ଦେଢସୁର ଗୃହବନ୍ଦୀ କରି ରଖିଥିବା ଭାଇବୋହୁଙ୍କ ଅଭିଯୋଗ,ନ୍ୟାୟ ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନଶନ


କେନ୍ଦ୍ରାପଡ଼ା, ୧୭ା୧୦ :  ଦେଢସୁର ଭାଇବୋହୁ ଏବଂ ତାଙ୍କ ପରିବାରଙ୍କୁ ଗୃହବନ୍ଦୀ କରି ରଖିଥିବା ନେଇ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରାଯିବା ସହିତ ନ୍ୟାୟ ପାଇଁ ଭାଇବୋହୁର ସପରିବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନଶନରେ ବସି ରହିଛନ୍ତି ।


Discover more from

Subscribe now to keep reading and get access to the full archive.

Continue reading