ସରକାରୀ ଚାକିରୀର ମାନ୍ୟତା ପଦୋନ୍ନତି ଓ ପେନସନ ଦାବିରେ ଆଶାକର୍ମୀଙ୍କ ସମ୍ମିଳନୀ

କେନ୍ଦ୍ରାପଡ଼ା, ୧୯ା୧୦ : ନିଖିଳ ଓଡିଶା ଆଶାକର୍ମୀ ସଙ୍ଘ(ଏ.ଆଇ.ଟି.ୟୁ.ସି.)ଇନ୍ଦୁପୁର ସିଏଚସି କମିଟିର ଏକ ସମ୍ମିଳନୀ କେନ୍ଦ୍ରାପଡା ସହର ନିକଟସ୍ଥ କପାଳେଶ୍ୱର ରାଜୀବ ଗାନ୍ଧୀ ସେବା କେନ୍ଦ୍ର ପରିସରରେ ସିଏଚସି ସଭାପତି ସାଥି ସରସ୍ୱତୀ ସ୍ୱାଇଁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ…

ଶ୍ରୀବଳଦେବଜୀଉ ମଣ୍ଡଳରେ ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମ

କେନ୍ଦ୍ରାପଡ଼ା ବ୍ଲକ ଅଧିନ ଶ୍ରୀବଳଦେବଜୀଉ ମଣ୍ଡଳ (ଜୋନ -୮)ର କପାଳେଶ୍ୱର ଓ ବଗଡ଼ା ପଂଚାୟତରେ ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗରାପୁର ହନୁମାନ ମନ୍ଦିର ନିକଟରୁ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇ କପାଳେଶ୍ୱର ପଂଚାୟତର ବିଭିନ୍ନ…

ପଟ୍ଟାମୁଣ୍ଡାଇରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ଶୁଭାରମ୍ଭ:୩୧ ପଂଚାୟତ ପାଇବେ ୧୫ କୋଟି ୫୦ ଲକ୍ଷ

ରାଜ୍ୟ ସରକାରଙ୍କର ମହତ୍ୱକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ପଟ୍ଟାମୁଣ୍ଡାଇ ବ୍ଲକରେ ଶୁଭାରମ୍ଭ ହୋଇଯାଇଛି । ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ଏମ ଏନ ହାଇସ୍କୁଲ ପଡିଆରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫ଟି ସଚିବ…

କେନ୍ଦ୍ରପଡ଼ାର ଜିଲ୍ଲାରେ ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଶୁଭାରମ୍ଭ

ରାଜ୍ୟ ସରକାରଙ୍କର ମହତ୍ୱକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ । ଏହି କାର୍ଯ୍ୟକ୍ରମରେ ପ୍ରତି ପଂଚାୟତ ସହ ପ୍ରତ୍ୟେକ ଗ୍ରାମର ବିକାଶ…