କେନ୍ଦ୍ରାପଡାରେ ମେଡିକାଲ କଲେଜ ଓ ମୁନିସିପାଲଟିରେ ଅର୍ବାନ ସିଏଚସି ଦାବିରେ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରିବ କଂଗ୍ରେସ

କେନ୍ଦ୍ରାପଡାରେ ମେଡିକାଲ କଲେଜ ପ୍ରତିଷ୍ଠା ଓ ପୁରୁଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଖଡିଅଙ୍ଗ ଠାରେ ମଞ୍ଜୁରୀ ପ୍ରାପ୍ତ ୟୁପିଏଚସି କାର୍ଯ୍ୟକ୍ଷମ କରିବା ଦାବିରେ ଆସନ୍ତା ଅକ୍ଟୋବର ୧୮ତାରିଖରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବାକୁ ନଗର କଂଗ୍ରେସ କମିଟି ତରଫରୁ ଏକ ଜରୁରୀ…

ପଟ୍ଟାମୁଣ୍ଡାଇ କଲେଜର ଦୁଇ +୨ଓ+୩ ଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ, ପୋଲିସ ହସ୍ତକ୍ଷେପ ପରେ ସ୍ଥିତି ସ୍ୱାଭାବିକ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ କଲେଜରେ ଆଜି +୨ ଓ +୩ ଛାତ୍ରଙ୍କ ମଧ୍ୟରେ ବଚସାରୁ ଗଣ୍ଡଗୋଳ ସୃଷ୍ଟି ହୋଇ ପରିସ୍ଥିତି ଉତେଜନାପୂର୍ଣ୍ଣ ହୋଇପଡିଥିଲା । ଖବର ପାଇ ପଟ୍ଟାମୁଣ୍ଡାଇ ପୋଲିସ ଘଟଣାସ୍ଥଳରେ ପହଂଚି ହସ୍ତକ୍ଷେପ କରିବା ପରେ ସ୍ଥିତି ସ୍ୱାଭାବିକ ହୋଇଛି…

ସୁସ୍ଥ ନେତ୍ର ପାଇଁ ୨୦-୨୦-୨୦ରୁଲ

କେନ୍ଦ୍ରାପଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ‘ବିଶ୍ୱ ଦୃଷ୍ଟି ଦିବସ-୨୦୨୩’ ପୁରୁଣା ଡାକ୍ତରଖାନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ନିମନ୍ତ୍ରିତ ଅତିଥିମାନେ ସୁସ୍ଥ ନେତ୍ର ପାଇଁ ୨୦-୨୦-୨୦ ରୁଲ୍ ସମସ୍ତେ ପାଳନ କରିବା ପାଇଁ ମତ ବ୍ୟକ୍ତ କରିଥିଲେ…

ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଊଙ୍କ ପୀଠରେ ହବିଷ୍ୟ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମରେ ହବିଷ୍ୟାଳୀଙ୍କ ଉତ୍ସବ ପାଇଁ ଏକ ପ୍ରସ୍ତୁତି ବୈଠକ ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ଦିବ୍ୟ ସ୍ୱରୂପାନନ୍ଦ ସରସ୍ୱତୀଙ୍କ ପୈାରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳରୁ ତୁଳସୀକ୍ଷେତ୍ରରେ ହବିଷ୍ୟ କରିବା ପାଇଁ…

କୃଷିବିଜ୍ଞାନ କେନ୍ଦ୍ର ପକ୍ଷରୁ ତାଲିମ ଶିବିର

କେନ୍ଦ୍ରାପଡ଼ା ଜଜାଙ୍ଗସ୍ଥିତ କେନ୍ଦ୍ରାପଡା କୃଷି ବିଜ୍ଞାନ କେନ୍ଦ୍ର ଏବଂ ସ୍ୱେଛାସେବୀ ଅନୁଷ୍ଠାନ ରାଇଡ୍‌ର ମିଳିତ ସହଯୋଗରେ ବାଲିଆ ଗ୍ରାମରେ କୃଷକ ଓ କୃଷିଜୀବି ମହିଳାଙ୍କ ନିମନ୍ତେ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ କୃଷି ବିଜ୍ଞାନ କେନ୍ଦ୍ରର ଉଦ୍ୟାନକୃଷି…

ସେଣ୍ଟ ଯୋଶେଫ ସ୍କୁଲରେ ସାଇବର ସୁରକ୍ଷା ସଚେତନତା

କେନ୍ଦ୍ରାପଡ଼ା ଜିଲ୍ଲା ପୋଲିସ ପକ୍ଷରୁ କେନ୍ଦ୍ରାପଡା ଜିଲ୍ଲାରେ ଆରମ୍ଭ ହୋଇଥିବା ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମରେ ଆଜି କନ୍ଦ୍ରୋପଡା ସେଣ୍ଟ ଯୋଶେଫ ସ୍କୁଲରେ ସଚେତନତା ସୃଷ୍ଟି କରାଇଛି । ଏହି ଉପଲକ୍ଷେ ସେଣ୍ଟ ଯୋଶେଫ ସ୍କୁଲର ଅଧ୍ୟକ୍ଷ ଫାଦର ନବ କିଶୋର…

ଚନ୍ଦ୍ରମଉଳି କଲ୍ୟାଣମଣ୍ଡପ ଓ ମନ୍ଦିର ନବୀକରଣ ଶୁଭ ଦେଲେ ବିଧାୟକ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଉତିକଣ ଅଂଚଳର ଆରାଧ୍ୟ ଦେବତା ଚନ୍ଦନନଗରସ୍ଥ ଚନ୍ଦ୍ରମଉଳି ମହାଦେବଙ୍କ କଲ୍ୟାଣ ମଣ୍ଡପ ଓ ମନ୍ଦିର ନବୀକରଣ କାର୍ଯ୍ୟର ଶୁଭ ଶିଳାନ୍ୟାସ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ରାଜନଗର ବିଧାୟକ ଧ୍ରୁବ…

କଜଳବନ୍ଧରେ ଶିଶୁମହୋତ୍ସବ ସୁରଭି

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଓଉପଦା ପଂଚାୟତ କଜଳବନ୍ଧ କେବି ସରକାରୀ ଉପ୍ରା ବିଦ୍ୟାଳୟ ଠାରେ ସପ୍ନେଶ୍ୱର ନୋଡାଲ କ୍ଲଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ସି ଆର ସି ସି ଉମାକାନ୍ତ…

ଦାଣ୍ଡିସାହି ହାଇସ୍କୁଲରେ ଶିଶୁମହୋତ୍ସବ ସୁରଭି

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ପେଣ୍ଠପାଳ ପଂଚାୟତ ଦାଣ୍ଡିସାହି ଜୟହିନ୍ଦ ହାଇସ୍କୁଲ ଠାରେ ବନ୍ଦେ ମାତରମ ନୋଡାଲ କ୍ଲଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଜୟ ହିନ୍ଦ ହାଇସ୍କୁଲ ପ୍ରଧାନଶିକ୍ଷକ ଭାସ୍କର ଚନ୍ଦ୍ର…

ପଟ୍ଟାମୁଣ୍ଡାଇ ତାଲୁକ ଆଇନି ସେବା ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

ପଟ୍ଟାମୁଣ୍ଡାଇ ତାଲୁକ ଆଇନସେବା ସମିତି ଆନୁକୁଲ୍ୟରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସରେ ଏକ ଆଇନ ସଚେତନତା ଶିବିର ପଟ୍ଟାମୁଣ୍ଡାଇ ଡାକ୍ତରଖାନ ସମ୍ମିଳନୀ ଗୃହରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଆଇନସେବା ସମିତିର ଅଧ୍ୟକ୍ଷା ସିନିଅର ସିଭିଲ ଜଜ୍ ସୁଶ୍ରୀ ସଂଗୀତା ମଲ୍ଲିକଙ୍କ…

କେନ୍ଦ୍ରାପଡା ଜିଲ୍ଲାରେ ମିଶନ ଶକ୍ତି ସ୍କୁଟର ଯୋଜନା ଶୁଭାରମ୍ଭ

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ‘ମିଶନଶକ୍ତି ସ୍କୁଟର୍‌ ଯୋଜନାର ଶୁଭାରମ୍ଭ ପରେ ବୁଧବାର କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ବ୍ଲକରେ ସ୍କୁଟର ବଣ୍ଟନ କରାଯାଇଛି । କେନ୍ଦ୍ରାପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ସ୍କୁଟର ବଣ୍ଟନ କରାଯାଇଛି । ଜିଲ୍ଲାପାଳ ଅମ୍ରିତ୍ ଋତୁରାଜ, ଜିଲ୍ଲାପରିଷଦ ସଭାପତି ଗୀତାଞ୍ଜଳୀ…

କେନ୍ଦ୍ରାପଡା ବିଧାନ ସଭା ନିର୍ବାଚନ ମଣ୍ଡଳୀସ୍ତରୀୟ ବିଜେଡି ପଦଯାତ୍ରା ଉଦ୍‌ଯାପିତ

କେନ୍ଦ୍ରାପଡ଼ା, ତା୧୧/୧୦: ଗତ ଗାନ୍ଧୀ ଜୟନ୍ତୀଠାରୁ ଆରମ୍ଭ ହୋଇଥିବା କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀସ୍ତରୀୟ ବିଜୁ ଜନତା ଦଳ ପଦଯାତ୍ରା କାର୍ଯ୍ୟକ୍ରମ ଆଜି ଜୟପ୍ରକାଶ ନାରାୟଣ ଜୟନ୍ତିରେ ଶେଷ ହୋଇଛି । କେନ୍ଦ୍ରାପଡା ବିଧାୟକ ଶଶୀ ଭୂଷଣ ବେହେରାଙ୍କ ନେତୃତ୍ୱରେ ଆଗଧାଡିର…