋଗରେ ପଟ୍ଟାମୁଣ୍ଡାଇ ଏସୟୁଜେ ସାମ୍ବାଦିକ ସଂଘ ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା ବୁଧବାର ସ୍ଥାନୀୟ ରାମମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ସୁଧାଂଶୁ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସଂଘର ସଭ୍ୟମାନେ ଯୋଗଦେଇ ଦୁଇ ମିନିଟ ନିରବ ପ୍ରାର୍ଥନା କରିବା ସହିତ ସ୍ୱର୍ଗତ ରାଉତଙ୍କ ଜୀବନୀ ଉପରେ ସ୍ମୁତିଚାରଣ କରିଥିଲେ । ସ୍ୱର୍ଗତ ରାଉତ ଜଣେ ନିର୍ଭିକ,ନିରପେକ୍ଷ ଓ ସାହାସୀ ସାମ୍ବାଦିକ […]










