ରାଜନଗର ବ୍ଲକ ଘଡିଆମାଳ ପଚାଂୟତରେ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମକୁ ଜନସାଧାରଣଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା । ପୂର୍ବରୁ ମାଇକ୍ ଯୋଗେ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ଦିନ ୧୦ଟା ସମୟରେ ଆରମ୍ଭ କରାଯିବା ପାଇଁ ପ୍ରଚାର କରାଯାଇଥିଲା । ପଚାଂୟତବାସୀ…
Day: 16 October 2023
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିବସ ଉପଲକ୍ଷେ ମନସୁରବାବାଙ୍କ ମଜାରରେ ଚାଦର ଚଢାଗଲା
ଓଡିଶାର ଜନପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୮ତମ ଜନ୍ମ ଦିବସ ଅବସରରେ କେନ୍ଦ୍ରାପଡା ସଂଖ୍ୟାଲଘୁ ସଂପ୍ରଦାୟ ପକ୍ଷରୁ ଆଜି ସନ୍ଧ୍ୟାରେ ମନସୁର ବାବାଙ୍କ ମଜାରରେ ଚାଦର ଚଢାଯାଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟାନାୟକଙ୍କ ଦୀର୍ଘ ନିରାମୟ ଜୀବନ କାମନା କରାଯାଇଥିଲା । ବିଜେଡି…
ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି ପକ୍ଷରୁ ବିଶିଷ୍ଟ ଗବେଷକଙ୍କୁ ସମ୍ବର୍ଦ୍ଧନା
କେନ୍ଦ୍ରାପଡା ସହରସ୍ଥିତ ପବ୍ଲିକ ରିଡିଂରୁମ ପରିସରରେ ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି ସଭାପତି କୁରୁଣାକର ଦାସଙ୍କ ପୈାରହିତ୍ୟରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ଓକିଲ ସଙ୍ଘ ସଭାପତି ବରିଷ୍ଠ ଆଇନଜୀବୀ ବିଚିତ୍ରାନନ୍ଦ ମହାନ୍ତି…
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୮ତମ ଜନ୍ମ ଦିବସ ଉପଲକ୍ଷେ ସମୁହ ଦୀପଦାନ
ରାଜ୍ୟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୮ତମ ଜନ୍ମଦିବସ ଉପଲକ୍ଷେ କେନ୍ଦ୍ରାପଡାର ଆରାଧ୍ୟ ପ୍ରଭୁ ଶ୍ରୀ ସିଦ୍ଧ ବଳଦେବଜୀଊଙ୍କ ସିଂହଦ୍ୱାରା ସମ୍ମୁଖରେ ୭୮ଟି ଦୀପ ଦାନ କରାଯାଇଥିଲା । କେନ୍ଦ୍ରାପଡା ପୈାରାଧ୍ୟକ୍ଷା ସରିତା ସାହୁଙ୍କ ନେତୃତ୍ୱରେ ଶତାଧିକ ମହିଳା ଓ ପୁରୁଷମାନେ…
ତୁଳସୀ ମହୋତ୍ସବ ଉଦ୍ଯାପିତ
କେନ୍ଦ୍ରାପଡା ବ୍ଲକ୍ ଅନ୍ତର୍ଗତ ବାରୁଅସ୍ଥିତ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭାବଗ୍ରାହୀ କଳା ନିକେତନ ଆନୁକୂଲ୍ୟରେ ଏବଂ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ସହାୟତାରେ ପଟ୍ଟାମୁଣ୍ଡାଇ ପୌର ପ୍ରେକ୍ଷାଳୟ ପରିସରରେ ତୁଳସୀ ମହୋତ୍ସବ-୨୦୨୨-୨୩ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । କଳା ନିକେତନର ପ୍ରତିଷ୍ଠାତା…
ନବୀନଙ୍କ ଜନ୍ମଦିନରେ ବିଜେଡି ପକ୍ଷରୁ ମନ୍ଦିରରେ ସମୂହ ଦୀପଦାନ
ଓଡିଶା ବିକାଶର ମହାନାୟକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନରେ ପଟ୍ଟାମୁଣ୍ଡାଇ ବିଜେଡି ପକ୍ଷରୁ ତାଙ୍କ ଦୀର୍ଘ ନିରାମୟ ଜୀବନ କାମନା କରାଯାଇ ପୂଜାର୍ଚନା ଓ ସମୂହ ଦୀପଦାନ କରାଯାଇଛି । ରାଜନଗର ବିଧାୟକ ଧ୍ରୁବ ସାହୁଙ୍କ ପରାମର୍ଶକ୍ରମେ ପଟ୍ଟାମୁଣ୍ଡାଇ ବିଜେଡି ପକ୍ଷରୁ…
ଭୂମିହୀନଙ୍କୁ ଜମି ପଟ୍ଟା ପ୍ରଦାନ ପରେ ଜମି ଚିହ୍ନଟ ପାଇଁ ପୈାରସଂସ୍ଥା ସମ୍ମୁଖରେ ମହିଳାଙ୍କ ଧାରଣା
କେନ୍ଦ୍ରାପଡ଼ା, ୧୬ା୧୦: ଭୂମିହୀନମାନଙ୍କୁ ୭ବର୍ଷ ତଳେ ଜମି ପଟ୍ଟା ଯୋଗାଇ ଦିଆ ଯାଇଥିଲେବି ଅଦ୍ୟାବଧି ଜମି ଚିହ୍ନଟ ଦିଆନଯିବାରୁ ସେମାନେ ଆବାସ ଯୋଜନାରେ ଗୃହ ନିର୍ମାଣ କରିପାରୁନଥିବାରୁ ଆଜି କେନ୍ଦ୍ରାପଡା ପୈାରସଂସ୍ଥା କାର୍ଯ୍ୟାଳୟ ସମ୍ମୁଖରେ ମହିଳାମାନେ ଧାରଣା ଦେଇଥିବା ଦେଖିବାକୁ ମିଳିଛି…
ରାସନକାର୍ଡର ଖାଉଟି ସାମଗ୍ରୀ ହଡପକାରୀ ଡିଲର ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର
କେନ୍ଦ୍ରାପଡ଼ା, ୧୬ା୧୦: ରାସନକାର୍ଡର ଖାଉଟି ସାମଗ୍ରୀକୁ ହଡପ କରିନେଇଥିବା ଖାଉଟି ଡିଲରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ଅଭିଯୋଗ ଅନୁଯାୟୀ କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ ଅନ୍ତର୍ଗତ ଦଶିପୁର ଗ୍ରାମପଞ୍ଚାୟତର ଖାଉଟି ସାମଗ୍ରୀ ବିତରକ…
ପଟ୍ଟାମୁଣ୍ଡାଇ ବ୍ଳକରେ ମିଳିତ ଜନଶୁଣାଣୀ ଶିବିର,୧୧୬ ଅଭିଯୋଗ ଉପରେ କାର୍ଯାନୁଷ୍ଠାନ ନିର୍ଦେଶ
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଳକ ସମ୍ମିଳନୀ କକ୍ଷରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ମିଳିତ ଜନଶୁଣାଣୀ ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ କେନ୍ଦ୍ରାପଡ଼ା ଏସପି ସନ୍ଦୀପ ସମ୍ପଦ ମଡକର, ଉପଜିଲ୍ଲାପାଳ ରବିନ୍ଦ୍ର ପ୍ରଧାନ, ଜିଲ୍ଲା ପ୍ରକଳ୍ପ ନିର୍ଦେଶକ…
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ‘ମହକ’ ଓ ‘ଉତ୍ସାହ’
କେନ୍ଦ୍ରାପଡ଼ା, ୧୫ା୧୦: ଶିଶୁ ଯତ୍ନ ଅନୁଷ୍ଠାନରେ ରହୁଥିବା ଶିଶୁମାନଙ୍କ ନିମନ୍ତେ ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ‘ମହକ’ ଓ ‘ଉତ୍ସାହ’- ୨୦୨୩ କୋରୁଆ ମହିଳା ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଆନୁକୂଲ୍ୟରେ ଆୟୋଜିତ…
ସାତଭାୟାବାସୀଙ୍କୁ ବିଜୁ ପକ୍କାଘର ସଂପୂର୍ଣ୍ଣ କରିଥିବା ପରିବାରଙ୍କୁ ପ୍ରୋତ୍ସାହନ ରାଶି ପ୍ରଦାନ
କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ସାତଭାୟା ଥଇଥାନସ୍ଥଳୀରେ ବିଜୁ ପକ୍କାଘର ନିର୍ମାଣ କରିଥିବା ୩୦ ପରିବାରଙ୍କୁ ୫୪ହଜାର୩୪୦ ଟଙ୍କା ଲେଖାଏଁ ସ୍ୱତନ୍ତ୍ର ସହାୟତା ରାଶି ପ୍ରଦାନ କରାଯାଇଛି । ଘର କରିପାରିନଥିବା ୧୬୯ ପରିବାରଙ୍କୁ ୨୫ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ…
ଚାଷୀଙ୍କୁ ସାର ଚିନ୍ତା , ଚଢ଼ା ଦରରେ କିଣୁଛନ୍ତି କଳାବଜାରୁ
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ବର୍ତମାନ ଧାନ ଫସଲ ପାଇଁ ୟୁରିଆ, ଗ୍ରୋମୋର ଓ ଡିଏପି ସାରର ଆବଶ୍ୟକତା ହେଉଛି । ପ୍ରଥମିକ ସମବାୟ ସମିତି (ସୋସାଇଟ୍)ମାନଙ୍କରେ ସାର ମିଳୁ ନଥିବା ବେଳେ ବଜାର ଡିଲରମାନଙ୍କ ପାଖରେ ଅଧିକ ପରିମାଣର ସାର…










