ଅହମ୍ମଦାବାଦ୧୪/୧୦: ବୋଲରଙ୍କ ଘାତକ ବୋଲିଂ ପରେ ଅଧିନାୟକ ରୋହିତ ଶର୍ମାଙ୍କ ଧୂଆଁଧାର ବ୍ୟାଟିଂ ଓ ଶ୍ରେୟାସ ଆୟାରଙ୍କ ଦାୟିତ୍ୱପୂର୍ଣ୍ଣ ବ୍ୟାଟିଂ ବଳରେ ପାକିସ୍ତାନ ଧରାଶାୟୀ ହୋଇଛି । ଉଭୟ ବୋଲିଂ ଓ ବ୍ୟାଟିଂରେ ଦମଦାର ପ୍ରଦର୍ଶନ କରି ଭାରତ ବିଶ୍ୱକପ୍ ୨୦୨୩ର…
Day: 14 October 2023
କେନ୍ଦ୍ରାପଡ଼ା ସୈନିକ ସଂଘ ତରପରୁ ସିକିମରେ ସହୀଦ ହୋଇଥିବା ସୈନିକ ମାନଙ୍କୁ ଶ୍ରଦ୍ଧାଞ୍ଜଳି
କେନ୍ଦ୍ରାପଡ଼ାର ପୂର୍ବତନ ସୈନିକ ସଂଘ ଆନୁକୂଲ୍ୟରେ ତିନିମୁହାଣୀ ସ୍ଥିତ ସହୀଦ ସ୍ତମ୍ଭରେ ଶୁକ୍ରବାର କ୍ୟାପଟେନ ସୁରେନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ସିକିମ ରେ ପ୍ରାକୃତିକ ଦୁର୍ବିର୍ପାକରେ ସହୀଦ ହୋଇଥିବା ସହୀଦ ମାନଙ୍କୁ ଦୀପଦାନ ତଥା ପୁଷ୍ପମାଲ୍ୟ ଦିଆଯାଇଥିଲା । ତତ୍ ସହିତ…
ଭିନ୍ନକ୍ଷମଙ୍କୁ ଯନ୍ତ୍ର ଚାଳିତ ତିନି ଚକିଆ ସାଇକେଲ ପ୍ରଦାନ ପରିକ୍ଷଣ ଶିବିର
ଭୂବନେଶ୍ୱରର ଆଲମିକୋ ସହାୟତାରେ ଜିଲ୍ଲାର ସମସ୍ତ ବ୍ଲକରେ ସେଣ୍ଟେମ୍ବର ୩୦ତାରିଖ ରୁ ଅକ୍ଟୋବର ୪ତାରିଖ ମଧ୍ୟରେ ୮୦% ରୁ ଅଧିକ ଭିନ୍ନକ୍ଷମତା ଥିବା ପୋଲିଓ ପରବର୍ତ୍ତୀ ସ୍ଥାୟୀ ମାଂସପେଶୀ ଦୁର୍ବଳତା, ଅଙ୍ଗ ଛେଦନ, ଶରୀର ନିମ୍ନଅଙ୍ଗର ଆଂଶିକ ମାଂସପେଶୀ ଦୁର୍ବଳତା, ଦୁଇ…
କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଶୈକ୍ଷିକ ପରିଷଦର ବୌଠକ
କେନ୍ଦ୍ରାପଡା ସ୍ୱୟଂଶାସିତ ମାହାବିଦ୍ୟାଳୟର ସମ୍ମିଳନୀ କକ୍ଷରେ ୨୦୨୩-୨୪ ଶୈକ୍ଷିକ ବର୍ଷ ନିମିତ୍ତ ମହାବିଦ୍ୟାଳୟର ଶୈକ୍ଷିକ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଅଧ୍ୟକ୍ଷ ଗୋପାଳ ଚନ୍ଦ୍ର ବେହେରା ସ୍ୱାଗତ ଭାଷଣ ରଖିଥିଲେ । ମହାବିଦ୍ୟାଳୟର ୟୁଜିସି ସଂଯୋଜକ ଡଃ…
ଜିଲ୍ଲାସ୍ତରୀୟ ଲୋକଅଦାଲତ ; ୧୭୪୦ ମାମଲା ସମାଧାନ, ୧୨ଲକ୍ଷ ଟଙ୍କା ଜୋରିମାନା ଆଦାୟ
କେନ୍ଦ୍ରାପଡା ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ କେନ୍ଦ୍ରାପଡା ଜିଲ୍ଲା ନ୍ୟାୟାଳୟ ପରିସରରେ ଆଜି ଜିଲ୍ଲାସ୍ତରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇ ଯାଇଛି । ଆଜି ଅନୁଷ୍ଠିତ ଏହି ଜିଲ୍ଲାସ୍ତରୀୟ ଲୋକ ଅଦାଲତରେ ମୋଟୋରଯାନ ଦୁର୍ଘଟଣା, ଜମି ଅଧିଗ୍ରହଣ,ପାରିବାରିକ ବିବାଦ, ରାଜସ୍ୱ ବିଭାଗର…
ପଟ୍ଟାମୁଣ୍ଡାଇରେ ପରମ୍ପରିକ ଦୁର୍ଗାପୂଜା ପାଇଁ ସଜବାଜ
ଆଶ୍ୱିଣ ଆସିଲେ କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ସହର ଓ ଏହାର ଆଖପାଖ ଅଂଚଳ ଉତ୍ସବ ମୁଖର ହୋଇଉଠେ । ପାର୍ବଣ ନେଇ ପୁଣି ଫେରିଛି ଶରତ ଋତୁର ଆଶ୍ୱିନ ମାସ । ସାଙ୍ଗରେ ଆଣିଛି ଉତ୍ସାହ ଓ ଉଦ୍ଦୀପନାର ପରଶ ।…
ଶାନ୍ତିପୂର୍ଣ୍ଣ ଭାବେ ଦୁର୍ଗା ପୂଜା ପାଳନ ପାଇଁ ଥାନାରେ ଶାନ୍ତି କମିଟି ବୈଠକ
ପାର୍ବଣ ଋତୁର ଆଗମନରେ ଶାରଦିଅ ଦୁର୍ଗା ପୂଜାକୁ ଶାନ୍ତି ଶୃଙ୍ଖଳାର ସହିତ ପାଳନ କରିବା ପାଇଁ ଶନିବାର ସଂନ୍ଧ୍ୟାରେ ପଟ୍ଟାମୁଣ୍ଡାଇ ଥାନା ପରିସରରେ ଏକ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ୨୪ଟି ପୂଜା ମଣ୍ଡପର କର୍ମକର୍ତା…
ପଟ୍ଟାମୁଣ୍ଡାଇ ଥାନା ପକ୍ଷରୁ ସାଇବର ସଚେତନତା ଶୋଭାଯାତ୍ରା
ସମ୍ପ୍ରତି ସାଇବର ଅପରାଧ ସରକାର ଓ ପ୍ରଶାସନ ପାଇଁ ଆହ୍ୱାନ ସୃଷ୍ଟି କରିଛି । ପ୍ରତ୍ୟେକ ଦିନ ବହୁ ନିରୀହ ସାଧାରଣଲୋକମାନେ ସାଇବର ଠକେଇର ଶିକାର ହେବା ଦେଖାଯାଉଛି । ସାଇବର ଅପରାଧ ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ପାଇଁ ରାଜ୍ୟ…
ପଟ୍ଟାମୁଣ୍ଡାଇ ସରକାରୀ ଦପ୍ତରରେ କର୍ମଚାରୀ ଅଭାବ
ଲୋକାଭିମୁଖୀ ଯୋଜନା ହେଉନି କାର୍ଯ୍ୟକାରୀ ନିରାଶରେ ଫେରିଛନ୍ତି ଜନସାଧାରଣ ସରକାର ପ୍ରଶାସନକୁ ଲୋକାଭିମୁଖୀ କରି ଲୋକମାନଙ୍କ ହିତରେ ବହୁ ଯୋଜନା ପ୍ରଣୟନ କରି ଚାଲିଛନ୍ତି । ମାତ୍ର ସରକାର ପ୍ରଣୟନ କରୁଥିବା ଯୋଜନାଗୁଡିକ ବାସ୍ତବରେ ତଳ ସ୍ତରରେ କେତେଦୂର କାର୍ଯ୍ୟକାରୀ ହେଉଛି…
ଲୁଚିଯିବାକୁ ବସିଲାଣି ଢିଙ୍କି
ସମୟ ବଦଳିବା ସହିତ ମନୁଷ୍ୟ ମଧ୍ୟ ପରିବର୍ତନ ହେଉଛି । ଆଧୁନିକତାର ଚାକଚକ୍ୟ ସମୟର ସ୍ପଳ୍ପତା ଭିତରେ ଆଜିର ମଣିଷ ପୁରୁଣା ଓ ପାରମ୍ପରିକ ଘରକରଣା ଜିନିଷକୁ ହଜେଇ ଦେଇ ଆଧୁନିକ ମେସିନ୍ର ବ୍ୟବହାର ବହୁଳ ଭାବରେ ବଢି ଚାଲିଛି ।…










