ମା’ଦଶଭୁଜାଙ୍କ ପୂଜା ଭିଜିବ କି ବର୍ଷାରେ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟମୁଣ୍ଡାଇରେ ଧୁମଧାମରେ ପାଳନ ହେବାକୁ ଯାଉଛି ଦୁର୍ଗାପୂଜା । ଏଥିପାଇଁ ସହରର ସମସ୍ତ ପୂଜା ମଣ୍ଡପରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । କେଉଁଠି ରଙ୍ଗ କାମ ସରିବା ପରେ ମାଆଙ୍କୁ ପୋଷାକ ଓ ଆଭୂଷଣ ପିନ୍ଧାଇ ସାରିଲେଣି ତ…

୨୦ ତାରିଖରୁ ରାଜ୍ୟରେ ବସ୍‌ ମାଲିକ ସଂଘ ପକ୍ଷରୁ ଧର୍ମଘଟ

ଲକ୍ଷ୍ମୀ ଯୋଜନାକୁ ବିରୋଧ କରି ବସ୍‌ ମାଲିକ ସଂଘ ଆସନ୍ତା ୨୦ ତାରିଖରୁ ରାଜ୍ୟରେ ଧର୍ମଘଟ ଡାକରା ଦିଆଯାଇଛି। ପୂର୍ବରୁ ମଧ୍ୟ ସଂଘ ଧର୍ମଘଟ ଡାକରା ଦେଇଥିବା ବେଳେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ସହିତ ଆଲୋଚନା ପରେ ସ୍ଥଗିତ ରଖିଥିଲା। ତେବେ ବର୍ତ୍ତମାନ…

ଆସୁଛି ଲଘୁଚାପ, ଚାଷୀକୁଳ ଭୟଭୀତ

ଓଡ଼ିଶାର ଉପକୂଳ ଜିଲାଗୁଡ଼ିକରେ ୧୯୯୯ ଅକ୍ଟୋବର ୨୯ରେ ମହାବାତ୍ୟା ଭୟଙ୍କର ବିପର୍ଯ୍ୟୟ ଘଟାଇବା ଘଟଣା ଲୋକଙ୍କ ମନରୁ ଲିଭି ନଥିବା ବେଳେ ପୁଣି ଅକ୍ଟୋବର ୨୦ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି…

ମଣ୍ଡଳ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ ମିଲେଟସ କାର୍ଯ୍ୟକ୍ରମ

କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଂସାର ସାହସପୁର ନୋଡାଲ ଉଚ୍ଚ ବିଦ୍ୟାଳୟର ପରିସରରେ ମଣ୍ଡଳ ସ୍ତରୀୟ ଶିଶୁମହୋତ୍ସବ ସୁରଭି ବୁଧବାର ମଣ୍ଡଳ ଶିକ୍ଷାଧିକାରୀ ପାବନୀ କୁମାର ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡା ପଞ୍ଚାୟତ…

ଚଳିତମାସ ୨୮ରେ କେନ୍ଦ୍ରାପଡାରେ ରାଜ୍ୟ ସ୍ତରୀୟ ଚେସ ଟୁର୍ଣ୍ଣାମେଣ୍ଟ

କେନ୍ଦ୍ରାପଡା ଜିଲ୍ଲାରେ ଚଳିତ ମାସ ୨୮ତାରିଖରେ ରାଜ୍ୟ ସ୍ତରୀୟ ଚେସ୍ ଟୁର୍ଣ୍ଣାମେଣ୍ଟଅନୁଷ୍ଠିତ ହେବାକୁ ଯାଉଛି । କେନ୍ଦ୍ରାପଡାର ଗୋପଛକ ନିକଟ ଆଲ୍ଫା ବେଷ୍ଟ ବେସରକାରୀ କଲେଜରେ ଏହି ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ । ରାଜ୍ୟର ବିଭିନ୍ନ ଜିଲ୍ଲାର ପ୍ରତିଯୋଗୀଙ୍କ ସହିତ କେନ୍ଦ୍ରାପଡା…

ମେଡିକାଲ କଲେଜ ଓ ସିଟି ହସପିଟାଲ ପାଇଁ ଜେଲ ଭରୋ ଆନ୍ଦୋଳନ କରିବାକୁ ଗଣ ଗର୍ଜନ ସମାବେଶରେ କଂଗ୍ରେସର ଘୋଷଣା

କେନ୍ଦ୍ରାପଡାରେ ମେଡିକାଲ କଲେଜ ଓ କେନ୍ଦ୍ରାପଡା ମୁନିସିପାଲଟିରେ ଅର୍ବାନ ସିଏଚସି ପ୍ରତିଷ୍ଠା ଦାବିରେ ବ୍ଲକ ଓ ନଗର କଂଗ୍ରେସ ତରଫରୁ ମିଳିତ ଭାବରେ ଗଣ ଗର୍ଜନ ସମାବେଶ ଅନୁଷ୍ଠି ହୋଇଯାଇଛି । କେନ୍ଦ୍ରାପଡା ନଗର କଂଗ୍ରେସ ସଭାପତି ରାଜେଶ ମହାନ୍ତି ସଭାପତିତ୍ୱ…