କିଶୋରୀ ସଶକ୍ତିକରଣ ପାଇଁ ଅଦ୍ୱିକା କପ୍‌-୨୦୨୩

କେନ୍ଦ୍ରାପଡ଼ା, ତା୧୪/୧୦: ଅନ୍ତର୍ଜାତୀୟ ବାଳିକା ଦିବସ ଅବସରରେ କ୍ରୀଡ଼ା ମାଧ୍ୟମରେ କିଶୋରୀ ସଶକ୍ତିକରଣ ପାଇଁ ଅଦ୍ୱିକା କପ୍ ୨୦୨୩ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପ୍ରଶାସନ, ୟୁନିସେଫ୍ ଏବଂ ଆକ୍ସନ୍ ଏଡ୍‌ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ଅଣ-ପାରମ୍ପରିକ କ୍ରୀଡ଼ା ପ୍ରତିଯୋଗିତା…

ପୁଣ୍ୟ ଜନ୍ମ ଭୂମିରେ ଅକ୍ଷୟ ମହାନ୍ତିଙ୍କ ଜୟନ୍ତୀ ପାଳିତ

କେନ୍ଦ୍ରାପଡା ୧୩/୧୦- ଗତକାଲି ସନ୍ଧ୍ୟାରେ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବାରୁଅସ୍ଥିତ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭାବଗ୍ରାହୀ କଳାନିକେତନ ଏବଂ ରେଡିଓ ଭାବଗ୍ରାହୀର ମିଳିତ ଆନୁକୂଲ୍ୟରେ ଓଡିଆ ସଙ୍ଗୀତ ଜଗତର ଅପ୍ରତିଦ୍ୱନ୍ଦୀ ବାଦଶାହା, ପ୍ରବାଦ ପୁରୁଷ ଚିର ସବୁଜ ସଙ୍ଗୀତଜ୍ଞ ଅକ୍ଷୟ ମହାନ୍ତିଙ୍କ…

ବଡପଡାରେ ଶିଶୁ ମହୋତ୍ସବ ସୁରଭି

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡପଡା ଉପ୍ରା ବିଦ୍ୟାଳୟ ଠାରେ ଉତ୍କଳମଣି ନୋଡାଲ କ୍ଲଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି -୨୦୨୩ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ବିଧୁଭୂଷଣ ମହାନ୍ତିଙ୍କ ପୌରହିତ୍ୟରେ ଆୟୋଜିତ ଉଦଘାଟନୀ ଉତ୍ସବରେ ବଡପଡା ସ୍ୱାସ୍ଥ୍ୟକେନ୍ଦ୍ର ମେଡିକାଲ…

ମଦନପୁର ହାଇସ୍କୁଲରେ ଶିଶୁମହୋତ୍ସବ ସୁରଭି

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ମଦନପୁର ୟୁ କେ ମହାବୀର ହାଇସ୍କୁଲ ଠାରେ ଲଷ୍ମୀସୁବଳ କ୍ଲଷ୍ଟର ପକ୍ଷରୁ ଶିଶୁମହୋତ୍ସବ ସୁରଭି ବୁଧବାର ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ବିଜୟ କୁମାର ବେହେରାଙ୍କ ପୌରହିତ୍ୟରେ ଆୟୋଜିତ ଉଦଘାଟନୀ ଉତ୍ସବରେ ପଟ୍ଟାମୁଣ୍ଡାଇ ବ୍ଲକ…

ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ କଂସାର ଗ୍ରାମପଞ୍ଚାୟତର କାଙ୍କଦିଆ ଗ୍ରାମର ନିଳମଣୀ ମଲିକଙ୍କ ପୁଅ ମୀନକେତନ ମଲିକ(୩୩) କହ୍ନଇପୁର ଗ୍ରାମ ରାସ୍ତାରେ ଏକ ପିକଅପ ଭ୍ୟାନ ଚଳାଇ ଯାଉଥିବା ବେଳେ ହଠାତ୍ ୧୧କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିଲା। ଫଳରେ ଚାଳକ…

ମଦ୍ରାସା ଆରବିୟା ତାଲିମୁଲ ଇସଲାମରେ ଆନ୍ତର୍ଜାତୀୟ ଶିଶୁକନ୍ୟା ଦିବସ ପାଳିତ

କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ବଡହାଟସ୍ଥିତ ମଦ୍ରାସା ଆରବିୟା ତାଲିମୁଲ ଇସଲାମରେ ଆନ୍ତର୍ଜାତୀୟ ଶିଶୁକନ୍ୟା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ମଦ୍ରାସାର ସଭାପତି ମୀର ହସିମୁଲ୍ଲାଙ୍କ ପୈାରହିତ୍ୟରେ ଅନୁଷ୍ଠିତ ସଭାରେ ବିଜେଡି ସଂଖ୍ୟାଲଘୁ ସେଲର ସଭାପତି ସେକ ଇନାୟତ ମୁଖ୍ୟ…

ବିଶ୍ୱ ଅଣ୍ଡା ଦିବସ – ୨୦୨୩

କେନ୍ଦ୍ରାପଡ଼ା ଜିଲ୍ଲା ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ “ବିଶ୍ୱ ଅଣ୍ଡା ଦିବସ-୨୦୨୩” କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ବଡ଼ମଙ୍ଗଳାସ୍ଥିତ କଳିଙ୍ଗ ପ୍ୟାଲେସ୍‌ରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡା ଦୀପ୍ତି ମହାପାତ୍ରଙ୍କ…

କେନ୍ଦ୍ରାପଡା ଜିଲ୍ଲାରେ ଜନ ଶିକ୍ଷଣ ସଂସ୍ଥାନ କାର୍ଯ୍ୟକ୍ରମ

କେନ୍ଦ୍ରାପଡା ଜିଲ୍ଲାରେ ଜନ ଶିକ୍ଷଣ ସଂସ୍ଥାନ ତରଫରୁ ଆଜି ୧୧ ଘଟିକା ସମୟରେ ଜିଲ୍ଲା ଶିଳ୍ପ କେନ୍ଦ୍ର କେନ୍ଦ୍ରାପଡାର ସମ୍ମିଳନୀ ଗୃହରେ ଜନ ଶିକ୍ଷଣ ସଂସ୍ଥାନରୁ ୨୦୨୨-୨୦୨୩ର ପାସ୍ କରିଥିବା ୧୬୦ ଜଣ ଛାତ୍ରଛାତ୍ରୀମାନଙ୍କୁ ସାର୍ଟିଫିକେଟ୍ ପ୍ରଦାନ ଏବଂ କୌଶଳ ଦିକ୍ଷାଂନ୍ତ…