କେନ୍ଦ୍ରାପଡ଼ା, ୧୭ା୧୦ : ଦେଢସୁର ଭାଇବୋହୁ ଏବଂ ତାଙ୍କ ପରିବାରଙ୍କୁ ଗୃହବନ୍ଦୀ କରି ରଖିଥିବା ନେଇ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରାଯିବା ସହିତ ନ୍ୟାୟ ପାଇଁ ଭାଇବୋହୁର ସପରିବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନଶନରେ ବସି ରହିଛନ୍ତି ।
Day: 17 October 2023
କେନ୍ଦ୍ରାପଡ଼ାର ଗଣପର୍ବ ଗଜଲକ୍ଷ୍ମୀ ପୂଜା ପାଇଁ ଜିଲ୍ଲା ପ୍ରଶାସନର ଦ୍ୱିତୀୟ ପ୍ରସ୍ତୁତି ବୈଠକ କେନ୍ଦ୍ରାପଡ଼ା ପୌରପାଳିକା ଟାଉନ୍ହଲ୍ଠାରେ ଅନୁଷ୍ଠିତ ହୋଇଯାଇଛି । ଶାନ୍ତିଶୃଙ୍ଖଳାର ସହ ଗଜଲକ୍ଷ୍ମୀ ପୂଜା, ମେଲୋଡ଼ି, ମେଲଣ ଶୋଭାଯାତ୍ରା ଓ ଭଷାଣୀ ଉତ୍ସବ ସମାପନ ପାଇଁ ଏହି ଅବସରରେ ତିନୋଟି ସମନ୍ୱୟ କମିଟି ଗଠନ କରାଯାଇଛି । କେଶପୁର ଅଂଚଳକୁ ନେଇ ପ୍ରଥମ ସମନ୍ୱୟ କମିଟି ଗଠନ ହୋଇଥିବା ବେଳେ ପୁରୁଣା ବସଷ୍ଟାଣ୍ଡ ଅଂଚଳକୁ ନେଇ ଦ୍ୱିତୀୟ […]










