ଦେଢସୁର ଗୃହବନ୍ଦୀ କରି ରଖିଥିବା ଭାଇବୋହୁଙ୍କ ଅଭିଯୋଗ,ନ୍ୟାୟ ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନଶନ 17 October 2023 kanika odisha ଆସନ୍ତୁ ଭାବିବା, ରାଜ୍ୟ 0 କେନ୍ଦ୍ରାପଡ଼ା, ୧୭ା୧୦ : ଦେଢସୁର ଭାଇବୋହୁ ଏବଂ ତାଙ୍କ ପରିବାରଙ୍କୁ ଗୃହବନ୍ଦୀ କରି ରଖିଥିବା ନେଇ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରାଯିବା ସହିତ ନ୍ୟାୟ ପାଇଁ ଭାଇବୋହୁର ସପରିବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନଶନରେ ବସି ରହିଛନ୍ତି । Share this: Share on Facebook (Opens in new window) Facebook Share on X (Opens in new window) X Like this:Like Loading…featured